Odisha Link
Bridging the Missing Links in Odisha
Browsing Tag

ବର୍ଷା ଆଶଙ୍କା

ବର୍ଷା ଆଶଙ୍କା: ୧୧ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର: ଆସନ୍ତା ୩୦ ତାରିଖ ସୁଦ୍ଧା ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟିହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଆସନ୍ତା ୨୪ ଘଣ୍ଟା ମଧ୍ୟରେ…

କାଲିଠୁ ୩ ଦିନ ଯାଏଁ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା କାଲିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା। ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ସାମାନ୍ୟ ବର୍ଷା ହେବାକୁ ଥିବା ବେଳେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛିା ୯ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ନେଇ…

୧୨ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଓଡ଼ିଶା ଉପକୂଳରେ ଦାନା ବାନ୍ଧିଛି ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶାରେ ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଥିବାବେଳେ ୧୨ଟି ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ପ୍ରବଳ ବର୍ଷା ହୋଇପାରେ। ପାଣିପାଗ…

ପ୍ରବଳ ବର୍ଷା ଆଶଙ୍କା, ସତର୍କ ସୂଚନା…

ଭୁବନେଶ୍ବର: ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ୧୭ ତାରିଖରେ କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଯାହାକୁ ନଜରରେ ରଖି ଏସଆରସିଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖାଯାଇଛି। ଏସଆରସି ଚିଠିରେ ଉଲ୍ଲେଖ…

ବର୍ଷା ଆଶଙ୍କା, ୯ ଜିଲ୍ଲାରେ ୟେଲୋ…

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ସମ୍ଭାବନା। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ରାୟଗଡ଼ା, ନୂଆପଡ଼ା, କଳାହାଣ୍ଡି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ…

ପ୍ରବଳ ବର୍ଷା ଆଶଙ୍କା, ୫ ଜିଲ୍ଲାକୁ ୟେଲୋ…

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ୫ଟି ଜିଲ୍ଲା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ନବରଙ୍ଗପୁର ଓ କୋରାପୁଟ ଆଦି ଜିଲ୍ଲା ରହିଛି। ଏହି ଜିଲ୍ଲାଗୁଡ଼ିକୁ…

୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା…

ଭୁବନେଶ୍ବର: ପଶ୍ଚିମବଙ୍ଗ ଆଖପାଖରେ ଥିବା ଓ୍ୱେଲମାର୍କ ଲୋ ପ୍ରେସର ପଶ୍ଚିମ ମୁହାଁ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଝାଡଖଣ୍ଡ ଏବଂ ପଶ୍ଚିମବଙ୍ଗ ମୁହାଁ ହେବ। ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା। ବିଶେଷ କରି ଉତ୍ତର ଏବଂ ଉପକୂଳ ଓଡିଶାରେ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା…

୩୦ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା…

ଭୁବନେଶ୍ୱର: ଓ୍ୱେଲମାର୍କ ଲୋ ପ୍ରେସରରେ ପରିଣତ ହେଲା ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ବର୍ତ୍ତମାନ ଏହା ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ ଓ ଝାଡଖଣ୍ଡ ଆଡକୁ ଗତି କରିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।…

ବର୍ଷା ଆଶଙ୍କା, ୧୫ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହେବାରେ ଲାଗିଛି। ଏଥିସହ ଆଗାମୀ ୩ରୁ ୪ ଦିନ ମଧ୍ୟରେ ପଶ୍ଚିମ ଦିନରେ ଗତି ପଶ୍ଚିମବଙ୍ଗ, ବିହାର ଓ ଝାଡଖଣ୍ଡ ଦେଇ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ଉପକୂଳବର୍ତ୍ତୀ ଓ ଉତ୍ତର…

୪ ଦିନ ଯାଏଁ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳ ଉପରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୮ ତାରିଖ ଆଡ଼କୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ଫ‌ଳରେ ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା…