Odisha Link
Bridging the Missing Links in Odisha
Browsing Tag

ବିଧାନସଭା

୨୧ ନୁହେଁ ୨୨ରେ ହେବ ବିଧାନସଭା ବାଚସ୍ପତି…

ଓଏଲ୍‌ ବ୍ୟୁରୋ: କଂଗ୍ରେସ ଓ ବିଜେପିର ନିର୍ବାଚନ ବର୍ଜନ ପରେ ଦିନକ ପାଇଁ ଘୁଞ୍ଚିଲା ଓଡ଼ିଶା ବିଧାନସଭା ବାଚସ୍ପତି ନିର୍ବାଚନ। ୨୧ ତାରିଖ ସକାଳ ପରିବର୍ତ୍ତେ ୨୨ରେ ହେବ ବାଚସ୍ପତି ନିର୍ବାଚନ। ସକାଳ ୯ଟା ୩୦ରେ ହେବ ହେବ ନିର୍ବାଚନ। ବାଚସ୍ପତି ନିର୍ବାଚନ ପାଇଁ ୨୧ ତାରିଖରେ ନାମାଙ୍କନ ଦାଖଲ…

ପୁଣି ବିଧାନସଭାକୁ ଫେରିଲା ଚିଟ୍‌ଫଣ୍ଡ…

ଓଏଲ୍‌ ବ୍ୟୁରୋ : ପୁଣି ବିଧାନସଭାକୁ ଫେରିଲା ଚିଟ୍‌ଫଣ୍ଡ ତାତି। ସୋମବାର ଗୃହକାର୍ଯ୍ୟ ଆରମ୍ଭରୁ ହିଁ ଚିଟ୍‌ଫଣ୍ଡ ପ୍ରସଙ୍ଗକୁ ନେଇ ପ୍ରତିବାଦ କରିଥିଲା ଭାରତୀୟ ଜନତା ପାର୍ଟି। କାରଣ ବିଜେପି ପକ୍ଷରୁ ଦିଆଯାଇଥିବା ମୁଲତବୀ ପ୍ରସ୍ତାବ ଗ୍ରହଣ ନହେବାରୁ ପ୍ରତିବାଦ କରିଥିଲା ବିଜେପି। ସେହିଭଳି କଂଗ୍ରେସ ମଧ୍ୟ…

ଆଜି ଚାଲିବ ତ ବିଧାନସଭା

ଭୁବନେଶ୍ବର: ବିଧାନସଭାର ଶୀତ କାଳୀନ ଅଧିବେଶନର ଆଜି ହେଉଛି ୭ମ ଦିନ। ହେଲେ ଗତ ୬ ଦିନ ହେଲା ଗୃହ ଅଚଳ। ମମିତା ମେହେର ହତ୍ୟା ପ୍ରସଙ୍ଗକୁ ନେଇ ଗୃହରେ ତାତି। ବିରୋଧୀଙ୍କ ହଟ୍ଟଗୋଳ ଲାଗି ୬ ଦିନ ହବେ ଗୃହ ଚାଲିପାରୁନାହିଁ। ଏସବୁ ମଧ୍ୟରେ ଆଜି ଚାଲିବ ତ ବିଧାନସଭା। ସେ ନେଇ ବିଚାରବିମର୍ଶ ଜାରି ରହିଛି। ଆଉ…

ବିଧାନସଭା ଆଗରେ ଆତ୍ମହତ୍ୟା ଉଦ୍ୟମ…

ଭୁବନେଶ୍ବର: ବିଧାନସଭା ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବକଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛିି। ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ପରେ ରାତି ଅଧରେ ତାଙ୍କର ପୋଷ୍ଟମର୍ଟମ ହୋଇଛି। ପୋଷ୍ଟ ମର୍ଟମ ପରେ ପରିବାରକୁ ମୃତଦେହକୁ ହସ୍ତାନ୍ତର କରାଯାଇଛି। ଗତକାଲି କଟକ ବଡ଼…

ଆଜି ମୌସୁମୀ ଅଧିବେଶନର ଶେଷ ଦିନ

ଭୁବନେଶ୍ବର: ଆଜି ସରୁଛି ବିଧାନସଭାର ମୌସୁମୀ ଅଧିବେଶନ। ଶେଷ ଦିନରେ ସଂରକ୍ଷଣକୁ ୫୦ ପ୍ରତିଶତରୁ ଅଧିକ କରିବା ପାଇଁ ସଂକଳ୍ପ ଆଗତ ହେବ। ସଂରକ୍ଷଣ ୫୦ ପ୍ରତିଶତରୁ ଅଧିକ ହେବ ନାହିଁ ବୋଲି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ସେହିପରି ଜାତି ଭିତ୍ତିକ ଜନଗଣନା ପାଇଁ ମଧ୍ୟ ବିଧାନସଭାରେ ସଂକଳ୍ପ ଆଗତ ହେବ।…

ବିଧାନସଭା ଆଗରେ ବିଷ ପିଇ ଆତ୍ମହତ୍ୟା…

ଭୁବନେଶ୍ବର: ବିଧାନସଭା ଆଗରେ ଆତ୍ମହତ୍ୟା ଉଦ୍ୟମ। ଆଜି ଜଣେ ଯୁବକ ବିଷ ପିଇବା ପରେ ହାତ କାଟି ଦେଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଯୁବକ ଜଣକ ଜଗତସିଂହପୁର ଜିଲ୍ଲା ନାମ କୁଜଙ୍ଗ ବ୍ଲକର ଦୁଷ୍ମନ୍ତ ଦାସ ବୋଲି ଜଣାପଡିଛି। ଆତ୍ମହତ୍ୟା ଉଦ୍ୟମ କରିଥିବା…

ବିଧାନସଭା: ୧୧.୩୦ ଯାଏଁ ଗୃହ ମୁଲତବୀ

ଭୁବନେଶ୍ବର: ବିଧାନସଭା ଆରମ୍ଭରୁ ଗୃହ ମୁଲତବୀ। ଖଣି ଦୁର୍ନୀତି ପ୍ରସଙ୍ଗରେ କଂଗ୍ରେସ ଦେଇଥିବା ମୁଲତବୀ ପ୍ରସ୍ତାବ ଆଣିଥିଲା କଂଗ୍ରେସ। କିନ୍ତୁ ଏହି ପ୍ରସ୍ତାବକୁ ବାଚସ୍ପତି ଗ୍ରହଣ ନ କରିବାରୁ ଗୃହରେ ହୋହାଲା କରିଥିଲେ କଂଗ୍ରେସ ସଦସ୍ୟ। ବାଚସ୍ପତିଙ୍କ ପୋଡିୟମ ତଳେ ନାରାବାଜି କରିଥିଲେ। ବିରୋଧୀଙ୍କ…

ବିଧାନସଭାରେ ଉଠିଲା ଏସିଏଫ୍ ସୌମ୍ୟ…

ଭୁବନେଶ୍ବର: ବିଧାନସଭାରେ ଉଠିଲା ଏସିଏଫ୍ ସୌମ୍ୟ ମୃତ୍ୟୁ ପ୍ରସଙ୍ଗ। ଏସି ଏଫ ସୌମ୍ୟରଂଜନ ମହାପାତ୍ର ମୃତ୍ୟୁ ପ୍ରସଙ୍ଗ ଉଠାଇଛନ୍ତି ପାରଳାଖେମୁଣ୍ଡି ବିଧାୟକ କେ ନାରାୟଣ ରାଓ। ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରି କହିଛନ୍ତି, ଏସିଏଫଙ୍କ ମୃତ୍ୟୁ ମାମଲାରେ ଡିଏଫଓ, ଏସିଏଫଙ୍କ ପତ୍ନୀ ଓ ତାଙ୍କ ରୋଷେୟା ନାଁ…

ବିଧାନସଭାରେ ଅସୁସ୍ଥ ହେଲେ ତାରା

ଭୁବନେଶ୍ବର: ବିଧାନସଭାର ମୌସୁମୀ ଅଧିବେଶନ ଚାଲୁଥିବା ବେଳେ ଅସୁସ୍ଥ ହୋଇପଡିଛନ୍ତି ବିଧାୟକ ତାରା ବାହିନୀ ପତି। ବାଚସ୍ପତିଙ୍କ ପୋଡିୟମ ତଳେ ଥିବା ଚେୟାର ଉପରେ ଚଢି ପ୍ରତିବାଦ କରୁଥିବା ବେଳେ ତାରା ହଠାତ୍ ଅସୁସ୍ଥ ହୋଇ ପଡିଥିଲେ। ତେବେ ସଙ୍ଗେ ସଙ୍ଗେ ସହଯୋଗୀ ବିଧାୟକ ତାରାଙ୍କୁ ପାଣି ପିଇବାକୁ ଦେଇ…

ଆଜିଠୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ

ଭୁବନେଶ୍ବର: ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ। ଗୃହରେ ବିଭିନ୍ନ ପ୍ରସଙ୍ଗକୁ ନେଇ ମୁହାଁମୁହିଁ ହେବେ ଶାସକ ବିରୋଧୀ। ବିଭିନ୍ନ ପ୍ରସଙ୍ଗ ନେଇ ସରକାରଙ୍କୁ ଘେରିବାକୁ ବିରୋଧୀ ପ୍ରସ୍ତୁତ ରହିଥିବା ବେଳେ ବିରୋଧୀଙ୍କ ସବୁ ପ୍ରଶ୍ନର ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି ବୋଲି ଶାସକ ଦଳ…