କମୁଛି ସଂକ୍ରମଣ: ୨୪ ଘଣ୍ଟାରେ ୭୨୦…
ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୭୨୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୨୧ କ୍ୱାରେଣ୍ଟାଇନ୍ରୁ ଥିବା ବେଳେ ୨୯୯ ଜଣ ଲୋକାଲ୍ କେସ୍ ରହିଛନ୍ତି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…