Odisha Link
Bridging the Missing Links in Odisha
Browsing Tag

ଚତୁର୍ଦ୍ଧାମୂର୍ତ୍ତି

ରଥାରୁଢ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ଆଜି ମହାପ୍ରଭୁଙ୍କ ପବିତ୍ର ବାହୁଡ଼ା ଯାତ୍ରା। ଗୁଣ୍ଡିଚା ମନ୍ଦିରରେ ନବ ଦିନାତ୍ମକଯାତ୍ରା ସାରି ଆଜି ପୁଣି ଭାଇ ଭଉଣୀଙ୍କୁ ସାଥିରେ ଘେନି ଜନ୍ମବେଦୀରୁ ରତ୍ନବେଦୀକୁ ଯାତ୍ରା କରିବା କାଳିଆ ସାଆନ୍ତ। ତେବେ କରୋନା କଟକଣା ପାଇଁ ଚଳିତ ବର୍ଷ ବିନା ଭକ୍ତରେ ପାଳିତ ହେଉଛି ମହାପ୍ରଭୁଙ୍କ ଘୋଷଯାତ୍ରା।…

ଆଜି ଆଡ଼ପ ମଣ୍ଡପକୁ ବିଜେ କରିବେ…

ପୁରୀ: ଗତକାଲି ଶରଧା ବାଲିରେ ତିନି ରଥ ରଥ ପହଞ୍ଚି ସାରିଛି। ରଥାରୂଢ ହୋଇ ଦର୍ଶନ ଦେଉଛନ୍ତି ମହାବାହୁ। ଆଜି ଆଡ଼ପ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି। ଗୋଟି ପହଣ୍ଡିରେ ଆଡପ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି। ରଥ ଉପରେ ମହାପ୍ରଭୁଙ୍କ ଦୈନନ୍ଦିନ ନୀତି କାନ୍ତି ଅନୁଷ୍ଠିତ ହୋଇ…

ରଥାରୁଢ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ…

ପୁରୀ: ଧାଡ଼ି ପହଣ୍ଡିରେ ଆସି ରଥାରୁଢ଼ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଧାଡ଼ି ପହଣ୍ଡିରେ ଦଇତାଙ୍କ କାନ୍ଧରେ ଝୁଲି ଝୁଲି ବଡ଼ଦାଣ୍ଡକୁ ଆସିଲେ ଚତୁର୍ଦ୍ଧାମୂର୍ତ୍ତୀ। ଦେବଦଳନରେ ସୁଭଦ୍ରା, ତାଳଧ୍ୱଜରେ ବଳଭଦ୍ର ରଥାରୁଢ଼। ରଥାରୁଢ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରୁଛନ୍ତି ଜଗଦଗୁରୁ ଶଙ୍କରାଚାର୍ଯ୍ୟ। ୬…

ରଥାରୁଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ଆଜି ପବିତ୍ର ରଥଯାତ୍ରା। ଅଣସରରୁ ବାହାରିବା ପରେ ଭାଇ ଭଉଣୀଙ୍କୁ ସାଥିରେ ନେଇ ରତ୍ନବେଦୀରୁ ଜନ୍ମବେଦୀକୁ ଯାତ୍ରା କରିବେ କାଳିଆ ସାଆନ୍ତ। ଏଥିପାଇଁ ରଥ ପ୍ରସ୍ତୁତ ପଥ ବି ପ୍ରସ୍ତୁତ ହୋଇ ରହିଛି। ବଡ଼ଦାଣ୍ଡରୁ ରଥରେ ଚଢ଼ି ଜନ୍ମବେଦିକୁ ଯିବେ ଶ୍ରଜିଉ। ଧାଡ଼ି ପହଣ୍ଡି ପରେ ରଥାରୁଢ଼ ହେଲେ…

୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ…

ପୁରୀ: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀ ଛାଡ଼ି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନ। ସ୍ନାନବେଦୀ ମହାପ୍ରଭୁଙ୍କ ସ୍ନାନ ନୀତି ସଂପର୍ଣ୍ଣ ହୋଇଛି। ୧୦୮ ଗରା ସୁବାସିତ ଜଳରେ ସ୍ନାନ…