Odisha Link
Bridging the Missing Links in Odisha
Browsing Tag

କରୋନା ପଜିଟିଭ୍

ରାଜ୍ୟରେ ୬୦ ଛୁଇଁଲା କରୋନା ଆକ୍ରାନ୍ତଙ୍କ…

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୦କୁ ବୃଦ୍ଧି ପାଇଛି। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ୪କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩ଜଣ ବମିଖାଲର…

ଯାଜପୁର ଜିଲ୍ଲାରେ ଆଉ ଜଣେ କରୋନା ପଜିଟିଭ…

ଭୁବନେଶ୍ବର: ଆଜି ରାଜ୍ୟରେ ଆଉଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟର ୫୬ ନମ୍ବର କରୋନା ପଜିଟିିଭ୍ ଜଣକ ଯାଜପୁର ଜିଲ୍ଲାର ବୋଲି ଜଣାପଡିଛି । ଏନେଇ ସୂଚନା ଦେଇଛନ୍ତି ଯାଜପୁର ଜିଲ୍ଲାପାଳ ରଞ୍ଜନ କୁମାର ଦାସ। ଜିଲ୍ଲାପାଳ ଦେଇଥିବା ସୂଚନା ଅନୁଯାୟୀ, ଜିଲ୍ଲାର ଦ୍ୱିତୀୟ କରୋନା…

ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍…

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି। ଏନେଇ ସୂଚନା ମିଳିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବ୍‌ସାଇଟ୍‌ରୁ। ତେବେ ଏହି କରୋନା ଆକ୍ରାନ୍ତ ବ୍ୟକ୍ତି ଜଣଙ୍କ କେଉଁ ଅଞ୍ଚଳର, ତାହା…

ରାଜ୍ୟରେ ଆଉ ଜଣେ ‘କରୋନା’ ଆକ୍ରାନ୍ତ…

ଭୁବନେଶ୍ବର: ରାଜ୍ୟେ ଆଜି ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୫ରେ ପହଞ୍ଚିଛି। ସୋମବାର ଅପରାହ୍ନରେ ରାଜ୍ୟ ସରକାରଙ୍କ ପ୍ରମୁଖ ମୁଖପାତ୍ର ସୁବ୍ରତ ବାଗଚୀ ଏହି ସୂଚନା ଦେଇଛନ୍ତି। ନୂତନ କୋଭିଡ-୧୯ ପଜିଟିଭ୍ ଜଣକ ୩୫ ବର୍ଷୀୟ ଯୁବକ। ତାଙ୍କ…

ଆସିଲା ଗତକାଲି ଚିହ୍ନଟ ହୋଇଥିବା ୪ କରୋନା…

ଭୁବନେଶ୍ବର: ଗତକାଲି ରାତିରେ ରାଜ୍ୟରେ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଆଜି ସେମାନଙ୍କର ତଥ୍ୟ ପ୍ରକାଶ କରିଛନ୍ତି ସରକାର। ୪ ଆକ୍ରାନ୍ତ ଚିହ୍ନଟ ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୪ରେ ପହଁଞ୍ଚିଛି। ତେବେ ୪ ଆକ୍ରାନ୍ତଙ୍କ ମଧ୍ୟରୁ ଦୁଇ ଜଣଙ୍କ ଘର ସୁନ୍ଦରଗଡ ଜିଲ୍ଲାର ବିସ୍ରା ଅଞ୍ଚଳର…