Odisha Link
Bridging the Missing Links in Odisha
Browsing Tag

ବର୍ଷା

ବର୍ଷା ଆଶଙ୍କା, ୧୭ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୪ ଦିନ ଯାଏ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ମୌସୁମୀ ଦୁର୍ବଳ ଥିଲେ ବି ୪ରୁ ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ୧୭ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ପୁରୀ, ଖୋର୍ଦ୍ଧା,…

ଆଜିଠୁ ରାଜ୍ୟରେ କମିବ ବର୍ଷା

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା ଓ ପଶ୍ଚିମବଙ୍ଗ ଅତିକ୍ରମ କରି ଏବେ ଦକ୍ଷିଣ-ପଶ୍ଚିମ ବିହାର ଉପରେ ରହିଛି। ଏହା ଫଳରେ ଆଜିଠାରୁ ଓଡ଼ିଶାରେ ବର୍ଷା କମିବା ସହ ପାଗ ବଦଳିବା ଆରମ୍ଭ କରିଛି ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। ଭାରତୀୟ ପାଣିପାଗ ବିଭାଗ ମୁତାବକ, ଲଘୁଚାପ ଏବେ…

୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା…

ଭୁବନେଶ୍ବର: ପଶ୍ଚିମବଙ୍ଗ ଆଖପାଖରେ ଥିବା ଓ୍ୱେଲମାର୍କ ଲୋ ପ୍ରେସର ପଶ୍ଚିମ ମୁହାଁ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଝାଡଖଣ୍ଡ ଏବଂ ପଶ୍ଚିମବଙ୍ଗ ମୁହାଁ ହେବ। ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା। ବିଶେଷ କରି ଉତ୍ତର ଏବଂ ଉପକୂଳ ଓଡିଶାରେ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା…

ଆସନ୍ତା ୫ ଦିନ ଯାଏଁ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା। ଆଗାମୀ ୫ଦିନ ଯାଏ ବର୍ଷା ହେବା ନେଇ ଅନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି କୁହାଯାଇଛି। କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ମଧ୍ୟ ହୋଇପାରେ। ଏନେଇ ପୂର୍ବାନୁମାନ କରିଛି…

ଧର୍ମଶାଳାରେ ବାଦଲ ଫଟା ବର୍ଷା, ସୁଅରେ…

ଧର୍ମଶାଳା: ହିମାଚଳ ପ୍ରଦେଶରେ ବାଦଲ ପଟା ବର୍ଷା। ମୌସୁମୀ ଜନିତ ଲଗାଣ ବର୍ଷା ମଧ୍ୟରେ ଧର୍ମଶାଳା ଅଞ୍ଚଳରେ ବାଦଲ ଫାଟିବା ଯୋଗୁ ଅଚାନକ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପର୍ଯ୍ୟଟନ କ୍ଷେତ୍ର ଭାଗସୁରେ ସକାଳୁ ପ୍ରବଳ ବର୍ଷା ଯୋଗୁ ଏକ ଛୋଟ ନାଳରେ ପ୍ରବଳ ଜଳ ମାଡ଼ି ଆସିଥିଲା। ଏହାର ଆଖ ପାଖରେ ଥିବା…

ଆସନ୍ତା ୫ ଦିନ ଯାଏଁ ଜାରି ରହିବ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବର୍ଷା ଜାରି ରହିବ। ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଏବଂ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି କିଛି…

୨୭ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ…

ଭୁବନେଣ୍ବର: ଓଡ଼ିଶାରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏହାର ପ୍ରଭାବରେ ଓଡ଼ିଶା ଆଖପାଖ ରାଜ୍ୟଗୁଡ଼ିକରେ ଘୂର୍ଣ୍ଣିବଳୟ ଓ ଟ୍ରପ୍‌ଲାଇନ୍‌ ସୃଷ୍ଟି ହୋଇଥିବାରୁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସ୍ଥାନେ…

ବର୍ଷା ଆଶଙ୍କା, ୧୧ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର କାଳବୈଶାଖୀ ନେଇ ଗୁରୁବାର ଦିନ ପାଣିପାଗ ବିଭାଗ ଜାରି କରିଛି ୟେଲୋ ୱାର୍ଣ୍ଣିଂ। ପାଣିପାଗ ବିଭାଗ ପକ୍ଷରୁ ୧୧ ଜିଲ୍ଲା ଲାଗି ସତର୍କ ସୂଚନା ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା, ମାଲକାନଗିରି,…

ବର୍ଷା ଆଶଙ୍କା,୧୦ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ। ଆସନ୍ତା ୩/୪ ଦିନ ଯାଏଁ ମଧ୍ୟମ ଧରଣର ବର୍ଷା ଲାଗି ରହିବ। ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ଟିକେ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆସନ୍ତା ୨୪ ଘଣ୍ଟା ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।…

ବର୍ଷା ଆଶଙ୍କା, ୮ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର: ରାଜ୍ୟରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା। ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ସବୁ ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼,ବଲାଙ୍ଗିର, ସୁବର୍ଣ୍ଣପୁର, ଅନୁଗୁଳ ଏବଂ ଦେବଗଡ଼। ଏହି…