Odisha Link
Bridging the Missing Links in Odisha
Browsing Tag

ୟେଲୋ ୱାର୍ଣ୍ଣିଂ

ପ୍ରବଳ ବର୍ଷା ଆଶଙ୍କା, ୧୩ ଜିଳ୍ଲାକୁ…

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାଗୁଡିକୁ ସତର୍କ ରହିବାପାଇଁ ପରାମର୍ଶ ଦିଆଯିବା ସହ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ମଧ୍ୟରେ କୋରାପୁଟ, ନବରଙ୍ଗପୁର,…

ବର୍ଷା ଆଶଙ୍କା:୧୫ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର: ରାଜ୍ୟରେ ବର୍ଷା ସହ ବଜ୍ରପାତ ଆଶଙ୍କା। ଆସନ୍ତାକାଲି ୧୫ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ଏନେଇ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କେନ୍ଦୁଝର,…

୨୭ ଯାଏଁ ପ୍ରବଳ ବର୍ଷା, ୭ ଜିଲ୍ଲାକୁ…

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ଜାରି ରହିଛି ଲଗାଣ ବର୍ଷା। ଆସନ୍ତା ୨୭ ଯାଏଁ ଜାରି ରହିବ ବର୍ଷା। କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୭ ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି। କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର,…

୧୨ ଜିଲ୍ଲାରେ ବର୍ଷା ଆଶଙ୍କା, ୟେଲୋ…

ଭୁବନେଶ୍ୱର: ୧୨ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା। ଉତ୍ତର ପଶ୍ଚିମ ରାଜସ୍ଥାନରୁ ଉତ୍ତର ପୂର୍ବ ବଙ୍ଗୋପସାଗର ଯାଏ ଲମ୍ବିଥିବା ଏକ ଟ୍ରପ୍‌ଲାଇନ୍‌ ପ୍ରଭାବରେ ଆଜି ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ…

ବର୍ଷା ଆଶଙ୍କା, ୧୧ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର କାଳବୈଶାଖୀ ନେଇ ଗୁରୁବାର ଦିନ ପାଣିପାଗ ବିଭାଗ ଜାରି କରିଛି ୟେଲୋ ୱାର୍ଣ୍ଣିଂ। ପାଣିପାଗ ବିଭାଗ ପକ୍ଷରୁ ୧୧ ଜିଲ୍ଲା ଲାଗି ସତର୍କ ସୂଚନା ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା, ମାଲକାନଗିରି,…

ବର୍ଷା ଓ ବଜ୍ରପାତ ଆଶଙ୍କା, ୨୦ ଜିଲ୍ଲାକୁ…

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଝଡବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକ ହେଉଛି ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡା, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର,…

ବର୍ଷା ଆଶଙ୍କା,୫ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର: ମାଳଦ୍ୱୀପ କମୋରିନ୍ ଅଞ୍ଚଳ ସହ ଦକ୍ଷିଣପଶ୍ଚିମ ଏବଂ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେଉଛି। ଦକ୍ଷିଣପୂର୍ବ ବଙ୍ଗୋପସାଗର ଏବଂ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରର କେତେକ ଅଞ୍ଚଳରେ ଆଜି ସକାଳୁ ଦକ୍ଷିଣପଶ୍ଚିମ ବାୟୁ ସକ୍ରିୟ ହୋଇଛି। ମେ ୩୧ ସୁଦ୍ଧା…