ବ୍ଲାକ୍ ଫଙ୍ଗସ୍ ଆତଙ୍କ: ଭୁବନେଶ୍ୱରରୁ…
ଭୁବନେଶ୍ୱରେ: ରାଜଧାନୀ ଭୁବନେଶ୍ୱରରେ ବ୍ଲାକ୍ ଫଙ୍ଗସ୍ ଆତଙ୍କ। ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୪ ଜଣ ବ୍ଲାକ୍ ଫଙ୍ଗସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି କେୟାର୍ ହସ୍ପିଟାଲରୁ ୪ ଜଣ ବ୍ଲାକ ଫଙ୍ଗସ ରୋଗୀ ଚିହ୍ନଟ ହୋଇଥିବା ନେଇ ଡାକ୍ତର ମିତାଲି କର ସୂଚନା ଦେଇଛନ୍ତି।
ସୂଚନା ମୁତାବକ, ଚିହ୍ନଟ…