ପୁଣି ରାଜ କୁନ୍ଦ୍ରାଙ୍କ ଜାମିନ ଆବେଦନ…
ମୁମ୍ବାଇ: ଅଶ୍ଳିଳ ଭିଡିଓ ମାମଲାରେ ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କ ପାଇଁ ଅଡୁଆ ବଢ଼ିବାରେ ଲାଗିଛି। ରାଜଙ୍କୁ ଆହୁରି କିଛି ଦିନ ଜେଲରେ ରହିବାକୁ ପଡ଼ିବ। ବମ୍ବେ ହାଇକୋର୍ଟ ଆଜି ତାଙ୍କର ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି।
ପୂର୍ବରୁ ରାଜ କୁନ୍ଦ୍ରା ଜାମିନ ପାଇଁ…