Odisha Link
Bridging the Missing Links in Odisha
Browsing Tag

ନିଆଁ

ଟ୍ରେଜେରୀ ଅଫିସ୍‌ରେ ଲାଗିଲା ନିଆଁ

କରଞ୍ଜିଆ: ଟ୍ରେଜେରୀ ଅଫିସ୍‌ରେ ଲାଗିଲା ନିଆଁ। କରଞ୍ଜିଆ ଟ୍ରେଜେରୀ ଅଫିସ୍‌ରେ ଆଜି ଭୋର୍ ପ୍ରାୟ ୪ଟା ବେଳେ ନିଆଁ ଲାଗି ଯାଇଥିଲା। ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସହିତ ଅନେକ କମ୍ପ୍ୟୁଟର ପୋଡ଼ି ନଷ୍ଟ ହୋଇଯାଇଛି। ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ତେବେ ନିଆଁ କିପରି ଲାଗିଲା…

ଆମ୍ବୁଲାନ୍ସରେ ଲାଗିଲା ନିଆଁ

କେନ୍ଦ୍ରାପଡା: ୧୦୮ ଆମ୍ବୁଲାନ୍ସରେ ଲାଗିଲା ନିଆଁ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରପଡା ଜିଲ୍ଲା ଟାଉନ ଥାନା ଅନ୍ତର୍ଗତ ମହିପାଳ ଛକରେ।  ରୋଗୀ ଛାଡି ଫେରୁଥିବା ବେଳେ ୧୦୮ ଆମ୍ବୁଲାନ୍ସରେ ନିଆଁ ଲାଗିଯାଇଛି। ବ୍ୟାଟେରୀ ସଟ୍ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଇଛି।…

ଗ୍ୟାସ୍ ସିଲିଣ୍ଡର ଫାଟି ଲାଗିଲା ନିଆଁ

କୋଣାର୍କ: ଫାଟିଲା ଗ୍ୟାସ୍ ସିଲିଣ୍ଡର। ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ଶିଶୁଅ ପଞ୍ଚାୟତରେ ଅଘଟଣ। ଶିଶୁଅ ପଞ୍ଚାୟତ କଟକଣା ଗାଁର ଶରତ ପ୍ରଧାନଙ୍କ ଘରେ ଗ୍ୟାସ୍ ଟାଙ୍କି ଫାଟି ନିଆଁ ଲାଗିଯାଇଛି। ଗତକାଲି ବିଳମ୍ବିତ ରାତିରେ ଗ୍ୟାସ ଟାଙ୍କି ଫାଟି ନିଆଁ ଲାଗିଯାଇଥିଲା। ଫଳରେ ୪ଟି ଛେଳି ଜୀବନ୍ତ ଦଗ୍ଧ…

ଏସିଏଫ ସୌମ୍ୟ ମୃତ୍ୟୁ ମାମଲା: ମଶା ନେଟରେ…

ଭୁବନେଶ୍ୱର: ପାରଳାଖେମୁଣ୍ଡି ଏସିଏଫ ସୌମ୍ୟଙ୍କ ମୃତ୍ୟୁ ମାମଲାକୁ ସପ୍ତାହେରୁ ଅଧିକ ସମୟ ବିତିଯାଇଛି। ହେଲେ ବର୍ତ୍ତମାନ ମୃତ୍ୟୁ ଉପରୁ ପରଦା ହଟିପାରୁନି। ଘଟଣାରେ ପୁଲିସ ତଦନ୍ତ କରୁଥିବା ବେଳେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ସହଯୋଗ କରୁଛି। ଆଜି ପୁଲିସ ଓ କ୍ରାଇମବ୍ରାଞ୍ଚ ସୌମ୍ୟଙ୍କ ସରକାରୀ ବାସଭବନ ଯାଞ୍ଚ…

ନିଆଁରେ ପୋଡି ହୋଇ ବନ ସଂରକ୍ଷକଙ୍କ…

ପାରଳାଖେମୁଣ୍ଡି: ନିଆଁରେ ପୋଡି ହୋଇ ଚିକିତ୍ସିତ ଅବସ୍ଥାରେ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କର ଆଜି ଡାକ୍ତରଖାନାରେ ମୃତ୍ୟୁ ଘଟିଛି। ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ର ଶେଷରେ ଆଖି ବୁଜିଛନ୍ତି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ପ୍ରଥମେ…

କୋଭିଡ ୱାର୍ଡରେ ଲାଗିଲା ନିଆଁ

ଭଦ୍ରକ: କୋଭିଡ ୱାର୍ଡରେ ଲାଗିଲା ନିଆଁ। ଭଦ୍ରକ ମେଡିକାଲ ପରିସରରେ ଥିବା କୋଭିଡ ୱାର୍ଡ ତଳ ମହଲାରେ ଥିବା ଡିଜି ରୁମରେ ନିଆଁ ଲାଗିଛି।  ବିଦ୍ୟୁତ ସର୍ଟସର୍କିଟ କାରଣରୁ ଡିଜି ରୁମରେ ନିଆଁ ଲାଗିଥିବା ସୂଚନା ମିଳିଛି।  ତେବେ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାଯାଇଛି।…