Odisha Link
Bridging the Missing Links in Odisha
Browsing Tag

ପହଣ୍ଡି

ଧାଡ଼ି ପହଣ୍ଡିରେ ତିନି ଠାକୁର

ଓଏଲ୍‌ ବ୍ୟୁରୋ: ଆରମ୍ଭ ହେଲା ଶ୍ରୀଜିଉଙ୍କ ପହଣ୍ଡି ବିଜେ ନୀତି। ପ୍ରଥମେ ଆରମ୍ଭ ହୋଇଛି ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ବିଜେ ନୀତି। ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ସ୍ଥାପନା ହେଲେ ସୁଦର୍ଶନ ଠାକୁର। ମହାପ୍ରଭୁ ଧାଡ଼ି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି। ମନ୍ଦିର ଭିତରେ ନୀତିକାନ୍ତି ଶେଷ ହେବା ପରେ…

ଶ୍ରୀଜଗନ୍ନାଥଙ୍କ ପହଣ୍ଡି: ସୁସଜ୍ଜିତ…

ପୁରୀ: ଆରମ୍ଭ ହେଲା କାଳିଆ ସାଆନ୍ତଙ୍କ ପହଣ୍ଡି। ଦଇତାଙ୍କ କାନ୍ଧରେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିଛନ୍ତି କାଳିଆ ସାଆନ୍ତ। ବାଇସି ପାହାଚ ଦେଇ ବଡ଼ଦାଣ୍ଡକୁ ବିଜେ କରିଛନ୍ତି ମହପ୍ରଭୁ। ଅବକାଶ, ରୋଷହୋମ, ଦ୍ୱାରପାଳ ପୂଜା ସହ ଅନ୍ୟାନ୍ୟ ନୀତି ପରେ ସକାଳ ଧୂପରେ ଖେଚୁଡ଼ି ଭୋଗ ଖାଇ ମଙ୍ଗଳାର୍ପଣ ସରି…

ରଥଯାତ୍ରା: ଧାଡ଼ି ପହଣ୍ଡିରେ ରଥରେ ବିଜେ…

ପୁରୀ: ଆଜି ପବିତ୍ର ରଥଯାତ୍ରା। ଅଣସରରୁ ବାହାରିବା ପରେ ଭାଇ ଭଉଣୀଙ୍କୁ ସାଥିରେ ନେଇ ରତ୍ନବେଦୀରୁ ଜନ୍ମବେଦୀକୁ ଯାତ୍ରା କରିବେ କାଳିଆ ସାଆନ୍ତ। ବଡ଼ଦାଣ୍ଡରୁ ରଥରେ ଚଢ଼ି ଜନ୍ମବେଦିକୁ ଯିବେ ଶ୍ରଜିଉ। ଏଥି ପାଇଁ ରଥ ପ୍ରସ୍ତୁତ ପଥ ବି ପ୍ରସ୍ତୁତ ହୋଇ ରହିଛି। ଧାଡ଼ି ପହଣ୍ଡିରେ ରଥ ଉପରକୁ ଛୁଟିଆସିବେ…