Odisha Link
Bridging the Missing Links in Odisha
Browsing Tag

ମୁଖ୍ୟମନ୍ତ୍ରୀ

ଜନଜାତି ସଂସ୍କୃତିର ସୁରକ୍ଷା ଆମ…

ଭୁବନେଶ୍ୱର: ବିଶ୍ୱ ଜନଜାତି ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଟ୍ୱିଟ୍ କରି ଲେଖିଛନ୍ତି, ୬୨ ପ୍ରକାର ଭିନ୍ନ ଜନଜାତି ଲୋକ ଓଡ଼ିଶାରେ ବସବାସ କରୁଛନ୍ତି। ଆଦିବାସୀଙ୍କ ପୁରାତନ ସଂସ୍କୃତିର ସୁରକ୍ଷାକୁ ସବୁବେଳେ ଆମେ ପ୍ରାଥମିକତା ଦେଇ ଆସୁଛୁ। ବିଶ୍ୱ ଜନଜାତି ଦିବସରେ, ଆମେ ଆଦିବାସୀଙ୍କ ଅନନ୍ୟ…

ମହିଳା ହକି ଟିମ୍‌ର ଲଢ଼ୁଆ ପ୍ରଦର୍ଶନ:…

ଭୁବନେଶ୍ୱର: ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ମହିଳା ହକି ଦଳ ଚତୁର୍ଥ ସ୍ଥାନରେ ରହିବା ପରେ ଟ୍ୱିଟ୍ କରି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭାରତୀୟ ମହିଳା ହକି ଟିମ୍ ଅଳ୍ପକେ ପଦକରୁ ବଞ୍ଚିତ ହୋଇଛି। କିନ୍ତୁ ସେମାନେ ଯେଉଁଭଳି ଲଢ଼ୁଆ ଖେଳ ପ୍ରଦର୍ଶନ କରିଛନ୍ତି ସାରା ଦେଶ ସେମାନଙ୍କ ପାଇଁ…

ବିଜୟ ପରେ ଖେଳାଳିଙ୍କ ସହ ଫୋନରେ କଥା…

ଟୋକିଓ: ଦୀର୍ଘ ୪୧ ବର୍ଷ ପରେ ଅଲିମ୍ପିକ୍ସରେ ପଦକ ଜିତିଛି ଭାରତୀୟ ହକି ଦଳ। ଏହି ଐତିହାସିକ ମୁହୁର୍ତ୍ତର ସାକ୍ଷୀ ପାଲଟିଛି ସାରା ଦେଶ। ଶକ୍ତିଶାଳୀ ଜର୍ମାନୀକୁ ୫-୪ରେ ହରାଇ ବ୍ରୋଞ୍ଜ ଜିତିଛି ଭାରତ। ମ୍ୟାଚ୍ ଜିତିବା ପରେ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ…

ବ୍ରୋଞ୍ଜ ପଦକ ଜିତିବା ପରେ ଭାରତୀୟ ହକି…

ଭୁବନେଶ୍ୱର: ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ହକି ଟିମର ଐତିହାସିକ ବିଜୟ। ଦୀର୍ଘ ୪୧ବର୍ଷ ପରେ ଭାରତୀୟ ହକି ଟିମ୍‌କୁ ମଳିଛି ପଦକ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ବ୍ରିଲିଆଣ୍ଟ ଇନ୍ ବ୍ଲୁ ଲେଖି ଭାରତୀୟ ହକି ଟିମକୁ ପ୍ରଶଂସା କରିଛନ୍ତି ନବୀନ।…

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ…

ନୂଆଦିଲ୍ଲୀ: ଆଜି କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବାସଭରାଜ ବୋମ୍ମାଇ। ଗତକାଲି ବେଙ୍ଗାଲୁରୁରେ ବିଜେପି ବିଧାୟକ ଦଳ ବୈଠକରେ ତାଙ୍କୁ ନେତା ଚୟନ କରାଯାଇଛି। ବୈଠକ ପରେ ବିଧାୟକ ଦଳର ନିଷ୍ପତ୍ତିକୁ ଘୋଷଣା କରିଥିଲେ। ବିଧାୟକ ଦଳ ବୈଠକରେ ବାସବରାଜ ବୋମାଇଙ୍କୁ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ…

ଆଜିଠୁ କର୍ଣ୍ଣାଟକରେ ବାସବରାଜ ବୋମାଇଙ୍କ…

କର୍ଣ୍ଣାଟକ: ଆଜିଠୁ କର୍ଣ୍ଣାଟକରେ ଆରମ୍ଭ ହେବ ବାସବରାଜ ବୋମାଇଙ୍କ ସରକାର। ଆଜି ବାସବରାଜ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଗତକାଲି ବେଙ୍ଗାଲୁରୁରେ ବିଜେପି ବିଧାୟକ ଦଳ ବୈଠକରେ ତାଙ୍କୁ ନେତା ଚୟନ କରାଯାଇଛି। ବୈଠକ ପରେ ବିଧାୟକ ଦଳର ନିଷ୍ପତ୍ତିକୁ ଘୋଷଣା କରିଥିଲେ ଦିଲ୍ଲୀରୁ…

ପୁରୀରେ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍…

ପୁରୀ:  ପୁରୀରେ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ଶୃଙ୍ଖଳିତ ରଥଯାତ୍ରା ପାଇଁ ପୁରୀବାସୀଙ୍କୁ ଧନ୍ୟବାଦ ଦେବା ସହ ମୁଖ୍ୟମନ୍ତ୍ରୀ କହିଛନ୍ତି, କେବଳ ପୁରୀ ନୁହେଁ, ଓଡ଼ିଶା ବିକାଶରେ ଏହା ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି। ଏବେ ପୁରୀ ସହରର…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ…

କର୍ଣ୍ଣାଟକ: ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ୟେଦୁରପ୍ପା। କିଛିଦିନ ଧରି ତାଙ୍କର ଇସ୍ତଫା ନେଇ ଚର୍ଚ୍ଚା ହୋଇ ଆସୁଥିଲା ବେଳେ ଆଜି ସେ ନିଜ ଇସ୍ତଫା ଘୋଷଣା କରିଛନ୍ତି। ମଧ୍ୟାହ୍ନ ଭୋଜନ ବିରତି ପରେ ଇସ୍ତଫା ଦେବେ‌ କହି ୟେଦିୟୁରପ୍ପା ବିଧାନସଭାରେ କାନ୍ଦି ପକାଇଛନ୍ତି। ତାଙ୍କ ସରକାରଙ୍କ ଦୁଇ ବର୍ଷ…

ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ରେଡିମେଟ କପଡ଼ା…

ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ରେଡିମେଟ କପଡ଼ା ଫ୍ୟାକ୍ଟ୍ରିଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ୧୮୦୦ କର୍ମଚାରୀଙ୍କୁ ନିଯୁକ୍ତି ଖୋର୍ଦ୍ଧା: ୱାଇଲ୍ଡ ଲୋଟସ ଫ୍ୟାସନ ଫାଇଭେଟ ଲିମିଟେଡ ପକ୍ଷରୁ ଖୋର୍ଦ୍ଧା ଛତାବର ଶିଳ୍ପାଞ୍ଚଳ ଠାରେ ଆରମ୍ଭ ହୋଇଛି ଏକ ରେଡିମେଟ କପଡ଼ା ଫ୍ୟାକ୍ଟ୍ରି। ମୁଖ୍ୟମନ୍ତ୍ରୀ ନବୀନ…

ମୁଖ୍ୟମନ୍ତ୍ରୀ ପଦରୁ ୟେଦୁୟେରପ୍ପାଙ୍କ…

କର୍ଣ୍ଣାଟକ: କର୍ଣ୍ଣାଟକରେ ପୁଣି ରାଜନୈତିକ ଅସନ୍ତୋଷ ଦେଖାଦେଇଛି। କର୍ଣ୍ଣାଟକ ବିଜେପିର ନେତୃତ୍ୱ ପରିବର୍ତ୍ତନ ନେଇ ଚର୍ଚ୍ଚା ଜୋର ଧରିଛି। ଏହାରି ମଧ୍ୟରେ ମୁଖ୍ୟମନ୍ତ୍ରୀ ବି.ଏସ୍ ୟେଦୁୟେରପ୍ପା ପଦରୁ ଇସ୍ତଫା ଦେବା ନେଇ ସଂକେତ ଦେଇଛନ୍ତି। ସେ କହିଛନ୍ତି କି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜୁଲାଇ ୨୫…