Odisha Link
Bridging the Missing Links in Odisha
Browsing Tag

ବାତ୍ୟା

ବାତ୍ୟା ପାଇଁ ବନ୍ଦ ରହିବ ଟିକାକରଣ

ଭୁବନେଶ୍ୱର: ବାତ୍ୟା ପ୍ରଭାବିତ ଜିଲ୍ଲାରେ ବନ୍ଦ ରହିବ ଟିକାକରଣ। ଏନେଇ ପରିବାର ଓ କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ବାତ୍ୟା ସମୟରେ ମୁଖ୍ୟତଃ ବିଦ୍ୟୁତ ସେବା ବ୍ୟାଘାତ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ସବୁ ଜିଲ୍ଲା ପ୍ରଶାସନକୁ ଜେନେରେଟର ବ୍ୟବସ୍ଥା କରିବାକୁ…

ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟା ନେଇ…

ଭୁବନେଶ୍ୱର: ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟା ‘ୟାସ୍’କୁ ନେଇ ପ୍ରାକ୍ ପ୍ରସ୍ତୁତି ଏବଂ ତାହାର ମୁକାବିଲା ପାଇଁ ହୋଇଥିବା ପ୍ରସ୍ତୁତି ଉପରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ଭାରତୀୟ ପାଣିପାଗ ନିର୍ଦ୍ଦେଶକ(ଆଇଏମଡ଼ି) ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ଏନଡ଼ିଆରଏଫ ଡ଼ିଜି ସତ୍ୟ ନାରାୟଣ…

ବାତ୍ୟା ‘ୟଶ’ ମୁକାବିଲା ପାଇଁ ବ୍ଲୁ…

ଭୁବନେଶ୍ବର: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ‘ୟଶ’ର ମୁକାବିଲା ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଜିଲ୍ଲା ଓ ରାଜ୍ୟ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ବାତ୍ୟା ପୂର୍ବରୁ ଲୋକଙ୍କୁ କିପରି ସୁରକ୍ଷିତ ସ୍ଥାନକୁ ନିଆଯିବ ଓ ବାତ୍ୟା ପରେ…

ଆସୁଛି ବାତ୍ୟା ‘ୟଶ’, ଓଡ଼ିଶା…

ଭୁବନେଶ୍ୱର: ଭୁବନେଶ୍ୱର: ବାତ୍ୟା ‘ତଉକ୍ତେ’ ପରେ ଏବେ ପୁଣି ଦାନା ବନ୍ଧୁଛି ଆଉ ଏକ ବାତ୍ୟା। ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ଲଘୁଚାପରେ ପରିଣତ ହୋଇ ଭୟଙ୍କର ବାତ୍ୟାର ରୂପ ନେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ତେବେ ବାତ୍ୟା ‘ୟଶ'ର ପ୍ରଭାବ ଓଡ଼ିଶା ଉପରେ ନିଶ୍ଚିତ…

ଆସୁଛି ଆଉ ଏକ ବାତ୍ୟା ‘ୟଶ’, ସୁନ୍ଦରବନରେ…

ଭୁବନେଶ୍ୱର: ବାତ୍ୟା ‘ତଉକ୍ତେ’ ପରେ ଏବେ ପୁଣି ଦାନା ବନ୍ଧୁଛି ଆଉ ଏକ ବାତ୍ୟା। ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ଲଘୁଚାପରେ ପରିଣତ ହୋଇ ଭୟଙ୍କର ବାତ୍ୟାର ରୂପ ନେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। କୋଲକାତାର ଅଲିପୁର ପାଣିପାଗ କେନ୍ଦ୍ର ଏହାକୁ ମହାବାତ୍ୟା ବୋଲି…

ବାତ୍ୟା ସମୟରେ ଗୁଜରାଟରେ ଭୂକମ୍ପ ଝଟକା

ଅହମଦାବାଦ: ସାମୁଦ୍ରିକ ଝଡ଼ ‘ତଉକ୍ତେ’ ଅତି ଭୀଷଣ ରୂପ ଧାରଣ କରିଥିବା ବେଳେ ଗୁଜରାଟ ସମେତ ଆଖପାଖ ଅଞ୍ଚଳକୁ ହାଇ ଆଲର୍ଟ କରାଯାଇଛି। ଏହାରି ମଧ୍ୟରେ ଗୁଜରାଟରେ ଆଜି ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଗୁଜରାଟର ସୌରାଷ୍ଟ୍ର ଅଞ୍ଚଳରେ ଶକ୍ତିଶାଳୀ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫…

ବାତ୍ୟାର ରୂପନେଲା ‘ତଉକ୍ତେ’, ଗୁଜୁରାଟ…

ନୂଆଦିଲ୍ଲୀ: ଲାକ୍ଷାଦ୍ବୀପ ଉପରେ ଥିବା ସାମୁଦ୍ରିକ ଅବପାତ ‘ତଉକ୍ତେ’ ଆଜି ସକାଳେ ସାମୁଦ୍ରିକ ବାତ୍ୟାରେ ରୂପାନ୍ତରିତ ହୋଇଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ବାତ୍ୟା ‘ତଉକ୍ତେ’ ପାଇଁ କେରଳରେ ଭୀଷଣ ବର୍ଷା ଜାରି ରହିଥିବା ବେଳେ ମହାରାଷ୍ଟ୍ର, ଗୋଆ ଓ ଗୁଜୁରାଟକୁ…

ମାଡ଼ି ଆସୁଛି ବାତ୍ୟା ‘ତଉକ୍ତେ’

ନୂଆଦିଲ୍ଲୀ: ମାଡ଼ି ଆସୁଛି ବାତ୍ୟା ‘ତଉକ୍ତେ’। ବାତ୍ୟା ‘ତଉକ୍ତେ’ ଆରବ ସାଗର ଲାକ୍ଷାଦ୍ୱୀପ ନିକଟରେ ଡିପ୍ରେସନ ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଡିପ୍ରେସନ ବାତ୍ୟାରେ ପରିଣତ ହେବ। ବାତ୍ୟାରେ ପରିଣତ ହୋଇ ଗୁଜରାଟ ଉପକୂଳ ମୂହାଁ ହେବା ନେଇ ଆକଳନ କରାଯାଇଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ,…

ଆରବ ସାଗରରେ ଆସିପାରେ ବାତ୍ୟା ‘ଟଉକଟାଏ’

ଆରବ ସାଗରରେ ଆସିପାରେ ବାତ୍ୟା ‘ଟଉକଟାଏ’ ନୂଆଦିଲ୍ଲୀ: ମେ’ ୧୬ ସୁଦ୍ଧା ଆରବ ସାଗରରେ ସୃଷ୍ଟି ହୋଇପାରେ ବାତ୍ୟା। ଏନେଇ ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି। ଆରବ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଅବପାତ ପରେ ବାତ୍ୟାର ରୂପ ନେଇପାରେ। ଉତ୍ତର ଭାରତରେ ହେବାକୁ ଥିବା ବାତ୍ୟାର ନାମ ‘ଟଉକଟାଏ’…