Odisha Link
Bridging the Missing Links in Odisha
Browsing Tag

ଧର୍ମାନୁଷ୍ଠାନ

ଆଜିଠୁ ଖୋଲିଲା ଭୁବନେଶ୍ୱରର ସବୁ…

ଭୁବନେଶ୍ୱର: ଆଜିଠୁ ଭୁବନେଶ୍ୱରର ସବୁ ଧର୍ମାନୁଷ୍ଠାନ ଖୋଲିଲା। କରୋନା ଯୋଗୁଁ ପ୍ରାୟ ୩ ମାସ ଧରି ସବୁ ମନ୍ଦିର ଏବଂ ଅନ୍ୟ ଧର୍ମାନୁଷ୍ଠାନ ବନ୍ଦ ରହିଥିବା ବେଳେ ଆଜି ଖୋଲିଛି। କେବଳ ଡବଲ ଡୋଜ୍ ଟିକା ନେଇଥିବା ଭକ୍ତଙ୍କୁ ହିଁ ଧର୍ମାନୁଷ୍ଠାନକୁ ପ୍ରବେଶ କରୁଛନ୍ତି। ତେବେ ମନ୍ଦିର ଖୋଲିଥିବା ବେଳେ କୋଭିଡ…

୨୩ରୁ ଖୋଲିବ ଭୁବନେଶ୍ୱରର ସବୁ…

ଭୁବନେଶ୍ୱର: କରୋନା କଟକଣା ମଧ୍ୟରେ ଅଗଷ୍ଟ ୨୩ରୁ ଖୋଲିବ ଭୁବନେଶ୍ୱରର ମହାନଗର ନିଗମ ଅଞ୍ଚଳର ସମସ୍ତ ଧର୍ମାନୁଷ୍ଠାନ। ଏ ନେଇ ବିଏମ୍‌ସି ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ଭୁବନେଶ୍ୱରର ସମସ୍ତ ମସଜିଦ୍, ଚର୍ଚ୍ଚ ଓ ଗୁରୁଦ୍ୱାର ଖୋଲିବାକୁ ଅନୁମତି ମିଳିଛି। ତେବେ ଏସବୁ ଧାର୍ମିକ ସ୍ଥଳରେ ଏକକାଳୀନ ୨୫ରୁ…

କାଲିଠୁ ଖୋଲିବ କଟକର ସବୁ ଧର୍ମାନୁଷ୍ଠାନ

କଟକ: କରୋନା କଟକଣା କୋହଳ ହେଇଥିବା ବେଳେ ଆସନ୍ତା କାଲିଠାରୁ କଟକ ଜିଲ୍ଲାରେ ଖୋଲିବାକୁ ଯାଉଛି ସମସ୍ତ ଧର୍ମାନୁଷ୍ଠାନ। କୋଭିଡ କଟକଣାରେ ସମସ୍ତ ଧର୍ମାନୁଷ୍ଠାନ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଧର୍ମାନୁଷ୍ଠାନ ଖୋଲିବା ସହ କୋଭିଡ୍ ଗାଇଡଲାଇନ୍ ମାନିବା ବାଧ୍ୟତାମୂଳକ କରାଯାଇଛି। ଧର୍ମାନୁଷ୍ଠାନ…

ପୁରୀ ଜିଲ୍ଲାର ସବୁ ଧର୍ମାନୁଷ୍ଠାନ ବନ୍ଦ

ପୁରୀ: ପୁରୀ ଜିଲ୍ଲାର ସବୁ ଧର୍ମାନୁଷ୍ଠାନ ବନ୍ଦ। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନକୁ ବନ୍ଦ କରି ଦିଆଯାଇଛି। ମେ ୧୫ ତାରିଖ ଯାଏଁ ମଠ, ମନ୍ଦିର, ମସଜିଦ୍ ଓ ଚର୍ଚ୍ଚ ବନ୍ଦ ରଖିବା ପାଇଁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି। ସମସ୍ତ ଧର୍ମାନୁଷ୍ଠାନରେ କେବଳ…

କାଲିଠୁ କଟକର ସବୁ ଧର୍ମାନୁଷ୍ଠାନ ବନ୍ଦ

କଟକ: ଆସନ୍ତା କାଲିଠୁ କଟକର ସବୁ ଧର୍ମାନୁଷ୍ଠାନ ବନ୍ଦ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ପରେ କଟକର ସମସ୍ତ ଧର୍ମାନୁଷ୍ଠାନ ବନ୍ଦ ନେଇ ନିଷ୍ପତ୍ତି ହୋଇଛି। ଧର୍ମାନୁଷ୍ଠାନ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି କଟକ ମହାନଗର ନିଗମ। ଏଥିସହ ଅଳ୍ପ ସଂଖ୍ୟାକ ସେବାୟତଙ୍କୁ ନେଇ ଠାକୁରଙ୍କ…