Odisha Link
Bridging the Missing Links in Odisha
Browsing Tag

ମୃତ୍ୟୁ ସଂଖ୍ୟା

ହିମାଚଳ ପ୍ରଦେଶ ଭୂସ୍ଖଳନ ଘଟଣା: ମୃତ୍ୟୁ…

ହିମାଚଳ ପ୍ରଦେଶ: ହିମାଚଳ ପ୍ରଦେଶ ଭୂସ୍ଖଳନ ଘଟଣାରେ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି। ମାଟି ଅତଡା ଧସିବାରୁ ଏକ ଯାତ୍ରୀବାହୀ ବସ୍ ସମେତ ବିଭିନ୍ନ ଗାଡିରେ ପ୍ରାୟ ୫୦ ଜଣ ଫସି ରହିଛନ୍ତି। ତେଣୁ ମୃତ୍ୟୁସଂଖ୍ୟା ଆହୁରି ବଢିବା ଆଂଶକା କରାଯାଉଛି। ଘଟଣାସ୍ଥଳରୁ ୧୪ ଜଣଙ୍କୁ ଉଦ୍ଧାର କରାଯାଇଛି। ଏବେ ବି…

ରାଜ୍ୟରେ ଆଉ ୪୩ ଜୀବନ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ କିଛି ଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମିବାର ନାଁ ନେଉନି। ଗତ ୨୪ ଘଣ୍ଟା ମଧ୍ୟରେ ୬୦୧୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା…

ରାଜ୍ୟରେ କରୋନା: ଦିନକରେ ୭୧୮୮…

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ କମିଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୧୮୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ୩୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦୨୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୧୬୨ ଜଣ ସ୍ଥାନୀୟ…

ଆଉ ୨୨ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କାୟା ମେଲାଇ ଚାଲିଛି କରୋନା। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ଥମୁନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ୧୦୭୫୭ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍…

ରାଜ୍ୟରେ କରୋନା: ଦିନକରେ ୧୦ ହଜାରରୁ…

ଭୁବନେଶ୍ୱର: ରାଜ୍ୟରେ ହୁହୁ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। କ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୧୦୬୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୯୬୫ ଜଣ…

ଦେଶରେ କରୋନା: ଦିନକରେ ୪୨୦୫ ମୃତ

ନୂଆଦିଲ୍ଲୀ: ଦେଶରେ ଅଣାୟତ୍ତ ହେଲାଣି କରୋନା। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୨୦୫ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ଦିନକରେ ୩ ଲକ୍ଷ ୪୮ ହଜାର ୪୨୧ ଜଣ ଆକ୍ରାନ୍ତ ହୋଇଛନ୍ତି। ଦେଶରେ ମୋଟ ମୃତ୍ୟୁ ସଂଖ୍ୟା…

ଆଉ ୧୭ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା। କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟାରେ ଲାଗୁନି ବ୍ରେକ୍। ଗତ ୨୪ ଘଣ୍ଟା ମଧ୍ୟରେ ୧୦୯୮୨ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣ କରୋନା ଆକ୍ରାନ୍ତ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍…

କରୋନା ନେଲା ଆଉ ୧୯ ଜୀବନ

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟାରେ ମଧ୍ୟ ବ୍ରେକ୍‌ ଲାଗୁନି। ଗତ ୨୪ ଘଣ୍ଟା ମଧ୍ୟରେ ୧୨୨୩୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍…

ଆଉ ୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା ସ୍ଥିତି। ଦିନକୁ ଦିନ ବଢ଼ିବାରେ ଲାଗିଛି ସଂକ୍ରମଣ ହାର। ଏଥିସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି ଯାହା ଚିନ୍ତାଜନକ ସ୍ଥିତି ସୃଷ୍ଟି କଲାଣି। ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନାରେ ୧୭ ଜଣଙ୍କର ମୃତ୍ୟୁ ହୋଥିବା ବେଳେ ରାଜ୍ୟରେ କରୋନାଜନିତ…

ଦେଶରେ କରୋନା: ୨୪ ଘଣ୍ଟାରେ ୩୭୮୦ ମୃତ

ନୂଆଦିଲ୍ଲୀ: ଦେଶରେ ଅଣାୟତ୍ତ ହେଲାଣି କରୋନା ସ୍ଥିତି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ହୁହୁ ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଯାହା ଚିନ୍ତାଜନକ ସ୍ଥିତି ସୃଷ୍ଟି କଲାଣି। ଏହାରି ମଧ୍ୟରେ ଦେଶରେ ଗତ ୨୪ ଘଣ୍ଟାରେ ୩ହଜାର ୭୮୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଦେଶରେ ୨୪…