ପ୍ରଶାସନର ନୂଆ କାର୍ଯ୍ୟକ୍ରମ ‘ଶିଶୁ…
ସୁନ୍ଦରଗଡ଼: ଶିଶୁ ଓ କିଶୋର ହେଉଛନ୍ତି ଦେଶର ଭବିଷ୍ୟତ। ତେଣୁ ସେମାନଙ୍କ ଜୀବନ ଓ ସ୍ୱପ୍ନକୁ ସୁରକ୍ଷିତ କରିବା ପାଇଁ ଆମ ସମାଜକୁ ପିଲାଙ୍କ ଉପଯୋଗୀ କରିବାକୁ ହେବ। ଶିଶୁମାନଙ୍କର ଅଧିକାରକୁ ସୁନିଶ୍ଚିତ କରିବା ସହ ସେମାନଙ୍କୁ ଜୀବନରେ ପୂର୍ଣ୍ଣ ବିକଶିତ କରିବା ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିବାକୁ ହେବ।…