୨୦୨୪ ନିର୍ବାଚନ: ନଡ୍ଡାଙ୍କ ନୂଆ ଟିମ୍;…
ଓଏଲ୍ ବ୍ୟୁରୋ: ଆଗକୁ ୨୦୨୪ ସାଧାରଣ ନିର୍ବାଚନ। ଏହାକୁ ନଜରରେ ରଖି ପ୍ରସ୍ତୁତି ଆରମ୍ଭ କରିଛି ଭାରତୀୟ ଜନତା ପାର୍ଟି। ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ୩୮ ଜଣିଆ କେନ୍ଦ୍ରୀୟ ପଦାଧିକାରୀଙ୍କ ନାଁ ଘୋଷଣା କରିଛନ୍ତି । ଯେଉଁ ତାଲିକାରେ କିଛି ନୂଆ ଚେହେରାଙ୍କୁ ସ୍ଥାନ ମିଳିଛି। ଯେଉଁ ରାଜ୍ୟରେ…