Odisha Link
Bridging the Missing Links in Odisha
Browsing Tag

ଟିକାକରଣ

ଟିକାକରଣ: ଦ୍ୱିତୀୟ ଡୋଜର ସମୟରେ…

ନୂଆଦିଲ୍ଲୀ: ଦେଶରେ ଅଣାୟତ୍ତ କରୋନା ସ୍ଥିତି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି। କରୋନାକୁ ମାତ ଦେବା ପାଇଁ ରାଜ୍ୟରେ ଏବେ ଟିକାକରଣ କାର୍ଯ୍ୟ ଜୋରଦାର ଚାଲିଛି। ତେବେ ଏହାରି ଭିତରେ ଟିକାକରଣ ସମୟରେ ପରିବର୍ତ୍ତନ କରାଯାଇଛି। କୋଭିସିଲ୍ଡ ଟିକାର ଦ୍ୱିତୀୟ ଡୋଜ ସମ୍ପର୍କରେ ନିୟମ ପରିବର୍ତ୍ତନ…

ଟିକା ପାଇଁ ଗ୍ଲୋବାଲ ଟେଣ୍ଡର ପ୍ରସ୍ତାବକୁ…

ଭୁବନେଶ୍ୱର: ରାଜ୍ୟରେ ଟିକାକରଣକୁ ତ୍ୱରାନ୍ୱିତ କରିବା ନିମନ୍ତେ ବିଭିନ୍ନ ଟିକା କମ୍ପାନୀରୁ ଗ୍ଲୋବାଲ ଟେଣ୍ଡର ମାଧ୍ୟମରେ ଟିକା ସଂଗ୍ରହ ନିମନ୍ତେ ରୂପରେଖ ପ୍ରସ୍ତୁତ ପାଇଁ ଏକ ବୈଷୟିକ କମିଟି ଗଠନ କରିବା ସଂକଳ୍ପ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ଦେଇଛନ୍ତି। କ୍ୟାବିନେଟ ବୈଠକରେ କୋଭିଡ୍…

ବିନା ମେସେଜରେ ଟିକା କେନ୍ଦ୍ରକୁ ଯିବା…

ଭୁବନେଶ୍ବର: ବିନା ମେସେଜରେ ଟିକା କେନ୍ଦ୍ରକୁ ଯିବାକୁ ମନା। ମୋବାଇଲ ଫୋନରେ ମେସେଜ କିମ୍ବା ପୂର୍ବ ସୂଚନା ନଥିଲେ କୌଣସି ବ୍ୟକ୍ତି ଟିକା କେନ୍ଦ୍ରକୁ ଯିବାକୁ ମନା କରାଯାଇଛି। ଏନେଇ କଡ଼ା ନିର୍ଦ୍ଦେଶନାମା ଜାରି କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର। ଲକଡାଉନର ପ୍ରଥମ ଦିନର ସମୀକ୍ଷା ଅବସରରେ…

କାଲି ଅଧା ଓଡ଼ିଶାରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ଦେଶରେ ତୃତୀୟ ପର୍ଯ୍ୟାୟ କୋଭିଡ୍ ଟିକାକରଣ ଆରମ୍ଭ ହୋଇ ସାରିଥିବା ବେଳେ ଆସନ୍ତାକାଲି ଅଧା ଓଡ଼ିଶାରେ ଟିକାକରଣ ବନ୍ଦ ରହିବ। ଲକଡାଉନ୍ ସମୟରେ କୋଭିଡ୍ ଟିକାକରଣ ଜାରି ରହିବ। ହେଲେ ରାଜ୍ୟକୁ କେନ୍ଦ୍ର ପର୍ଯ୍ୟାପ୍ତ ପରିମାଣର କୋଭିଡ୍ ଟିକା ଦେଉନାହିଁ। ଫଳରେ ରାଜ୍ୟର ୧୫ଟି ଜିଲ୍ଲାରେ ଟିକାକରଣ…

ରାଜ୍ୟରେ ରବିବାର ବନ୍ଦ ରହିବ ଟିକାକରଣ

ଭୁବନେଶ୍ୱର: ରାଜ୍ୟରେ ଅଣାୟତ୍ତ ହେଲାଣି ମହାମାରୀ କରୋନା। ଦିନକୁ ଦିନ ହୁହୁ ବଢ଼ିବାରେ ଲାଗିଛି ସଂକ୍ରମଣ ହାର। ପ୍ରତିଦିନ ୮୦୦୦ରୁ ଅଧିକ ସଂକ୍ରମଣ ମାମଲା ସାମ୍ନାକୁ ଆସୁଛି । ଏହି ଦ୍ରୁତ ସଂକ୍ରମଣ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୪ ଦିନିଆ ଲକ ଡାଉନ କରିଛନ୍ତି। ମାତ୍ର ଲକଡାଉନରେ ମଧ୍ୟ ଟିକାକରଣ ଜାରି…

ରାଜଧାନୀରେ ୩ୟ ପର୍ଯ୍ୟାୟ ଟିକାକରଣ ପାଇଁ…

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ତୃତୀୟ ପର୍ଯ୍ୟାୟ କରୋନା ଟିକାକରଣର ଡ୍ରାଏ ରନ୍। ୧୮ ରୁ ୪୪ ବର୍ଷର ୫୦ ଜଣଙ୍କୁ ଟିକା ଦିଆଯାଇଛି। ବିଏମସି କମିଶନରଙ୍କ ଉପସ୍ଥିତିରେ ହେଲା ଟିକାକରଣ କରାଯାଇଛି। ଏହି ପରିପ୍ରେକ୍ଷୀରେ ନୟାପଲ୍ଲୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡ୍ରାଏରନ୍ ହୋଇଛି।  ସୋମବାରରୁ କେବଳ…

ମେ’ ପ୍ରଥମ ସପ୍ତାହରେ ହେବ ତୃତୀୟ…

ଭୁବନେଶ୍ବର: କେନ୍ଦ୍ର ସରକାରଙ୍କ ଘୋଷଣା ମୁତାବକ ଆଜି ସମଗ୍ର ଦେଶରେ ତୃତୀୟ ପର୍ଯ୍ୟାୟ କୋଭିଡ୍‌-୧୯ ଟିକାକରଣ ଆରମ୍ଭ ହେଉଛି। ଏଥିରେ ୧୮ରୁ ୪୪ ବର୍ଷ ବୟସବର୍ଗର ନାଗରିକମାନଙ୍କୁ ଟିକା ଦିଆଯିବ। ତେବେ ଯଥେଷ୍ଟସଂଖ୍ୟକ ଟିକା ନ ଥିବାରୁ କେତେକ ରାଜ୍ୟରେ ଟିକାକରଣ କେନ୍ଦ୍ର ବନ୍ଦ ରହିଛି। ଏହାରି ଭିତରେ…

ଆଜି ୧୨ ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ରାଜ୍ୟରେ ହୁହୁ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଯାହା ଅଣାୟତ୍ତ ପରିସ୍ଥିତି ସୃଷ୍ଟି କଲାଣି। ସଂକ୍ରମଣ ବଢୁଥିବା ବେଳେ ଟିକାକରଣ କମୁଛି। ରାଜ୍ୟରେ ଖୋର୍ଦ୍ଧା ସମେତ ୧୨ଟି ଜିଲ୍ଲାରେ ଟିକାକରଣ ବନ୍ଦ କରାଯାଇଛି। ରାଜ୍ୟରେ ଆବଶ୍ୟକ ଟିକା ନଥିବାରୁ ଏପରି ନିଷ୍ପତ୍ତି ନେଇଛନ୍ତି ସରକାର। ୧୨…

ବିଳମ୍ବ ହୋଇପାରେ ୩ୟ ପର୍ଯ୍ୟାୟ ଟିକାକରଣ

ଭୁବନେଶ୍ୱର: ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା ସ୍ଥିତି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ହୁହୁ ବଢି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ମେ ୧ ତାରିଖରୁ ୧୮ରୁ ୪୪ ବର୍ଷ ବୟସର ଲୋକମାନଙ୍କୁ ଟିକା ଦିଆଯିବ ବେଲି ନିଷ୍ପତ୍ତ ହୋଇଛି। ତେବେ ରାଜ୍ୟରେ ବର୍ତ୍ତମାନ ୧୮ରୁ ୪୪ ବର୍ଷ ବୟସ୍କଙ୍କୁ…

୩ୟ ପର୍ଯ୍ୟାୟ ଟିକାକରଣ ନେଇ ପ୍ରସ୍ତୁତି,…

ଭୁବନେଶ୍ୱର: ୩ୟ ପର୍ଯ୍ୟାୟ ଟିକାକରଣ ନେଇ ଚାଲିଛି ପ୍ରସ୍ତୁତି। ମେ’ ୧ ତାରିଖରୁ ୧୮ରୁ ୪୪ ବର୍ଷ ବୟସ୍କଙ୍କୁ ୩ୟ ପର୍ଯ୍ୟାୟରେ ଟିକା ଦିଆଯିବ। ଗତକାଲି ମୁଖ୍ୟମନ୍ତ୍ରୀ ୧୮ରୁ ୪୪ ବର୍ଷ ବୟସ୍କଙ୍କୁ ମାଗଣାରେ ଦିଆଯିବା ନେଇ ଘୋଷଣା କରିଥିବା ବେଳେ ଆସନ୍ତା ୨୮ ତାରିଖରୁ ନାମ ପଞ୍ଜୀକରଣ ଆରମ୍ଭ ହେବ। ଟିକାକରଣ…