Odisha Link
Bridging the Missing Links in Odisha
Browsing Tag

ବାତ୍ୟା

ବର୍ଷା ଓ ବାତ୍ୟାର ସୂଚନା ଦିଏ…

ପୁରୀ: ଶ୍ରୀମନ୍ଦିରର ନୀଳଚକ୍ରରେ ଧଳା ବାନା ପଛରେ ରହିଛି ଅନେକ ରୋଚକ କଥା। ବର୍ଷା ଓ ବାତ୍ୟାର ସୂଚନା ଦେଇଥାଏ ଶ୍ରୀମନ୍ଦିରର ଧବଳ ବାନା। ଲୋକକଥା ଅଛି ବାନା ଉଡିବ ଧବଳ, ବର୍ଷା ହେବ ପ୍ରବଳ। ଯେତେବେଳେ ବି ଧଳା ରଙ୍ଗର ବାନା ଲାଗେ ସେତେବେଳେ ପ୍ରବଳ ବର୍ଷା ହୋଇଥାଏ ବୋଲି କୁହାଯାଏ।  ଆଜି ମଧ୍ୟ…

ବାତ୍ୟା ମୁକାବିଲା ପାଇଁ ତୈଳ, ଗ୍ୟାସ ଏବଂ…

ଭୁବନେଶ୍ୱର: ବାତ୍ୟା ‘ୟଶ୍‌’ ଦ୍ୱାରା ଉତ୍ପନ୍ନ ହେବାକୁ ଥିବା ପରିସ୍ଥିତିର ମୁକାବିଲା ପ୍ରସ୍ତୁତି ନେଇ ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରେଳ ମନ୍ତ୍ରୀ ପିୟୂଷ ଗୋଏଲ, କେନ୍ଦ୍ର ଜାହାଜ ଚଲାଚଳ ଏବଂ ଜଳପଥ ରାଷ୍ଟ୍ରମନ୍ତ୍ରୀ ମନସୁଖ ମାଣ୍ଡଭୀୟଜୀଙ୍କ ଅଧ୍ୟକ୍ଷତାରେ ଭିଡିଓ…

ବାତ୍ୟା ପାଇଁ ସ୍ୱାସ୍ଥ୍ୟ ବିଭାଗ…

ଭୁବନେଶ୍ବର: ସ୍ଥଳଭାଗ ମୁହାଁ ହେଉଛି ବାତ୍ୟା ୟଶ। ଆସନ୍ତା ୨୬ ତାରିଖ ଦ୍ୱିପ୍ରହରରେ ପାରାଦୀପ-ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ। ବାତ୍ୟା ୟଶ ଏବେ ପାରାଦୀପ ଠାରୁ ୫୦୦ କିମି ଦୂରରେ ରହିଛି। ଏବେ ସମୁଦ୍ରରେ ପବନର ବେଗ ୬୫ରୁ ୮୫ କିମି ଭିତରେ ରହିଛି। ଆସନ୍ତାକାଲି ଅତି ଭୀଷଣରେ ପରିଣତ ହେବ। ତେବେ…

ବାତ୍ୟା ୟଶ୍‌ ନେଇ ରାଜ୍ୟବାସୀଙ୍କୁ…

ଭୁବନେଶ୍ବର: ବାତ୍ୟା ୟଶ୍‌ ନେଇ ରାଜ୍ୟବାସୀଙ୍କୁ ସମ୍ବୋଧନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏକ ଭିଡ଼ିଓ ବାର୍ତ୍ତା ଜରିଆରେ ଆଜି ସତର୍କ କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ସାଢେ ଚାରି କୋଟି ଓଡିଶାବାସୀ ମୋର ପରିବାର। ବିପଦ ସମୟରେ ମୋ ପରିବାରର ନିରାପତ୍ତା ମୋ ପାଇଁ ସବୁଠାରୁ…

ବାତ୍ୟା ମୁକାବିଲା: ୫ ବରିଷ୍ଠ ଆଇଏଏସ୍‌,…

ଭୁବନେଶ୍ୱର: ଧୀରେ ଧୀରେ ମାଡ଼ି ମାଡ଼ି ଆସୁଛି ବାତ୍ୟା ୟଶ। ବାତ୍ୟା ୟଶ ଆସନ୍ତା ୨୬ ତାରିଖ ଦ୍ୱିପ୍ରହରରେ ପାରାଦୀପ-ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ। ବାତ୍ୟା ୟଶ୍ ନେଇ ପ୍ରସ୍ତୁତି ଜୋରଦାର କରିଛନ୍ତି ରାଜ୍ୟ ସରକାର । ସର୍ବାଧିକ ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକାରେ ବାତ୍ୟା ମୁକାବିଲା…

ବାତ୍ୟା ସମ୍ପୂର୍ଣ୍ଣ ନସରିବା ଯାଏଁ ଘରୁ…

ଭୁବନେଶ୍ୱର: ସ୍ଥଳଭାଗ ମୁହାଁ ହେଉଛି ବାତ୍ୟା ୟଶ୍। ଏବେ ବାତ୍ୟା ୟଶ୍ ପାରାଦୀପ ଠାରୁ ୫୦୦ କିମି ଦୂରରେ ରହିଛି। ସମୁଦ୍ରରେ ପବନର ବେଗ ୬୫ରୁ ୮୫ କିମି ଭିତରେ ରହିଛି। ଆଜି ଭୀଷଣ ବାତ୍ୟାର ରୂପ ନେବ। ଆସନ୍ତାକାଲି ଅତି ଭୀଷଣରେ ପରିଣତ ହେବ। ୨୬ ତାରିଖ ଦ୍ୱିପ୍ରହରରେ ପାରାଦୀପ-ସାଗର ଦ୍ୱୀପ ମଧ୍ୟରେ…

ବାତ୍ୟା ପୂର୍ବରୁ ପୁରୀରେ ଶହଶହ ମାଛ ମଡ଼କ

ପୁରୀ: ବାତ୍ୟା ୟଶ୍ ଧୀରେ ଧୀରେ ସ୍ଥଳଭାଗ ଛୁଇଁବାକୁ ଯାଉଛି। ବାତ୍ୟା ନେଇ ହାଇ ଆଲର୍ଟ ଜାରି କରାଯାଇ ଥିବା ସହ ବାତ୍ୟା ପ୍ରବଣ ଅଞ୍ଚଳରେ ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯିବା ସହିତ ସବୁପ୍ରକାର ବାତ୍ୟା ମୁକାବିଲା ସମ୍ପର୍କିତ ପଦକ୍ଷେପ ଗ୍ରହଣ କରାଯାଉଛି। ଏହାରି ମଧ୍ୟରେ ପୁରୀ ପେଣ୍ଠକଟା…

ସ୍ଥଳଭାଗ ମୁହାଁ ‘ୟାସ୍’:…

ଭୁବନେଶ୍ବର: ଉପକୂଳ ମୁହାଁ ବାତ୍ୟା ୟାସ୍। ବଙ୍ଗୋପସାଗରରୁ ଦ୍ରୁତ ଗତିରେ ଉପକୂଳ ମୁହାଁ ବାତ୍ୟା। ସମ୍ଭାବ୍ୟ ବାତ୍ୟା ‘ୟାସ୍’ ୨୬ ତାରିଖ ସନ୍ଧ୍ୟା ପରେ ପାରାଦୀପ ଠାରୁ ପଶ୍ଚିମବଙ୍ଗର ସାଗରଦ୍ବୀପ ମଧ୍ୟରେ ଯେ କୌଣସି ସ୍ଥାନରେ ସ୍ଥଳଭାଗକୁ ଛୁଇଁବ। ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ…

ବିପର୍ଯ୍ୟୟ ପରିଚାଳନା ପାଇଁ ଆମର ଏକମାତ୍ର…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସମ୍ଭାବ୍ୟ ବାତ୍ୟା 'ୟାସ'ର ମୁକାବିଲା ପାଇଁ ଏକ ବୈଠକରେ ଜନସାଧାରଣଙ୍କ ଜୀବନର ସୁରକ୍ଷା ଉପରେ ଗୁରୁତ୍ବ ଦେଇ ପଦକ୍ଷେପ ନେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସବୁ…

‘ଅତି ଭୀଷଣ’ ବାତ୍ୟାଭାବେ ଉପକୂଳ…

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସଂଲଗ୍ନ ଅଞ୍ଚଳରେ ଶୁକ୍ରବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶନିବାର ଲଘୁଚାପର ରୂପ ନେଇଛି। ତେବେ ଆସନ୍ତାକାଲି ଏହା ଅବପାତର ରୂପ ନେବ। ଆସନ୍ତା ୨୪ ତାରିଖ ସକାଳେ ଏହା ବାତ୍ୟାରେ ରୂପାନ୍ତରିତ ହେବ ଏବଂ ୨୬ ତାରିଖ ସନ୍ଧ୍ୟାରେ ବାତ୍ୟା…