Odisha Link
Bridging the Missing Links in Odisha
Browsing Tag

ଡାକ୍ତର

ଡାକ୍ତରଙ୍କୁ କ୍ରାଇମବ୍ରାଞ୍ଚର ଜେରା,…

ଗଜପତି: ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାର ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ୍। ପୋଲିସ ଏକ ମାସ ଧରି ତଦନ୍ତ କରି ବିଫଳ ହେବା ବେଳେ ଏହି ମାମଲାର ତଦନ୍ତ ପ୍ରକ୍ରିୟାକୁ ଅଧିକ ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଘଟଣା ସହ ଜଡିତ ଜଣ ଜଣଙ୍କୁ ମାରାଥନ ଜେରା କରୁଛି କ୍ରାଇମବ୍ରାଞ୍ଚ୍। ଏହାରି ମଧ୍ୟରେ ମେଡିକାଲର…

ଚଳିତ ବର୍ଷ ଦେଶର କାର୍ଯ୍ୟରତ ଡାକ୍ତରଙ୍କୁ…

ନୂଆଦିଲ୍ଲୀ: ଚଳିତ ବର୍ଷ ଦେଶରେ କାର୍ଯ୍ୟରତ ଡାକ୍ତରଙ୍କୁ ‘ଭାରତ ରତ୍ନ' ମିଳିବା ଉଚିତ ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଦାବି କରିଛନ୍ତି। କରୋନା ମହାମାରୀ ବିରୋଧରେ ଲଢ଼ିଥିବା ସମସ୍ତ ଡାକ୍ତର ଓ ନର୍ସଙ୍କୁ ଚଳିତ ବର୍ଷ ଭାରତ ରତ୍ନ ମିଳୁ ବୋଲି ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ପ୍ରଧାନମନ୍ତ୍ରୀ…

କରୋନାର ଦ୍ୱିତୀୟ ଲହର ନେଲାଣି ୫୯୪…

ନୂଆଦିଲ୍ଲୀ: ଦେଶରେ କୋଭିଡ୍‌-୧୯ର ଦ୍ବିତୀୟ ପ୍ରବାହ ନେଲାଣି ୫୯୪ଜଣ ଡାକ୍ତର ପ୍ରାଣ। ଏନେଇ ଆଜି ‘ଦି ଇଣ୍ଡିଆନ୍‌ ମେଡିକାଲ୍‌ ଆସୋସିଏସନ୍‌’ ପକ୍ଷରୁ ଜାରି ଏକ ତଥ୍ୟରେ ସୂଚନା ଦିଆଯାଇଛି। ୫୯୪ଜଣ ଡାକ୍ତରଙ୍କ ମଧ୍ୟରୁ ଦିଲ୍ଲୀରେ ସର୍ବାଧିକ ୧୦୭ ଜଣ ଡାକ୍ତର ପ୍ରାଣ ହରାଇଛନ୍ତି। ସେହିଭଳି ବିହାରରେ ୯୬ ଓ…

ଓଡ଼ିଶା: ଅତିରିକ୍ତ ନିର୍ଦ୍ଦେଶକ ପଦବୀକୁ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୬୨୯ ଜଣ ସ୍ବାସ୍ଥ୍ୟ ବିଭାଗ ଅଧିକାରୀଙ୍କୁ ଅତିରିକ୍ତ ନିର୍ଦ୍ଦେଶକ (ସ୍ତର ୨) ପଦବୀକୁ ପଦୋନ୍ନତି ଦିଆଯାଇଛି। Dynamic Assured Career Progression Schemeରେ ଏହି ପଦୋନ୍ନତି ଦିଆଯାଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

କରୋନା: ଲଣ୍ଡନରେ ଓଡ଼ିଆ ଡାକ୍ତରଙ୍କ…

ଭୁବନେଶ୍ବର: ଗତ ରବିବାର ଦିନ ଆମେରିକାରେ ପ୍ରଥମ ପ୍ରବାସୀ ଓଡ଼ିଆ କରୋନାରେ ପ୍ରାଣତ୍ୟାଗ କରିଥିବା ବେଳେ ଲଣ୍ଡନରେ ଆଉ ଜଣେ ଓଡ଼ିଆ ଡାକ୍ତରଙ୍କର ମୃତ୍ୟୁ ହୋଇଛି। କରୋନାରେ ଆକ୍ରାନ୍ତ ହୋଇ ସେମାବାର ଦିନ ମୃତ୍ୟୁବରଣ କରିଥିବା ଏହି ଡାକ୍ତରଙ୍କ ନାମ ରାଧାରମଣ ଶର୍ମା। ୬୮ ବର୍ଷିୟ ଏହି ଡାକ୍ତର ଜଣକ କଟକ ରେ…

କରୋନା: ଭାରତରେ ପ୍ରଥମ କରି ଜଣେ…

ଇନ୍ଦୋର: ମହାମାରୀ କରୋନା ଭାଇରସ୍‌ ଯୋଗୁଁ ଭାରତରେ ୧୬୬ ଜଣଙ୍କ ମୃତ୍ୟୁ ହେଲାଣି। ଭାରତରେ ପ୍ରଥମ କରି ମଧ୍ୟପ୍ରଦେଶ ଇନ୍ଦୋରରେ ଜଣେ ୬୨ ବର୍ଷୀୟ ଡାକ୍ତର ଏହି ମହାମାରୀ ଭୂତାଣୁରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି। ଗୁରୁବାର ଭୋର ୪ଟା ସମୟରେ ତାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ଡାକ୍ତର…