Odisha Link
Bridging the Missing Links in Odisha
Browsing Tag

ପୁରୀ

ଅଗଷ୍ଟ ୧୬ରେ ପୁରୀ ଆସିବେ କେନ୍ଦ୍ର…

ପୁରୀ: ଆସନ୍ତା ଅଗଷ୍ଟ ୧୬ ତାରିଖରେ ପୁରୀ ଆସିବେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଏହି ଅବସରରେ ସେ ପୁରୀ ରେଳ ଭବନରେ ରହିବେ। ପୁରୀର ରେଳ ସମସ୍ୟା ରହିଛି ସେ ନେଇ ମନ୍ତ୍ରୀଙ୍କ ତରଫରୁ ପ୍ରାକ୍‌ ତଥ୍ୟ ସଂଗ୍ରହ କରାଯାଉଛି। ବହୁ ଦିନରୁ ଦାବି ହୋଇ ଆସୁଥିବା ପୁରୀ-କୋଣାର୍କ ରେଳ ପଥ ପ୍ରକଳ୍ପ…

ପୁରୀ ବେଳାଭୂମିରୁ ପ୍ରତ୍ୟାହାର ହେଲା…

ପୁରୀ: ପୁରୀ ବେଳାଭୂମିରୁ ପ୍ରତ୍ୟାହାର ହେଲା ବିଚ୍ ସ୍ୟାକ୍ସ ଯୋଜନା। ମଦ କୁଡ଼ିଆ ଯୋଜନା ପ୍ରତ୍ୟାହାର ନେଇ ସୂଚନା ଦେଲେ ପୁରୀ ଜିଲ୍ଲାପାଳ। ବିଭିନ୍ନ ସଂଗଠନର ପ୍ରତିବାଦ ପରେ ନିଷ୍ପତ୍ତି ବଦଲାଇଲା ପ୍ରଶାସନ। ଗୋଆ ଭଳି ପୁରୀରେ ମଦ କୁଡ଼ିଆ ପାଇଁ ଯୋଜନା କରାଯାଇଥିଲା। ପରେ ପୁରୀରେ କାର୍ଯ୍ୟକାରୀ ହେବନି ବିଚ୍…

ପୁରୀ ଅଠରନଳାରେ ବୋମା ମାଡ଼

ପୁରୀ: ପୁରୀ ଅଠରନଳାରେ ବୋମା ମାଡ଼। ଅଠରନଳାର ଏକ ସ୍ଥାନୀୟ ହୋଟେଲ ଉପରେ ବୋମା ମାଡ଼ ହୋଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ଼ ହୋଇଥିବା ବେଳେ ଘଟଣାସ୍ଥଳରେପୋଲିସର ପହଞ୍ଚି ତଦନ୍ତ ଚଳାଇଛି। ନୃସିଂହ ନାୟକ ନାମକ ଜଣେ ବ୍ୟକ୍ତିଙ୍କ ଘର ଉପରକୁ ବୋମାମାଡ ହୋଇଛି। ବୋମା ମାଡରେ ଗୋଟିଏ ବୋଦାର…

ପୁରୀରେ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍…

ପୁରୀ:  ପୁରୀରେ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ଶୃଙ୍ଖଳିତ ରଥଯାତ୍ରା ପାଇଁ ପୁରୀବାସୀଙ୍କୁ ଧନ୍ୟବାଦ ଦେବା ସହ ମୁଖ୍ୟମନ୍ତ୍ରୀ କହିଛନ୍ତି, କେବଳ ପୁରୀ ନୁହେଁ, ଓଡ଼ିଶା ବିକାଶରେ ଏହା ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି। ଏବେ ପୁରୀ ସହରର…

ଆଜି ରାତି ୮ରୁ ପୁରୀରେ କର୍ଫ୍ୟୁ ଲାଗୁ

ପୁରୀ: ରାତି ପାହିଲେ ବାହୁଡା ଯାତ୍ରା। ଶ୍ରୀଜିଉଙ୍କ ବାହୁଡା ଯାତ୍ରା ଲାଗି ଆରମ୍ଭ ହୋଇଛି ପ୍ରସ୍ତୁତି। ଗୁଣ୍ଡିଚା ଯାତ୍ରା ପରି ବାହୁଡାରେ ବି ଲାଗିଛି କଟକଣା। ଆଜି ରାତି ୮ରୁ ପୁରୀ ସହରରେ କର୍ଫ୍ୟୁ ଲାଗୁ ହେବ। ଜନ୍ମବେଦୀରୁ ରତ୍ନବେଦୀ ଅଭିମୁଖେ ଗଡ଼ିବ ତିନି ରଥ। ତେବେ ବାହୁଡ଼ା ଦଶମୀ ପାଇଁ ତିନି ରଥ…

ବିଶ୍ୱସ୍ତରୀୟ ହେବ ପୁରୀ ରେଳଷ୍ଟେସନ

ପୁରୀ: ଓଡ଼ିଶା ସାଂସଦ ଅଶ୍ୱିନୀ ବୈଷ୍ଣବଙ୍କୁ ରେଳବାଇ ବିଭାଗର କ୍ୟାବିନେଟ ମନ୍ତ୍ରୀ ପଦ ମିଳିବାର ଗୋଟିଏ ଦିନ ପରେ ପୁରୀ ରେଳଷ୍ଟେସନକୁ ବିଶ୍ୱସ୍ତରୀୟ କରିବା ପାଇଁ ଘୋଷଣା କରାଯାଇଛି। ପୁରୀ ଷ୍ଟେସନକୁ ବିଶ୍ୱସ୍ତରୀୟ କରିବା ପାଇଁ ଆରଏଲଡିଏ ପକ୍ଷରୁ ଟେଣ୍ଡର ଆହ୍ୱାନ କରାଯାଇଛି। ଯାତ୍ରୀମାନଙ୍କୁ…

ପୁରୀ ଛଡା ଅନ୍ୟ କେଉଁଠି ହେବନି…

ପୁରୀ: ପୁରୀ ଛଡା ଅନ୍ୟ କେଉଁଠି ରଥଯାତ୍ରା ଆୟୋଜନ ହୋଇପାରିବ ନାହିଁ। ରଥଯାତ୍ରା ଆୟୋଜନ ପାଇଁ ହୋଇଥିବା ଏକାଧିକ ଆବେଦନ ଖାରଜ କରି ସୁପ୍ରିମକୋର୍ଟ। ସୁପ୍ରିମକୋର୍ଟଙ୍କ ଖଣ୍ଡପୀଠ ଆଜି ଏହାର ଶୁଣାଣି କରିଛନ୍ତି। CJI ଏନ୍.ଭି ରମଣାଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଶୁଣାଣି କରି ଏହି ରାୟ ଦେଇଛନ୍ତି।…

୨୦୨୨ ସୁଦ୍ଧା ପୁରୀରୁ ଉଡ଼ିବ ବିମାନ

ପୁରୀ: ୨୦୨୨ ସୁଦ୍ଧା ଜଗନ୍ନାଥ ଧାମ ପୁରୀରୁ ଉଡ଼ିବ ବିମାନ। ରାଜ୍ୟରେ ପ୍ରତିଷ୍ଠା ହେବ ଦ୍ୱିତୀୟ ଅନ୍ତର୍ଜାତୀୟ ବିମାନ ବନ୍ଦର। ସିପସରୁବାଲିରେ ପ୍ରସ୍ତାବିତ ବନ୍ଦର ନିର୍ମାଣ ହେବ ହେବ ବୋଲି ଜଣାପଡ଼ିଛି। ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା। ମନ୍ତ୍ରୀଙ୍କ ସୂଚନା ମୁତାବକ,…

ପୁରୀ ବ୍ୟତୀତ ଅନ୍ୟ କୌଣସି ସ୍ଥାନରେ…

କଟକ: ପୁରୀ ଛଡ଼ା ଅନ୍ୟା ଜାଗାରେ ରଥଯାତ୍ରା ପାଇଁ ଆବେଦନ ପ୍ରସଙ୍ଗରେ ହସ୍ତକ୍ଷେପ କରିବାକୁ ମନା କଲେ ହାଇକୋର୍ଟ। କେନ୍ଦ୍ରାପଡ଼ା ଓ ଭଟଲୀରେ ରଥଯାତ୍ରା ପାଇଁ ୫ଟି ମାମଲା ହୋଇଥିଲା। କେନ୍ଦ୍ରାପଡ଼ା ପାଇଁ ୪ଟି ଓ ଭଟଲୀ ପାଇଁ ଗୋଟିଏ ମାମଲା ହୋଇଥିଲା। ହସ୍ତକ୍ଷେପ ପାଇଁ ମନା ସହ ୫ ମାମଲାର ଅନ୍ତ କରିଛନ୍ତି…

ପୁରୀରେ ବିମାନବନ୍ଦର ପାଇଁ ଚିହ୍ନଟ ହେଲା…

ଭୁବନେଶ୍ୱର: ପୁରୀରେ ବିମାନବନ୍ଦର ପାଇଁ ଚିହ୍ନଟ ହେଲା ଜାଗା। ପୁରୀ ସିପସରୁବାଲିରେ ନିର୍ମାଣ ହେବ ବିମାନବନ୍ଦର। ଏହି ବିମାନବନ୍ଦର ୧ ହଜାର ଏକର ଜମିରେ ପ୍ରତିଷ୍ଠା ହେବାକୁ ଥିବା ବେଳେ ଏଥିପାଇଁ ଜାଗା ଚିହ୍ନଟ ହୋଇଛି। ଭୁବନେଶ୍ୱରରୁ ପୁରୀକୁ ୬ ଥାକିଆ ଏକ୍ସପ୍ରେସ ହାଇୱେ ସଂଯୋଗ କରିବ। ଏୟାରପୋର୍ଟ ଅଥରଟି…