Odisha Link
Bridging the Missing Links in Odisha
Browsing Tag

ତୈଳଦର

ତୈଳଦର ବୃଦ୍ଧି ନେଇ ଆଜିଠୁ କଂଗ୍ରେସର…

ଭୁବନେଶ୍ବର: ଆଜିଠୁ ରାଜରାସ୍ତାକୁ ଓହ୍ଲାଇବ ରାଜ୍ୟ କଂଗ୍ରେସ। ପେଟ୍ରୋଲ ଓ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦର ବୃଦ୍ଧି ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ। ଆଜିଠାରୁ ୧୭ ତାରିଖ ପର୍ଯ୍ୟନ୍ତ ୧୦ ଦିନ ଧରି ରାଜ୍ୟବ୍ୟାପି ଆନ୍ଦୋଳନ କରିବ କଂଗ୍ରେସ। ପ୍ରତ୍ୟେକ ବ୍ଲକ ଆଗରେ ତୈଳ ଦର ବୃଦ୍ଧି ସହ ଅତ୍ୟାବଶ୍ୟକ…

ପୁଣି ବଢ଼ିଲା ତୈଳଦର

ଭୁବନେଶ୍ବର: ଆଜି ଦେଶରେ ପୁଣି ତେଲଦର ବୃଦ୍ଧି ପାଇଛି। ପେଟ୍ରୋଲ ଲିଟର ପିଛା ୨୯ ପଇସା ଓ ଡିଜେଲ ଲିଟର ପିଛା ୩୦ ପଇସା ବୃଦ୍ଧି ପାଇଛି। ଓଡ଼ିଶାର ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି ଓ କଳାହାଣ୍ଡିରେ ପେଟ୍ରୋଲ ଲିଟର ପିଛା ମୂଲ୍ୟ ୧୦୦ ଟଙ୍କା ଟପିଯାଇଛି। ଏହି ବୃଦ୍ଧି ପରେ ଦିଲ୍ଲୀରେ ପେଟ୍ରୋଲ…