Odisha Link
Bridging the Missing Links in Odisha
Browsing Tag

ଜେରା

ଏସିଏଫ ସୌମ୍ୟ ମୃତ୍ୟୁ ମାମଲା: ରୋଷେୟା…

ଗଜପତି: ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାର ତଦନ୍ତ ଏବେ କ୍ରାଇମବ୍ରାଞ୍ଚ କରୁଛି। ପୋଲିସ ପରେ କ୍ରାଇମବ୍ରାଞ୍ଚ ଏବେ ପୁଣିଥରେ ପ୍ରଥମରୁ ତଦନ୍ତ କରୁଛି। କ୍ରାଇମବ୍ରାଞ୍ଚ ପାରଳାଖେମୁଣ୍ଡି ଗସ୍ତର ଆଜି ତୃତୀୟ ଦିନ। ଆଜି କ୍ରାଇମବ୍ରାଞ୍ଚ ଘଟଣା ସହ ସଂପୃକ୍ତ ଥିବା ରୋଷେୟା ମନ୍ମଥ…

ଏସିଏଫ୍ ସୌମ୍ୟ ମୃତ୍ୟୁ ମାମଲା: ପୁଣି ଥରେ…

ଭୁବନେଶ୍ୱର: ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟ ରଞ୍ଜନ ମହାପାତ୍ର ପୋଡି ହୋଇ ମୃତ୍ୟୁବରଣ କରିଥିବା ବେଳେ ଇତି ମଧ୍ୟରେ ମୃତ୍ୟୁକୁ ମାସେ ପୁରିଛି। ଏଯାଏଁ କୌଣସି ନିଷ୍କର୍ସ ମିଳିନଥିବା ବେଳେ ମାମଲାର ତଦନ୍ତଭାର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଛି। ଶନିବାର ରାଜ୍ୟ ସରକାର ମାମଲାର ତଦନ୍ତ…

ଆଜିଠୁ ବିରଞ୍ଚି ସାହୁଙ୍କୁ ମାରାଥନ ଜେରା…

ଭୁବନେଶ୍ବର: ଆୟ ବହିର୍ଭୂତ ସମ୍ପତି ଠୁଳ ମାମଲାରେ ଗିରଫ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିସନ ସଦସ୍ୟ ପିଏସ ବିରଞ୍ଚି ନାରାୟଣଙ୍କ ସମ୍ପତିର ଖୋଳତାଡ଼ କରିବ ଭିଜିଲାନ୍ସ। ବିରଞ୍ଚି ନାରାୟଣଙ୍କୁ ୪ ଦିନିଆ ରିମାଣ୍ଡରେ ନେଇଛି ଭିଜିଲାନ୍ସ। ବେଆଇନ ଆୟର ଉତ୍ସ ଓ ନିଯୁକ୍ତି ଜାଲିଆତି ସମ୍ପର୍କରେ ଅଧିକ ତଥ୍ୟ ହାସଲ…

ଏସିଏଫ୍ ସୌମ୍ୟ ମୃତ୍ୟୁ ମାମଲା:…

ଭୁବନେଶ୍ୱର: ଏସିଏଫ୍ ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାକୁ ୨୦ ଦିନରୁ ଅଧିକ ସମୟ ବିତିଯାଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ ମୃତ୍ୟୁ ଉପରୁ ପରଦା ହଟୁନି। ମୃତ୍ୟୁ ମାମଲାର ତନାଘନା ଜାରି ରହିଥିବା ବେଳେ ପ୍ରତିଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଅପରପକ୍ଷେ ଶରୀରର ୯୦ ପ୍ରତିଶତରୁ ଅଧିକ ଅଂଶ ପୋଡ଼ି…

ଡିଏଫଓଙ୍କୁ ୩ ଘଣ୍ଟାର ମାରାଥନ ଜେରା:…

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ ସୌମ୍ୟଙ୍କ ମୃତ୍ୟୁ ମାମଲାକୁ ୧୧ ଦିନ ବିତିଯାଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ମୃତ୍ୟୁ ଉପରୁ ପରଦା ହଟିପାରୁନି। ଘଟଣାରେ ପୁଲିସ ତଦନ୍ତ କରୁଥିବା ବେଳେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ସହଯୋଗ କରୁଛି। ଆଜି ପୁଲିସ ଓ କ୍ରାଇମବ୍ରାଞ୍ଚ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କୁ…

ଖୋଲିବ ପ୍ରିୟଙ୍କା ମୃତ୍ୟୁ ଗୁମର:…

ଭୁବନେଶ୍ୱର: ଭୁବନେଶ୍ୱର ଭୀମଟାଙ୍ଗି ପ୍ରିୟଙ୍କା ସାହୁ ହତ୍ୟା ମାମଲାର ଖୋଲିବ ଗୁମର। ଅଭିଯୁକ୍ତ ଜଗନ୍ନାଥ ପ୍ରଧାନ ଏମ୍ସରୁ ଡିସଚାର୍ଜ ପରେ ଏୟାରଫିଲ୍ଡ ଥାନାରେ ଜଗନ୍ନାଥ ପ୍ରଧାନକୁ ଜେରା କରୁଛି ପୁଲିସ। ଜେରା ଶେଷ ପରେ କୋର୍ଟ ଚାଲାଣ କରିବ ପୁଲିସ। ଏହି ସମୟରେ ଏୟାରଫିଲ୍ଡ ଥାନା ଭିତରେ ଜଗନ୍ନାଥର କୋଭିଡ଼…

ମିଥୁନ ଚକ୍ରବର୍ତ୍ତୀଙ୍କୁ ପୁଲିସର ଜେରା

କୋଲକାତା: ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ କୋଲକାତା ପୁଲିସ ଜେରା। ବେଙ୍ଗଲ ବିଧାନସଭା ନିର୍ବାଚନ ପୂର୍ବରୁ ବିଜେପିରେ ଯୋଗ ଦେଇଥିଲେ ମିଥୁନ। ନିର୍ବାଚନ ବେଳେ ସେ ଦେଇଥିବା ବିବାଦୀୟ ଭାଷଣ ସମ୍ପର୍କରେ ତାଙ୍କୁ ପଚରାଉଚରା କରାଯାଉଥିବା ଜଣାପଡ଼ିଛି। ମିଥୁନ ଏପ୍ରିଲ-ମେ’ ମାସରେ ବେଙ୍ଗଲରେ ଅନୁଷ୍ଠିତ…