୧୪ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ
ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ହୋଇଛି। କ୍ୟାବିନେଟ ବୈଠକରେ ୧୪ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି।
ଇ-ଯାନ ପଲିସି ଉପରେ ବାଜିଲା ମୋହର। ଏଣିକି ବିଦ୍ୟୁତ୍ ଚାଳିତ ଗାଡ଼ି କିଣିଲେ ମିଳିବ ସରକାରୀ…