ନବମ-ଦଶମ ଛାତ୍ରଛାତ୍ରୀଙ୍କୁ ମାଗଣା…
ଓଏଲ୍ ବ୍ୟୁରୋ: ଏଣିକି ନବମ-ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ମଧ୍ୟ ମିଳିବ ମାଗଣା ୟୁନିଫର୍ମ। 'ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ' ଯୋଜନାରେ ହାଇସ୍କୁଲର ସମସ୍ତ ଛାତ୍ରଛାତ୍ରୀ ଏହି ଯୋଜନାର ସୁବିଧା ପାଇପାରିବେ। ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ଭଳି ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମାଗଣାରେ…