Odisha Link
Bridging the Missing Links in Odisha
Browsing Tag

ଏସିଏଫ୍ ସୌମ୍ୟ

ଏସିଏଫ୍ ସୌମ୍ୟ ମୃତ୍ୟୁ ମାମଲା: ସରିଲା…

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ ଆଜି ଯାଏଁ ମୃତ୍ୟୁ ଉପରୁ ରହସ୍ୟ ଉଠିପାରି ନଥିବା ବେଳେ ପତ୍ନୀ ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ ଶେଷ ହୋଇଛି। ପ୍ରାୟ ୪ ଘଣ୍ଟା ସମୟ ଧରି ଡିଟେକ୍ସନ ଟେଷ୍ଟ ଚାଲିଥିବା ସୂଚନା ମିଳିଛି। ଭୁବନେଶ୍ୱର ସ୍ଥିତ…

ଏସିଏଫ୍ ସୌମ୍ୟଙ୍କ ପରିବାରକୁ ନ୍ୟାୟ…

ଖଇରା: ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ଦିନ ପରେ ବିତି ଯାଉଥିଲେ ମଧ୍ୟ ଆଜି ଯାଏଁ ନ୍ୟାୟ ମିଳିପାରୁ ନାହିଁ। ଏହି ଘଟଣାକୁ ନେଇ ଆଜି ୬ ଘଣ୍ଟିଆ ଖଇରା ବନ୍ଦ ପାଳନ ହେଉଛି। ସୌମ୍ୟଙ୍କ ପରିବାରକୁ ନ୍ୟାୟ ଦାବିରେ ୬ ଘଣ୍ଟିଆ ବନ୍ଦ ପାଳନ ହେଉଛି। ଖଇରା ନାଗରିକ ମଞ୍ଚ ପକ୍ଷରୁ ସକାଳ ୬ରୁ ଦିନ ୧୨ଟା…

ବିଧାନସଭାରେ ଉଠିଲା ଏସିଏଫ୍ ସୌମ୍ୟ…

ଭୁବନେଶ୍ବର: ବିଧାନସଭାରେ ଉଠିଲା ଏସିଏଫ୍ ସୌମ୍ୟ ମୃତ୍ୟୁ ପ୍ରସଙ୍ଗ। ଏସି ଏଫ ସୌମ୍ୟରଂଜନ ମହାପାତ୍ର ମୃତ୍ୟୁ ପ୍ରସଙ୍ଗ ଉଠାଇଛନ୍ତି ପାରଳାଖେମୁଣ୍ଡି ବିଧାୟକ କେ ନାରାୟଣ ରାଓ। ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରି କହିଛନ୍ତି, ଏସିଏଫଙ୍କ ମୃତ୍ୟୁ ମାମଲାରେ ଡିଏଫଓ, ଏସିଏଫଙ୍କ ପତ୍ନୀ ଓ ତାଙ୍କ ରୋଷେୟା ନାଁ…

ଏସିଏଫ୍ ସୌମ୍ୟ ମୃତ୍ୟୁ ମାମଲା: ଆଜି…

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଂଜନ ମୃତ୍ୟୁ ଘଟଣାକୁ ଏକମାସରୁ ଅଧିକ ଦିନ ବିତିଗଲାଣି କିନ୍ତୁ ଏବେ ଯାଏଁ ମୃତ୍ୟୁ ପଛରୁ ପରଦା ଉଠିପାରିଲା ନାହିଁ। ଆଜି ଏହି ମାମଲାରେ ପତ୍ନୀ ବିଦ୍ୟାଭାରତୀଙ୍କୁ ଜେରା କରିବ କ୍ରାଇମବ୍ରାଞ୍ଚ୍। କ୍ରାଇମ୍ ବ୍ରାଞ୍ଚର ଟିମ୍ ଜେରା କରିବା ନେଇ କ୍ରାଇମ୍ ବ୍ରାଞ୍ଚ୍…

ଏସିଏଫ୍‌ ସୌମ୍ୟ ମୃତ୍ୟୁ ମାମଲାରେ ନୂଆ…

ଗଜପତି: ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାର ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ୍। ପୋଲିସ ଦୀର୍ଘ ଗୋଟିଏ ମାସ ଧରି ତଦନ୍ତ କରି ବିଫଳ ହୋଇଥିବା ବେଳେ ଏହି ମାମଲାର ତଦନ୍ତ ପ୍ରକ୍ରିୟାକୁ ଅଧିକ ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଘଟଣା ସହ ଜଡିତ ଜଣଙ୍କୁ ଜଣଙ୍କୁ ମାରାଥନ ଜେରା କରୁଛି କ୍ରାଇମବ୍ରାଞ୍ଚ୍। ଏହାରି…

ଏସିଏଫ୍ ସୌମ୍ୟ ମୃତ୍ୟୁ ମାମଲା:…

ଭୁବନେଶ୍ୱର: ଏସିଏଫ୍ ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାକୁ ୨୦ ଦିନରୁ ଅଧିକ ସମୟ ବିତିଯାଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ ମୃତ୍ୟୁ ଉପରୁ ପରଦା ହଟୁନି। ମୃତ୍ୟୁ ମାମଲାର ତନାଘନା ଜାରି ରହିଥିବା ବେଳେ ପ୍ରତିଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଅପରପକ୍ଷେ ଶରୀରର ୯୦ ପ୍ରତିଶତରୁ ଅଧିକ ଅଂଶ ପୋଡ଼ି…