Odisha Link
Bridging the Missing Links in Odisha
Browsing Tag

ଯବାନ

ଘରେ ପହଞ୍ଚିବା ପୂର୍ବରୁ ଚାଲିଗଲା…

ଓଏଲ୍‌ ବ୍ୟୁରୋ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ଜଣେ ପୁଲିସ କର୍ମଚାରୀଙ୍କ ଜୀବନ। ଗତକାଲି ବିଳମ୍ବିତ ରାତିରେ ମାଲକାନଗିରି ଜିଲ୍ଲା ଚମ୍ପାଖାରି ନିକଟରେ ହୋଇଥିବା ଦୁର୍ଘଟଣାରେ ଜଣେ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଉଛନ୍ତି ଡିଭିଏଫ ଯବାନ ବିଶ୍ବନା…

ଯବାନଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ

ମାଲକାନାଗିରି: ସୀମାନ୍ତ ଛତିଶଗଡ଼ରେ ପୁଣି ମାଓବାଦୀ ଓ ଯବାନ ମୁହାଁମୁହିଁ। ଗୁଳି ବିନିମୟରେ ୨ ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତକଙ୍କ ମଧ୍ୟରେ ଜଣେ ନକ୍ସଲ କମାଣ୍ଡର ନିହତ ହୋଇଥିବା ଜଣାପଡିଛି। ସୁକୁମା ଜିଲ୍ଲା କୋଣ୍ଟା ବ୍ଲକର ଗୋମ୍ପାଡ଼ ଜଙ୍ଗଲରେ ଡିଆରଜି ଓ ସିଆରପିଏଫ ଯବାନ ଏରିଆ…

ରାସ୍ତା କଡ଼ରୁ ଯବାନଙ୍କ ମୃତଦେହ ଉଦ୍ଧାର

ଯାଜପୁର: ରାସ୍ତା କଡ଼ରୁ ମିଳିଲା ଯବାନଙ୍କ ମୃତଦେହ ଉଦ୍ଧାର। ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ରାୟଧରାପୁର-ବନ୍ଧଢ଼ିହ ରାସ୍ତା ପାର୍ଶ୍ୱରୁ ଯବାନଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି। ଯବାନଙ୍କ ନାଁ ଜିତେନ୍ଦ୍ର ଜେନାସାମନ୍ତ ହୋଇଥିବା ବେଳେ ତାଙ୍କ ଘର ଜନକ ଗାଁରେ। ସୂଚନା ମୁତାବକ, ଭାରତୀୟ…

ଯବାନଙ୍କ ଉନ୍ମତ୍ତକାଣ୍ଡ: ସ୍ତ୍ରୀକୁ ମାରି…

ଢେଙ୍କାନାଳ: ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଆର୍ମି ଯବାନଙ୍କ ଉନ୍ମତ୍ତକାଣ୍ଡ। ଛୁଟିରେ ଆସି ଶ୍ବଶୁର ଘରେ ପଶି ସ୍ତ୍ରୀକୁ ବାଡେଇ ବାଡେଇ ହତ୍ୟା। ଫ୍ୟାନ ରଡ଼ରେ ପତ୍ନୀକୁ ପିଟି ପଟି ନିର୍ମମ ଭାବେ ହତ୍ୟା କରିଛି ସ୍ବାମୀ ଥାନାରେ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି।ଏଥିସହ ଶ୍ୱଶୁରଙ୍କୁ ମଧ୍ୟ ନିସ୍ତୁକ…

ମାଓବାଦୀଙ୍କ ବର୍ବରକାଣ୍ଡ: ଯବାନଙ୍କୁ…

ମାଲକାନଗିରି: ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ମାଓବାଦୀଙ୍କ ବର୍ବରକାଣ୍ଡ। ଘରୁ ଡାକି ନେଇ ଜଣେ ଡିଆର୍‌ଜି ଯବାନଙ୍କୁ ନେଇ ଗଳାକାଟି ହତ୍ୟା କରିଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି। ଦୂଚନା ମୁତାବକ, ଦୋର୍ନାପାଲ ଥାନା ଅନ୍ତର୍ଗତ ପେଟା ଗାଁର ଡିଆରଜି ଜବାନ ବେଟ୍ଟି ଭିମା…