Odisha Link
Bridging the Missing Links in Odisha
Browsing Tag

ଦେବସ୍ନାନ ପୂର୍ଣ୍ଣିମା

ଦୁର୍ଲଭ ଦେବସ୍ନାନ ପୂର୍ଣ୍ଣିମା:…

ଓଏଲ୍‌ ବ୍ୟୁରୋ: ଆଜି ଶ୍ରୀଜିଉଙ୍କ ଦୁର୍ଲଭ ଦେବସ୍ନାନ ପୂର୍ଣ୍ଣିମା। ପ୍ରତିବର୍ଷ ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ସ୍ନାନ ପୂର୍ଣ୍ଣିମା ହେଇଥାଏ। ଆଜି ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯିବ। ଏହା…

୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ…

ପୁରୀ: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀ ଛାଡ଼ି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନ। ସ୍ନାନବେଦୀ ମହାପ୍ରଭୁଙ୍କ ସ୍ନାନ ନୀତି ସଂପର୍ଣ୍ଣ ହୋଇଛି। ୧୦୮ ଗରା ସୁବାସିତ ଜଳରେ ସ୍ନାନ…

ବିନା ଭକ୍ତରେ ଦ୍ୱିତୀୟ ଶ୍ରୀକ୍ଷେତ୍ରରେ…

ବାରିପଦା: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ୧୦୮ ଗରା ପବିତ୍ର ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ। ଅତ୍ୟଧିକ ସ୍ନାନ ପରେ ଶ୍ରୀବିଗ୍ରହ ମାନେ ପରେ ଗଜବେଶରେ ଦେବେ ଦର୍ଶନ। ପରେ ମହାପ୍ରଭୁ ଜ୍ବରରେ ପୀଡିତ ହୋଇ ଅଣସର ଘରେ ଅବସ୍ଥାନ କରିବେ। ଅଣସର ଘରେ ଗୁପ୍ତ ସେବା ଉପଚାର ଆଗାମୀ ୧୫ଦିନ ଧରି ଜାରି…

ଆସନ୍ତାକାଲି ପବିତ୍ର ଦେବସ୍ନାନ…

ପୁରୀ: ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ସ୍ନାନବେଦୀରେ ଶ୍ରୀବିଗ୍ରହଙ୍କ ହେବ ମହାସ୍ନାନ। ମହାମାରୀ କରୋନା ଯୋଗୁ ପୂର୍ବ ବର୍ଷ ପରି ଚଳିତବର୍ଷ ମଧ୍ୟ ବିନା ଭକ୍ତରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବ। ତେବେ ରଥଯାତ୍ରା ଲାଗି ଗତକାଲି ରାତିରୁ ଶ୍ରୀମନ୍ଦିରକୁ ଆରମ୍ଭ ହୋଇଛି ଦଇତା…