Odisha Link
Bridging the Missing Links in Odisha
Browsing Tag

ଆବେଦନ

କାଲିଠୁ +୨ ଅଫ୍‌ଲାଇନ୍‌ ପରୀକ୍ଷା ପାଇଁ…

ଭୁବନେଶ୍ୱର: ଚଳିତ ବର୍ଷ ପ୍ରକାଶ ପାଇଥିବା ଯୁକ୍ତ ଦୁଇ ରେଜଲ୍ଟରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ଦେଇପାରିବେ ଅଫ୍‌ଲାଇନ୍‌ ପରୀକ୍ଷା। ଆସନ୍ତା କାଲିଠୁ +୨ ଅଫ୍‌ଲାଇନ୍‌ ପରୀକ୍ଷା ପାଇଁ ଆବେଦନ ଆରମ୍ଭ। ସେପ୍ଟେମ୍ବର ୩ରୁ ସେପ୍ଟେମ୍ବର ୭ ମଧ୍ୟରେ ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ଅନ୍‌ଲାଇନ୍‌ ଯୋଗେ ଆବେଦନ କରିପାରିବେ।…

ଆଜିଠୁ +୨ ନାମଲେଖା ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ୱର: ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ସାମ୍ସ ପୋର୍ଟାଲରେ ଛାତ୍ରଛାତ୍ରୀମାନେ ନାମ ଲେଖାଇବାକୁ ଆବେଦନ କରିପାରିବେ। ଏଥିପାଇଁ ପୂର୍ବାହ୍ନ ୧୧ଟାରୁ ୱେବସାଇଟରେ ଆବେଦନ ପତ୍ର ମିଳିବ। ଆବେଦନର ଶେଷ ତାରିଖ ସେପ୍ଟେମ୍ବର ୫ ରଖାଯାଇଛି। ୧୩ ସେପ୍ଟେମ୍ବର ପୂର୍ବାହ୍ନ…

ଆସନ୍ତା ୧୨ରୁ ଆରମ୍ଭ ହେବ +୨ ନାମଲେଖା…

ଭୁବନେଶ୍ୱର: ଆସନ୍ତା ୧୨ ତାରିଖରୁ +୨ ନାମଲେଖା ପାଇଁ ଆବେଦନ ଆରମ୍ଭ ହେବ। SAMS ପୋର୍ଟାଲରେ ନାମଲେଖା ପାଇଁ ଛାତ୍ରଛାତ୍ରୀ ଆବେଦନ କରିବେ। ଚଳିତ ବର୍ଷ ଯୁକ୍ତ ୨ରେ ମୋଟ ୫୪ ହଜାର ୯୦୦ଟି ସିଟ୍‌ ବୃଦ୍ଧି କରାଯାଇଛି। ତେବେ ୭୨ ହଜାର ସିଟ ବୃଦ୍ଧି ପାଇଁ ଆବେଦନ କରିଥିଲେ ବିଭିନ୍ନ ସ୍କୁଲ। କଳାରେ ସିଟ…