Odisha Link
Bridging the Missing Links in Odisha
Browsing Tag

ନାମଲେଖା

୫ ମାସ ହେଲା ସରୁନି ୟୁଜି ନାମଲେଖା

ଓଏଲ୍‌ ବ୍ୟୁରୋ: ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଏକକ ଶିକ୍ଷା କ୍ୟାଲେଣ୍ଡର ଲାଗୁ କରିବାକୁ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଥିଲା। ହେଲେ ଖୋଦ୍‌ ଉଚ୍ଚଶିକ୍ଷା ବିଭାଗ ନିଜେ କରିଥିବା ନିୟମକୁ ଉଲ୍ଲଂଘନ କରିଚାଲିଛି।ଯେଉଁ ସମୟରେ ପ୍ରଥମ ସେମିଷ୍ଟର ଛାତ୍ରଛାତ୍ରୀଙ୍କ ପରୀକ୍ଷା ହେବା କଥା…

+୨ରେ ବିଜ୍ଞାନ ଓ ବାଣିଜ୍ୟରେ ନାମଲେଖା…

ଭୁବନେଶ୍ବର: +୨ରେ ବିଜ୍ଞାନ ଓ ବାଣିଜ୍ୟରେ ନାମଲେଖା ପାଇଁ ବଦଳିଲା ନିୟମ। ଦଶମ ଶ୍ରେଣୀରେ ଗଣିତ ବିଷୟରେ ଶିକ୍ଷା‌ ଗ୍ରହଣ କରି ନ ଥିଲେ +୨ରେ ବିଜ୍ଞାନ ଓ ବାଣିଜ୍ୟ ବିଭାଗରେ ପାଠ ପଢ଼ିପାରିବେ। ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ସମସ୍ତ ବୋର୍ଡର ଛାତ୍ରଛାତ୍ରୀଙ୍କୁ ପଢ଼ିବାକୁ ସୁଯୋଗ ମିଳିବ। ଯେଉଁ ଛାତ୍ରଛାତ୍ରୀ…

ଆଜିଠୁ +୨ ନାମଲେଖା ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ +୨ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ। ଆଡମିଶନ ସମୟରେ କୋଭିଡ ଗାଇଡଲାଇନ୍ ପାଳନ କରିବାକୁ କଲେଜଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି। ଅଫଲାଇନ୍ ବ୍ୟତୀତ ଛାତ୍ରଛାତ୍ରୀମାନେ ଅନଲାଇନ୍ ମାଧ୍ୟମରେ ଆଡମିଶନ କରିପାରିବେ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା…

+୩ରେ ନାମଲେଖା ପାଇଁ ଆଜି ପ୍ରକାଶ ପାଇବ…

ଭୁବନେଶ୍ୱର: ଯୁକ୍ତ ୩ ନାମଲେଖା ପାଇଁ ଆଜି ପ୍ରକାଶ ପାଇବ ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ତଥା ମେଧା ତାଲିକା। ପୂର୍ବାହ୍ନ ୧୧ଟାରେ ତାଲିକା ପ୍ରକାଶ ପାଇବା ପରେ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀ ଅପରାହ୍ନ ୨ଟାରୁ ୧୪ ତାରିଖ ରାତି ୧୧ଟା ୪୫ ମଧ୍ୟରେ ଅନ୍ ଲାଇନ୍ ରେ ନାମଲେଖା ଫି’ ଦାଖଲ କରିପାରିବେ। ତେବେ…

ଆସନ୍ତା ୧୨ରୁ ଆରମ୍ଭ ହେବ +୨ ନାମଲେଖା…

ଭୁବନେଶ୍ୱର: ଆସନ୍ତା ୧୨ ତାରିଖରୁ +୨ ନାମଲେଖା ପାଇଁ ଆବେଦନ ଆରମ୍ଭ ହେବ। SAMS ପୋର୍ଟାଲରେ ନାମଲେଖା ପାଇଁ ଛାତ୍ରଛାତ୍ରୀ ଆବେଦନ କରିବେ। ଚଳିତ ବର୍ଷ ଯୁକ୍ତ ୨ରେ ମୋଟ ୫୪ ହଜାର ୯୦୦ଟି ସିଟ୍‌ ବୃଦ୍ଧି କରାଯାଇଛି। ତେବେ ୭୨ ହଜାର ସିଟ ବୃଦ୍ଧି ପାଇଁ ଆବେଦନ କରିଥିଲେ ବିଭିନ୍ନ ସ୍କୁଲ। କଳାରେ ସିଟ…

ଆଜିଠୁ ବିଦ୍ୟାଳୟରେ ନାମଲେଖା ଆରମ୍ଭ

ଭୁବନେଶ୍ୱର: ଆଜିଠୁ ରାଜ୍ୟର ପ୍ରାଥମିକ ଓ ମାଧ୍ୟମିକ ସ୍କୁଲରେ ନାମଲେଖା ଆରମ୍ଭ । ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ନାମଲେଖା ଆରମ୍ଭ କରିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗତକାଲି ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠା ଆସନ୍ତା ମେ’ ୩୧ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ନାମଲେଖା ଅନୁଷ୍ଠିତ ହେବ। ପ୍ରତି…

କାଲିଠୁ ସ୍କୁଲରେ ନାମଲେଖା ପ୍ରକ୍ରିୟା…

ଭୁବନେଶ୍ବର: ଆସନ୍ତା କାଲିଠୁ ସ୍କୁଲରେ ଆରମ୍ଭ ହେଉଛି ନାମଲେଖା ପ୍ରକ୍ରିୟା। ରାଜ୍ୟର ମାଧ୍ୟମିକ ଓ ପ୍ରାଥମିକ ସ୍କୁଲରେ ନାମଲେଖା ହେବ। ନାମଲେଖା ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଅତିରିକ୍ତ ସଚିବଙ୍କ ଚିଠି ଲେଖାଯାଇଛି। ଆସନ୍ତା ମେ ୩୧ ସୁଦ୍ଧା ସମସ୍ତ ସ୍କୁଲରେ ନାମଲେଖା ପ୍ରକ୍ରିୟା ସାରିବାକୁ ନିର୍ଦ୍ଦେଶ…