Odisha Link
Bridging the Missing Links in Odisha
Browsing Tag

ମହାପ୍ରଭୁ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ…

ପୁରୀ: ଆଜି ମହାପ୍ରଭୁ ବନଭୋଜି ବେଶ। ଶ୍ରୀମନ୍ଦିରରେ ଭାଦ୍ରବ କୃଷ୍ଣ ଦଶମୀ ତିଥିରେ ମହାପ୍ରଭୁଙ୍କର ବନଭୋଜି ବେଶ କରାଯାଏ। ଗୋପଲୀଳା ସମୟରେ କୃଷ୍ଣ ଓ ବଳରାମ ଗାଇ ବାଛୁରୀଙ୍କୁ ସାଙ୍ଗରେ ଧରି ବନଭୋଜି ପାଇଁ ଯାଇଥିବାର ପୁରାଣରେ ବର୍ଣ୍ଣିତ ରହିଛି। ଏହି ପରମ୍ପରାକୁ ସ୍ମରଣ କରି ଏହି ବେଶ ପାଳନ…

ଆଜି ମହାପ୍ରଭୁଙ୍କୁ ଦର୍ଶନ କରିବେ ମୋହନ…

ଭୁବନେଶ୍ୱର: ଆଜି ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ। ଏହା ପରେ ସେ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ ୫ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ…

ମହାପ୍ରଭୁଙ୍କ ଦର୍ଶନ ପାଇଁ ଜାରି ହେଲା…

ପୁରୀ: ଆସନ୍ତାକାଲିଠାରୁ ଖୋଲିବ ପୁରୀ ଶ୍ରୀମନ୍ଦିର। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଜାରି ହେଲା ଏସଓପି। କାଲିଠାରୁ ଦୁଇଦିନ ପର୍ଯ୍ୟନ୍ତ ସେବାୟତ ପରିବାରମାନେ ଶ୍ରୀଜୀଉଙ୍କ ଦର୍ଶନ କରିପାରିବେ। ସକାଳ ୭ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଜଗା ଦର୍ଶନ କରିବେ। ଆସନ୍ତା ଆସନ୍ତା ୧୬ରୁ ୨୦ ତାରିଖ…

ମହାପ୍ରଭୁଙ୍କ ଦର୍ଶନ ନେଇ ଏସଓପି ଜାରି

ପୁରୀ: କରୋନା ସଂକ୍ରମଣ ହାର ଧିରେ ଧିରେ ହ୍ରାସ ପାଉଛି। ଏହାରି ମଧ୍ୟରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ନୂଆ ଏସଓପି ଜାରି ହୋଇଛି। କେବଳ ପୁରୀ ସହରବାସୀଙ୍କ ପାଇଁ ନୂଆ ଏସଓପି ଜାରି ହୋଇଛି। ଏସଓପି ମୁତାବକ, ପୁରୀ ପୌରାଞ୍ଚଳର ୩୨ଟି ୱାର୍ଡରେ ଟୋକନ୍ ବଣ୍ଟନ ହେବ। ଟୋକନ୍ ଆଧାରକାର୍ଡ ଦେଖାଇ…

ଦାନରେ ଦିଆଯିବ ମହାପ୍ରଭୁଙ୍କ ରଥ ଚକ ଓ…

ପୁରୀ: ରଥଯାତ୍ରା ପରେ ଶ୍ରୀଗୁଣ୍ଡିଚା ମନ୍ଦିରରେ ପାଖରେ ଖତ ଖାଉଛି ମହାପ୍ରଭୁଙ୍କ ତିନିରଥର ଏକାଧିକ ଚକ। ପ୍ରଶାସନ ପକ୍ଷରୁ ଧାର୍ଯ୍ୟ ହୋଇଥିବା ମୂଲ୍ୟରେ କେହି ଏସବୁକୁ ନକିଣିବାରୁ ଶ୍ରୀଗୁଣ୍ଡିଚା ମନ୍ଦିର ପାଖରେ ଏହା ଖତ ଖାଉଛି। ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ, ଶ୍ରୀଗୁଣ୍ଡିଚା…

ମହାପ୍ରଭୁଙ୍କ ପାଖରେ ଭକ୍ତି ଓ ସମର୍ପଣର…

ପୁରୀ: ଭାବର ଠାକୁର ସେ ଭାବ ବିନୋଦିଆ। ମହାପ୍ରଭୁଙ୍କ ପାଖରେ ଭକ୍ତି ଓ ସମର୍ପଣର ବିକଳ୍ପ ନାହିଁ। ଗତକାଲି ଶ୍ରୀଜିଉଙ୍କ ବାହୁଡା ଯାତ୍ରା ସମୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ନିକଟରେ ସେଇ ଭକ୍ତି ଓ ସମର୍ପଣ ଭାବ ଦେଖିବାକୁ ମିଳିଥିଲା। ମହାପ୍ରଭୁଙ୍କ ରଥ ମାଉସୀମା ମନ୍ଦିର ନିକଟରେ…

ଆଜି ଜନ୍ମବେଦୀରେ ମହାପ୍ରଭୁଙ୍କ ଶେଷ…

ପୁରୀ: ଆଜି ଜନ୍ମବେଦିରେ ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ। ମହାପ୍ରଭୁଙ୍କ ଜନ୍ମବେଦିରେ ଏହା ଶେଷ ଦର୍ଶନ। ଦର୍ଶନ ଦେଇ ମହାପ୍ରଭୁ ବାହୁଡ଼ା ଯାତ୍ରାରେ ବାହାରିବେ। ପ୍ରତିବର୍ଷ ସନ୍ଧ୍ୟା ଦର୍ଶନରେ ଭକ୍ତଙ୍କ ପ୍ରବଳ ସମାଗମ ହେଉଥିବାରୁ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥାଏ। କିନ୍ତୁ…

ମହାପ୍ରଭୁଙ୍କ ପୁରୁଣା ଅଳଙ୍କାରଗୁଡିକ…

ଭୁବନେଶ୍ୱର: ଚଳିତ ବର୍ଷ ସୁନାବେଶ ଉତ୍ସବ ପାଇଁ ପ୍ରଭୁ ଜଗନ୍ନାଥ, ବଳଭଦ୍ର ଏବଂ ମା ସୁଭଦ୍ରାଙ୍କ ପରୁଣା ଅଳଙ୍କାର ଗୁଡିକ ମରାମତି କରିବାର ଦାୟିତ୍ୱ ପୁଣିଥରେ ଓଡ଼ିଶାର ସର୍ବବୃହତ ଅଳଙ୍କାର ବ୍ରାଣ୍ଡ୍ ଖିମଜୀ ଜୁଏଲର୍ସକୁ ଶ୍ରୀ ଜଗନ୍ନାଥ ଟ୍ରଷ୍ଟ ପ୍ରଶାସନ ପକ୍ଷରୁ ପ୍ରଦାନ କରାଯାଇଛି। ଦ୍ୱାଦଶ ବର୍ଷ ହେବ…

ଆଜିଠୁ ମହାପ୍ରଭୁଙ୍କ ପ୍ରସିଦ୍ଧ…

ପୁରୀ: ଆଜିଠୁ ମହାପ୍ରଭୁଙ୍କ ପ୍ରସିଦ୍ଧ ଚନ୍ଦନଯାତ୍ରା ଆରମ୍ଭ। ଚନ୍ଦନଯାତ୍ରା ପାଇଁ ନୀତିକାନ୍ତି ଚୂଡ଼ାନ୍ତ ହୋଇଛି। ଅପରାହ୍ଣ ସାଢ଼େ ୩ଟାରେ ଚନ୍ଦନ ଠାକୁର ମଣି ବିମାନରେ ବିଜେ ହୋଇ ଶ୍ରୀମନ୍ଦିରରୁ ବାହାରି ଚନ୍ଦନଯାତ୍ରା ପାଇଁ ନରେନ୍ଦ୍ର ପୁଷ୍କରିଣୀ ଅଭିମୁଖେ ଯାତ୍ର କରିବେ ମହାପ୍ରଭୁ। ଅକ୍ଷୟ ତୃତୀୟା…