Odisha Link
Bridging the Missing Links in Odisha
Browsing Tag

ମୌସୁମୀ ଅଧିବେଶନ

ଆଜି ମୌସୁମୀ ଅଧିବେଶନର ଶେଷ ଦିନ

ଭୁବନେଶ୍ବର: ଆଜି ସରୁଛି ବିଧାନସଭାର ମୌସୁମୀ ଅଧିବେଶନ। ଶେଷ ଦିନରେ ସଂରକ୍ଷଣକୁ ୫୦ ପ୍ରତିଶତରୁ ଅଧିକ କରିବା ପାଇଁ ସଂକଳ୍ପ ଆଗତ ହେବ। ସଂରକ୍ଷଣ ୫୦ ପ୍ରତିଶତରୁ ଅଧିକ ହେବ ନାହିଁ ବୋଲି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ସେହିପରି ଜାତି ଭିତ୍ତିକ ଜନଗଣନା ପାଇଁ ମଧ୍ୟ ବିଧାନସଭାରେ ସଂକଳ୍ପ ଆଗତ ହେବ।…

ମୌସୁମୀ ଅଧିବେଶନ: ୧୧.୩୦ ପର୍ଯ୍ୟନ୍ତ ଗୃହ…

ଭୁବନେଶ୍ୱର: ଷୋଡ଼ଶ ବିଧାନସଭାର ସପ୍ତମ ଅଧିବେଶନର ଆଜି ଦ୍ୱିତୀୟ ଦିନ। ଦ୍ୱିତୀୟ ଦିନ ଆରମ୍ଭରୁ ଗୃହରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। ଆଜି ଗୃହ କାର୍ଯ୍ୟ ଆରମ୍ଭ ହେଉ ହେଉ ବିରୋଧୀ ବିଭିନ୍ନ ପ୍ଲା କାର୍ଡ ଧରି ଗୃହରେ ନାରାବାଜି କରିଥିଲେ। ଏପରିକି ବାଚସ୍ପତିି ସୂର୍ଯ୍ୟନାରାୟଣଙ୍କ ପୋଡ଼ିୟମ ନିକଟକୁ…

ଶୋକ ପ୍ରସ୍ତାବ ସହ ଆରମ୍ଭ ହେଲା ମୌସୁମୀ…

ଭୁବନେଶ୍ୱର: ଷୋଡ଼ଶ ବିଧାନସଭାର ସପ୍ତମ ଅଧିବେଶନ ଆରମ୍ଭ। ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଯୋଡ଼ି ହୋଇଛନ୍ତି। ମୌସୁମୀ ଅଧିବେଶନରେ ଗୃହ କାର୍ଯ୍ୟ ଆରମ୍ଭରୁ ଦିବଙ୍ଗତ ନେତା ଓ କୋଭିଡ ଯୋଦ୍ଧା ମାନଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରସ୍ତାଵ ଆଗତ କରିଛନ୍ତି । ବିଧାନସଭାର…

ଆଜିଠୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ

ଭୁବନେଶ୍ବର: ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ। ଗୃହରେ ବିଭିନ୍ନ ପ୍ରସଙ୍ଗକୁ ନେଇ ମୁହାଁମୁହିଁ ହେବେ ଶାସକ ବିରୋଧୀ। ବିଭିନ୍ନ ପ୍ରସଙ୍ଗ ନେଇ ସରକାରଙ୍କୁ ଘେରିବାକୁ ବିରୋଧୀ ପ୍ରସ୍ତୁତ ରହିଥିବା ବେଳେ ବିରୋଧୀଙ୍କ ସବୁ ପ୍ରଶ୍ନର ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି ବୋଲି ଶାସକ ଦଳ…

ମୌସୁମୀ ଅଧିବେଶନ ପାଇଁ ତ୍ରୀସ୍ତରୀୟ…

ଭୁବନେଶ୍ବର: ଆସନ୍ତାକାଲି ବିଧାନସଭା ମୌସୁମୀ ଅଧିବେଶନ। ମୌସୁମୀ ଅଧିବେଶ ପାଇଁ ବିଧାନସଭା ପରିସରରେ ତ୍ରୀସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏଥିପାଇଁ ୩୦ ପ୍ଲାଟୁନ ପୋଲିସ ଫୋର୍ସ ସହ ୧୨୦ ଜଣ ଅଫିସରଙ୍କୁ ମୁତୟନ କରାଯାଇଛି। ପୋଲିସ କମିଶନର ପହଂଚି ସୁରକ୍ଷା ବ୍ୟବସ୍ଥାର ଯାଂଚ କରିଛନ୍ତି। ପୋଲିସ ଡିଜି…

ମୌସୁମୀ ଅଧିବେଶନରେ ୫ଘଣ୍ଟା ଚାଲିବ…

ଭୁବନେଶ୍ବର: ସେପ୍ଟେମ୍ବର ପହିଲାରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଆଜି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଚଳିତ ଥର ମୌସୁମୀ ଅଧିବେଶରେ ୫ଘଣ୍ଟା ଚାଲିବ ବିଧାନସଭା। ୧୦ଟା ୩୦ରୁ ୧ଟା ୩୦ ଏବଂ ୪ଟାରୁ ୬ଟା…

ଆଜିଠୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ

ନୂଆଦିଲ୍ଲୀ: ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ। କୋଭିଡ୍‌ କଟକଣା ଭିତରେ ଆରମ୍ଭ ହେବାକୁ ଯାଉଛି ମୌସୁମୀ ଅଧିବେଶନ। ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ ସଂସଦର ମୌସୁମୀ ଅଧିବେଶନ। ଏଥର ମୋଟ ୧୯ଟି କାର୍ଯ୍ୟଦିବସ ରହିଛି। ଉଭୟ ଲୋକସଭା ଓ ରାଜ୍ୟସଭାର ଅଧିବେଶନ ସକାଳ ୧୧ରୁ ସନ୍ଧ୍ୟା ୬ ଯାଏଁ ଚାଲିବ। କୋଭିଡ…

ସଂସଦର ମୌସୁମୀ ଅଧିବେଶନ ପୂର୍ବରୁ…

ନୂଆଦିଲ୍ଲୀ: ଆସନ୍ତା ୧୯ ତାରିଖରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହାର ଦିନକ ପୂର୍ବରୁ ୧୮ ତାରିଖ ସରକାର ଏକ ସର୍ବ ଦଳୀୟ ବୈଠକ ଡାକିଛନ୍ତି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉପସ୍ଥିତ ରହିବେ। କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଏହି ବୈଠକ ପାଇଁ ସବୁ…

ଜୁଲାଇ ୧୯ରୁ ସଂସଦର ମୌସୁମୀ ଅଧିବେଶନ…

ନୂଆଦିଲ୍ଲୀ: ଜୁଲାଇ ୧୯ରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ। ମୌସୁମୀ ଅଧିବେଶନ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ। ଏନେଇ ସୂଚନା ଦେଇଛନ୍ତି ଲୋକସଭା ବାଚସ୍ପତି ଓମ ବିର୍ଲା। ସେ କହିଛନ୍ତି ଯେ, ଜୁଲାଇ ୧୯ରୁ ଅଗଷ୍ଟ ୧୩ପର୍ଯ୍ୟନ୍ତ ସଂସଦର ମୌସୁମୀ ଅଧିବେଶନ ଅନୁଷ୍ଠିତ ହେବ। ଏଥିରେ ୧୯ଟି କାର୍ଯ୍ୟଦିବସ ରହିବ।…