Odisha Link
Bridging the Missing Links in Odisha
Browsing Tag

ମୌସୁମୀ

ଆଜିଠୁ ମୌସୁମୀ ଅଧିବେଶନ; ସଂସଦରେ ଏହିସବୁ…

ଓଏଲ୍‌ ବ୍ୟୁରୋ: ଆଜିଠୁ ଆରମ୍ଭ ସଂସଦର ମୌସୁମୀ ଅଧିବେଶନ। ପ୍ରଥମଥର ପାଇଁ ନବନିର୍ମିତ ସଂସଦ ଭବନରେ ଅଧିବେଶନ ଅନୁଷ୍ଠିତ ହେବ। ଏଥର ମୌସୁମୀ ଅଧିବେଶନରେ କମ୍ପିବ ସଂସଦ। କାରଣ ବିଭିନ୍ନ ପ୍ରସଙ୍ଗରେ ଶାସକ ଦଳକୁ କାଉଣ୍ଟର କରିବା ପାଇଁ ବିରୋଧୀ ସଜବାଜ ହୋଇ ସାରିଥିବା ବେଳେ ଶାସକ ଦଳ ତାର ଉତ୍ତର ଦେବା ପାଇଁ…

ସେପ୍ଟେମ୍ବର ୧ରୁ ବିଧାନସଭା ମୌସୁମୀ…

ଭୁବନେଶ୍ବର: କରୋନା କାଳରେ ଅନୁଷ୍ଠିତ ହେବ ବିଧାନସଭା ମୌସୁମୀ ଅଧିବେଶନ। ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ମୁତାବିକ ସେପ୍ଟେମ୍ବର ୧ରୁ ଆରମ୍ଭ ହେବ ମୌସୁମି ଅଧିବେଶନ। ଏହା ସେପ୍ଟେମ୍ବର ୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଅଧିବେଶନ ସମୟରେ ପୂରା କୋଭିଡ୍ ଗାଇଡ୍‌ଲାଇନ୍‌ ପାଳନ…

ଓଡ଼ିଶା ​ଛୁଇଁଲା ମୌସୁମୀ

ଭୁବନେଶ୍ୱର: ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ମୌସୁମୀ ବାୟୁ ସାରା ରାଜ୍ୟରେ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।…

୧୦ରେ ଓଡ଼ିଶା ଛୁଇଁବ ମୌସୁମୀ !

ଭୁବନେଶ୍ୱର: ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ଜାରି ରହିଛି। ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ଦାନା ବାନ୍ଧୁଛି। ଏହା ମୌସୁମୀକୁ ସକ୍ରିୟ କରିବ। ଓଡ଼ିଶାରେ ଆସନ୍ତା ଦୁଇଦିନ (୯ ଜୁନ ଓ ୧୦ ଜୁନ୍‌) ଭିତରେ ପହଞ୍ଚିପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି, ବୁଧବାର…

ଜୁନ ୮ରେ ଦକ୍ଷିଣ ଓଡ଼ିଶା ଛୁଇଁବ ଦକ୍ଷିଣ…

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ମୌସୁମୀ ଆନ୍ଧ୍ର ପ୍ରଦେଶରେ ପହଞ୍ଚି ସାରିଥିବା ବେଳେ ଏହା ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶର ଅନେକ ଅଞ୍ଚଳକୁ ଆଚ୍ଛାଦିତ କରିସାରିଛି। ଏହି ପରିପ୍ରେକ୍ଷୀରେ ଜୁନ ୮ କିମ୍ବା ୯ ସୁଦ୍ଧା ଏହା ଦକ୍ଷିଣ ଓଡ଼ିଶା ଛୁଇଁବ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଏବଂ…

ରଜ ବେଳକୁ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ବର: ରଜ ବେଳକୁ ଓଡ଼ିଶାରେ ମୌସୁମୀ ବାୟୁ ଆସିବାର ସମ୍ଭାବନା ରହିଛି। ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ କେରଳ ଛୁଇଁବା ପରେ ଏହା ସ୍ପଷ୍ଚ ହୋଇଛି। ସାଧାରଣତଃ ମୌସୁମୀ କେରଳ ଛୁଇଁବାର ୧୦ରୁ ୧୨ ଦିନ ପରେ ଓଡ଼ିଶା ଆସିଥାଏ। ସ୍ବାଭାବିକ ଭାବେ ଜୁନ୧ରେ ମୌସୁମୀ କେରଳ ଛୁଇଁଲେ ଓଡ଼ିଶାରେ ଜୁନ ୧୦ରୁ ୧୨…

କେରଳ ଛୁଇଁଲା ମୌସୁମୀ

ଭୁବନେଣ୍ବର: ଆଜି କେରଳ ଛୁଇଁଲା ମୌସୁମୀ। ଆଇଏମଡି ପୂର୍ବାନୁମାନ ସତ ହୋଇଛି। ଆଜି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି। କେରଳର ଦକ୍ଷିଣାଞ୍ଚଳକୁ ମୌସୁମୀ ଛୁଇଁଥିବା ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି। ମୌସୁମୀ ଆଜି କେରଳ ଛୁଇଁବ ବୋଲି ଆଇଏମଡି ପୂର୍ବାନୁମାନ କରିଥିଲା। ତେବେ କେରଳ ଛୁଇଁବାର…

ଜୁନ୍ ଦ୍ୱିତୀୟ ସପ୍ତାହ ସୁଦ୍ଧା ଓଡ଼ିଶା…

ଭୁବନେଶ୍ୱର: ଚଳିତ ବର୍ଷ ଶୀଘ୍ର ଓଡ଼ିଶା ଛୁଇଁବ ମୌସୁମୀ। ନିର୍ଦ୍ଧାରିତ ସମୟ ପୂର୍ବରୁ ମୌସୁମୀ ଆସିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଆସନ୍ତା ୩୦ କିମ୍ବା ୩୧ରେ ମୌସୁମୀ କେରଳ ଛୁଇଁବ। ସାଧାରଣତଃ ଜୁନ୍ ପହିଲାରେ ମୌସୁମୀ କେରଳ ଛୁଇଁଥାଏ। ଗତ ୨୧ ତାରିଖରେ ମୌସୁମୀ ଆଣ୍ଡାମାନ ନିକୋବର ଦ୍ୱୀପରେ ପହଞ୍ଚି…

ଜୁନ୍‌ ପହିଲାରେ କେରଳ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ: ଜୁନ୍‌ ପହିଲାରେ କେରଳ ଛୁଇଁବ ମୌସୁମୀ। ମୌସୁମୀ ଜୁନ ୧ରେ କେରଳ ଛୁଇଁବା ନେଇ  ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଜୁନ ୧ରେ ଦକ୍ଷିଣ ମୌସୁମୀ ବାୟୁ କେରଳ ଛୁଇଁବା ନେଇ ସୂଚନା ଦିଆଯାଇଛି। ପୂର୍ବରୁ  ପାଣିପାଗ ସଂସ୍ଥା ସ୍କାଇମେଟ ପୂର୍ବାନୁମାନ କରିକହିଥିଲା ଯେ, ଭାରତର…