ଚିକିତ୍ସାଧୀନ ଅବସ୍ଥାରେ ହାବିଲଦାରଙ୍କ…
ଭୁବନେଶ୍ବର: ଚିକିତ୍ସାଧୀନ ଅବସ୍ଥାରେ ହାବିଲଦାର ମେଜର ସରୋଜ ପ୍ରଧାନଙ୍କ ମୃତ୍ୟୁ ହୋଇଛି। ଭୁବନେଶ୍ବର କଳ୍ପନା ଛକରେ ଡ୍ୟୁଟି କରୁଥିବା ବେଳେ ତାଙ୍କୁ ଏକ ଅଟୋ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କ୍ୟାପିଟାଲ୍ ଓ ପରେ ଏମ୍ସ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗତକାଲି ରାତିରେ…