Odisha Link
Bridging the Missing Links in Odisha
Browsing Tag

ଅଶ୍ୱିନୀ ବୈଷ୍ଣବ

ଅଗଷ୍ଟ ୧୬ରେ ପୁରୀ ଆସିବେ କେନ୍ଦ୍ର…

ପୁରୀ: ଆସନ୍ତା ଅଗଷ୍ଟ ୧୬ ତାରିଖରେ ପୁରୀ ଆସିବେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଏହି ଅବସରରେ ସେ ପୁରୀ ରେଳ ଭବନରେ ରହିବେ। ପୁରୀର ରେଳ ସମସ୍ୟା ରହିଛି ସେ ନେଇ ମନ୍ତ୍ରୀଙ୍କ ତରଫରୁ ପ୍ରାକ୍‌ ତଥ୍ୟ ସଂଗ୍ରହ କରାଯାଉଛି। ବହୁ ଦିନରୁ ଦାବି ହୋଇ ଆସୁଥିବା ପୁରୀ-କୋଣାର୍କ ରେଳ ପଥ ପ୍ରକଳ୍ପ…

ଅଶ୍ୱିନୀ ବୈଷ୍ଣବଙ୍କ ବିବୃତି ଚିରିଦେଲେ…

ନୂଆଦିଲ୍ଲୀ: ଅଶ୍ୱିନୀ ବୈଷ୍ଣବଙ୍କ ପେଗାସସ୍‌ ବିବୃତି ଚିରିଦେଲେ ଟିଏମସି ସାଂସଦ। ଆଜି ରାଜ୍ୟସଭାରେ ଏକ ଅଣ ସାମ୍ବିଧାନିକ ଘଟଣା ଘଟିଛି। ରାଜ୍ୟସଭାରେ ପେଗାସସ୍‌ ବିବାଦକୁ ନେଇ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବିବୃତି ରଖିବାର ଥିଲା। ସେ ବିରୋଧୀଙ୍କ ନାରାବାଜୀ ଭିତରେ ପେଗାସସ୍‌କୁ ନେଇ ସରକାର ପ୍ରସ୍ତୁତ…

ବୁଲେଟ ଟ୍ରେନ ପ୍ରକଳ୍ପ ନେଇ ସମୀକ୍ଷା କଲେ…

ନୂଆଦିଲ୍ଲୀ: ବୁଲେଟ୍ ଟ୍ରେନ ପ୍ରକଳ୍ପର ସମୀକ୍ଷା କରିଛନ୍ତି ନୂଆ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଅହମ୍ମଦାବାଦ୍-ମୁମ୍ବାଇ ମଧ୍ୟରେ ଚାଲିବାକୁ ଥିବା ବୁଲେଟ ଟ୍ରେନ୍ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ଜାତୀୟ ଦ୍ରୁତଗାମୀ ରେଳ ପରିଚାଳନାର ନିର୍ଦ୍ଦେଶକ ସତୀଶ ଅଗ୍ନିହୋତ୍ରୀଙ୍କ ସହ ସେ ଆଲୋଚନା କରିଛନ୍ତି। ଏହି…

ରେଳମନ୍ତ୍ରୀ ଭାବେ ଦାୟିତ୍ୱ ନେଲେ…

ନୂଆଦିଲ୍ଲୀ: ଗତକାଲି ମୋଦୀଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇଥିବା ବେଳେ ୪୩ ନୂଆ ମନ୍ତ୍ରୀ ଶପଥ ନେଇଛନ୍ତି।କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ପାଠ କରିଥିବା ଅଶ୍ୱିନୀ ବୈଷ୍ଣବଙ୍କୁ ରେଳ ଓ ଆଇଟି ବିଭାଗର ଦାୟିତ୍ୱ ଦିଆଯାଇଛି। ଆଜି ରେଳ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଅଶ୍ୱିନୀ ବୈଷ୍ଣବ।…

ବିଶ୍ୱେଶ୍ୱର ଟୁଡୁ ଓ ଅଶ୍ୱିନୀ…

ନୂଆଦିଲ୍ଲୀ: ଆଜି ସଂଧ୍ୟା ୬ଟାରେ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ମୋଦିଙ୍କ ଟିମରେ ଓଡ଼ିଶାରୁ କିଏ ନୂଆ ମୁହଁ ଭାବେ ସ୍ଥାନ ପାଇବେ ତାହାକୁ ନେଇ କିଛି ଦିନ ଧରି ଚର୍ଚ୍ଚା ହେଉଥିବାବେଳେ ଆଜି ଏଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। କେନ୍ଦ୍ର ମନ୍ତ୍ରିମଣ୍ଡଳରେ…

ମୋଦୀଙ୍କ ଘରେ ପହଞ୍ଚିଲେ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ: ଆଜି ସଂଧ୍ୟାରେ କେନ୍ଦ୍ର ମନ୍ତ୍ରିମଣ୍ଡଳ ସଂପ୍ରସାରଣ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସଂଧ୍ୟା ୬ଟାରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରାଯିବ ବୋଲି ଜଣାପଡ଼ିଛି। ନୂଆ ମନ୍ତ୍ରିମଣ୍ଡଳରେ ୬ କ୍ୟାବିନେଟ୍ ସହ ୨୦ ନୂଆ ମନ୍ତ୍ରୀଙ୍କୁ ସ୍ଥାନ ମିଳିପାରେ। ଯୁବ ଏବଂ ନୂଆ ଚେହେରାଙ୍କୁ…