Odisha Link
Bridging the Missing Links in Odisha
Browsing Tag

ସୁସ୍ଥ

ଦେଶରେ ସୁସ୍ଥ ହେଲେଣି ୨ ହଜାର କରୋନା…

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ମହାମାରୀ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଯାହା ଦେଶ ପାଇଁ ଚିନ୍ତାର ବିଷୟ ପାଲଟିଛି। ଏହା ମଧ୍ୟରେ ଭାରତ ପାଇଁ ଏକ ଭଲ ଖବର ଅଛି। କାରଣ ଭାରତରେ ଏପର୍ଯ୍ୟନ୍ତ ୩ୟ ଷ୍ଟେଜ୍‌ ପରିଲିକ୍ଷିତ ହୋଇନାହିଁ। ଏହାରି ମଧ୍ୟରେ ଦେଶ ପାଇଁ ସାମାନ୍ୟ ଆଶ୍ବସ୍ତି ଖବର ଆସିଛି।…

ଭଲ ଖବର: ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର: ଓଡ଼ିଆ ନବବର୍ଷରେ ରାଜ୍ୟ ପାଇଁ ଭଲ ଖବର ଆସିଛି। ରାଜ୍ୟରେ ପୁଣି ୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ୫ ଆକ୍ରାନ୍ତ ଭୁବନେଶ୍ବରର ବୋଲି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସମସ୍ତ ୫ ଆକ୍ରାନ୍ତଙ୍କ ନମୁନା ପରୀକ୍ଷା ପରେ ନେଗେଟିଭ ଆସିଥିବା ନେଇ…

କରୋନାକୁ ହରାଇଲେ ବ୍ରିଟେନ…

ଲଣ୍ଡନ: କରୋନାରେ ଆକ୍ରାନ୍ତ ହୋଇ ନିକଟରେ ଗୁରୁତର ଥିବା ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିଶ ଜନସନ୍ ଭଲ ହୋଇ ଡାକ୍ତରଖାନାରୁ ଫେରିଛନ୍ତି। ତେବେ ତୁରନ୍ତ ତାଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ଡାକ୍ତର ମାନେ ବାରଣ କରିଛନ୍ତି। କିଛି ସପ୍ତାହ ତଳେ ଜନସନ୍ କରୋନା ପୀଡ଼ିତ ହୋଇ ସେଣ୍ଟ ଥମାସ ହସ୍ପିଟାଲରେ ଭର୍ତ୍ତି…