ମୋଦି ସରକାରଙ୍କୁ ଟାର୍ଗେଟ୍ କଲେ ଓୱେସୀ,…
ନୂଆଦିଲ୍ଲୀ: ତାଲିବାନ ଆଫଗାନିସ୍ତାନକୁ ଅକ୍ତିଆର କରିବା ପରେ ଭୟରେ ଅଛନ୍ତି ଆଫଗାନବାସୀ। ଆଫଗାନିସ୍ତାନର ସ୍ଥିତି ଏବଂ ମହିଳାଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ନେଇ ଭାରତ ସମେତ ବିଶ୍ୱର ଅନେକ ଦେଶ ଚିନ୍ତା ପ୍ରକାଶ କରିଛନ୍ତି। ଏହାରି ମଧ୍ୟରେ ଅଲ ଇଣ୍ଡିଆ ମଜଲିସ-ଏ-ଇତ୍ତେହାଦୁଲ ମୁସ୍ଲମିନ ମୁଖ୍ୟ…