ଭାରତ ବାହାରେ ହେବ ଆଇସିସି ଟି-୨୦…
ନୂଆଦିଲ୍ଲୀ: ଚଳିତବର୍ଷ ଅକ୍ଟୋବର-ନଭେମ୍ବରରେ ହେବାକୁ ଥିବା ଟି-୨୦ ବିଶ୍ୱକପର ଆୟୋଜନ ଏବେ ଦେଶ ବାହାରେ ହେବ। ଆଇସିସି ଏହି ଟୁର୍ଣ୍ଣାମେଣ୍ଟକୁ ୟୁଏଇ ଓ ଓମାନରେ ଆୟୋଜିତ କରିବାକୁ ପ୍ରସ୍ତୁତି ଆରମ୍ଭ କରିଛି। ଭାରତରେ ଏବେ କରୋନା ମହାମାରୀ ଦ୍ୱିତୀୟ ଲହର ଚାଲିଥିବାରୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ…