Odisha Link
Bridging the Missing Links in Odisha
Browsing Tag

କରୋନା ପଜିଟିଭ୍

କରୋନା: ୧୬୦ ଛୁଇଁଲା ଆକ୍ରାନ୍ତଙ୍କ…

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ସକାଳୁ ରାଜ୍ୟରେ ଆଉ ୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨ ଜଣ ଗଞ୍ଜାମ ଜିଲ୍ଲାର ହୋଇଥିବା ବେଳେ ଆଉ ଜଣେ ଝାରସୁଗୁଡ଼ା ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୦ରେ…

କରୋନା: ଆଉ ୪ ପଜିଟିଭ ଚିହ୍ନଟ, ମୋଟ ୮୭

ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ୪ ଜଣ କରୋନା ପଜିଟିଭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ କରୋନା ପଜିଟିଭ ଆକ୍ରାନ୍ତଙ୍କ ସଂଖ୍ୟା ୮୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାିଟରୁ ସୂଚନା ମିଳିଛି। ଆଜି ଚିହ୍ନଟ ହୋଇଥିବା ୪ଜଣ ଆକ୍ରାନ୍ତ ଯାଜପୁର…

ଦେଶରେ ୨୧ ହଜାର ଟପିଲା କରୋନା…

ନୂଆଦିଲ୍ଲୀ: କ୍ରମାଗତ ଭାବେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନାକୁ ପ୍ରତିହତ କରିବା ପାଇଁ ସାରା ଦେଶ ଲକ୍‌ଡାଉନ୍‌। ହେଲେ କିଛି ଦିନ ହେବ କ୍ରମାଗତ ଭାବେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ୨୧ ହଜାର ଟପିଲା କରୋନା…

କରୋନା: ରାଜ୍ୟରେ ଆଉ ୫ ଆକ୍ରାନ୍ତ…

ଭୁବନେଶ୍ବର: ରାଜ୍ୟରେ ଆଉ ୫ କରୋନା ପଜିିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୯ରେ ପହଞ୍ଚିଛି। ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍। ଏହି ୫ ଜଣ କରୋନା ଆକ୍ରାନ୍ତ ବାଲେଶ୍ୱର ଜିଲ୍ଲାର ବୋଲି ଜଣାପଡ଼ିଛି। ଫଳରେ…

କରୋନା କବଳରେ ୨ ବର୍ଷର ଶିଶୁ କନ୍ୟା

ବାଲେଶ୍ବର: ଆଜି ରାଜ୍ୟରେ ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ୭ଜଣଙ୍କ ମଧ୍ୟରୁ ଭଦ୍ରକ ଜିଳ୍ଲାର ୫ ଓ ବାଲେଶ୍ବର ଜିଲ୍ଲାର ୨ଜଣ ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଥିଲା। ଆଜି ଚିହ୍ନଟ ହୋଇଥିବା ବାଲେଶ୍ୱର ଜିଲ୍ଲାର ୨ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ୨ ବର୍ଷର ଶିଶୁ…

ରାଜ୍ୟର ୧୦ ଜିଲ୍ଲାକୁ ବ୍ୟାପିଲା କରୋନା

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧ରେ ପହଁଞ୍ଚିଛି। ୬୧ ନମ୍ବର କରୋନା ଆକ୍ରାନ୍ତଙ୍କ ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ୬୧ ନମ୍ବର କରୋନା ଆକ୍ରାନ୍ତ ବାଲେଶ୍ବର ଅଞ୍ଚଳର ଏବଂ  ସେ ୫୮ ବର୍ଷିୟ…

କରୋନା: ନୌସେନାର ୨୧ କର୍ମଚାରୀ ଆକ୍ରାନ୍ତ

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ୍‌ କବଳରେ ଭାରତୀୟ ନୌସେନାର କର୍ମଚାରୀ। ଭାରତୀୟ ନୌସେନାର ମୋଟ୍ ୨୧ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ପ୍ରତିରକ୍ଷା ମନ୍ତ୍ରଣାଳୟ ତରଫରୁ ସୂଚନା ମିଳିଛି। ୨୧ ଜଣଙ୍କ ମଧ୍ୟରୁ ୨୦ ଜଣ ଇଣ୍ଡିଆନ୍ ନାଭାଲ ସିପ୍ ଆଙ୍ଗରେର। ଅନ୍ୟ ଜଣେ ଏପ୍ରିଲ ୭ରେ…

ଭଲ ଖବର: ୨ ଦିନ ହେବ ରାଜ୍ୟରେ ବଢ଼ିନାହିଁ…

ଭୁବନେଶ୍ବର: କରୋନା ଲଢ଼େଇରେ ରାଜ୍ୟ ପାଇଁ ଭଲ ଖବର। ୨ ଦିନ ହେବ ରାଜ୍ୟରେ ବଢ଼ିନାହିଁ କରୋନା ପଜିଟିଭ ଆକ୍ରାନ୍ତଙ୍କ ସଂଖ୍ୟା। ଗତକାଲି ଅର୍ଥାତ୍‌ ଗୁରୁବାର ଦିନ ରାାଜ୍ୟରେ ପରୀକ୍ଷା ହୋଇଥିବା ସମସ୍ତ ସାମ୍ପଲର ରିପୋର୍ଟ ନେଗେଟିଭ୍‌ ଆସିଛି। ଗତକାଲି ମୋଟ ୮୪୩ଟି ନମୁନା ପରୀକ୍ଷା ହୋଇଥିଲା। ତେବେ ସମସ୍ତ…

୧୯ ବର୍ଷୀୟ ପିଜା ଡେଲିଭରୀ ବୟ କରୋନା…

ନୂଆଦିଲ୍ଲୀ: ମହାମାରୀ କରୋନାର ମୁକାବିଲା କରିବା ପାଇଁ ସାରା ଦେଶ ଲକ୍‌ଡାଉନ୍। ଏହି ସମୟରେ ସାମାଜିକ ଦୂରତ୍ବ ରକ୍ଷା କରିବା ପାଇଁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି। ଲକ୍‌ଡାଉନ୍‌ ଯୋଗୁଁ ସମସ୍ତ ରେଷ୍ଟୁରାଣ୍ଟ, ହୋଟେଲ ଓ ଢାବା ବନ୍ଦ ରହିଛି। ଅପରପକ୍ଷେ ଅନଲାଇନ୍‌ ଫୁଡ ଅର୍ଡର ବା ଖାଦ୍ୟ ଘରେ…

ଭଲ ଖବର: ସୁସ୍ଥ ହେଲେ ସୁନ୍ଦରଗଡ଼ ବିଶ୍ରା…

ଭୁବନେଶ୍ବର: ରାଜ୍ୟ ପାଇଁ ପୁଣି ଭଲ ଖବର। ବୁଧବାର ସୁନ୍ଦରଗଡ଼ ଜିଲ୍ଲାର ବିଶ୍ରା ଅଞ୍ଚଳରୁ ଚିହ୍ନଟ ହୋଇଥିବା ଏକମାତ୍ର କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତାଙ୍କୁ ଖୁବଶୀଘ୍ର ଡିସ୍‌ଚାର୍ଜ କରାଯିବ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ଏତଦ୍‌ବ୍ୟତୀତ ବୁଧବାର କୌଣସି…