Odisha Link
Bridging the Missing Links in Odisha
Browsing Tag

ରଥଯାତ୍ରା

ପୁରୀ ଛଡା ଅନ୍ୟ କେଉଁଠି ହେବନି…

ପୁରୀ: ପୁରୀ ଛଡା ଅନ୍ୟ କେଉଁଠି ରଥଯାତ୍ରା ଆୟୋଜନ ହୋଇପାରିବ ନାହିଁ। ରଥଯାତ୍ରା ଆୟୋଜନ ପାଇଁ ହୋଇଥିବା ଏକାଧିକ ଆବେଦନ ଖାରଜ କରି ସୁପ୍ରିମକୋର୍ଟ। ସୁପ୍ରିମକୋର୍ଟଙ୍କ ଖଣ୍ଡପୀଠ ଆଜି ଏହାର ଶୁଣାଣି କରିଛନ୍ତି। CJI ଏନ୍.ଭି ରମଣାଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଶୁଣାଣି କରି ଏହି ରାୟ ଦେଇଛନ୍ତି।…

ରଥରେ ନରବିରାଳ ଚିତ୍ରକୁ ନେଇ ବିବାଦ

ପୁରୀ: ମହାପ୍ରଭୁଙ୍କ ରଥଯାତ୍ରା ପାଖେିଇ ଆସୁଥିବା ବେଳେ ଚାଲିଛି ଚୂଡାନ୍ତ ପ୍ରସ୍ତୁତି। ପୁରୀ ରଥଖଳାରେ ଜୋରସୋରରେ ଆଗେଇ ଚାଲିଛି ରଥକାମ। ହେଲେ ଶ୍ରୀଜିଉଙ୍କ ରଥରେ ନରବିରାଳ ଚିତ୍ରକୁ ନେଇ ବିବାଦ ଦେଖାଦେଇଛି। ରଥରେ ଏହି ଚିତ୍ରକୁ ନେଇ ନନ୍ଦିଘୋଷ ରଥର ମୁଖ୍ୟ ମହାରଣା ବିଜୟ ମହାପାତ୍ର ପ୍ରଶ୍ନ କରିଛନ୍ତି।…

ସୁରକ୍ଷା ବ୍ୟବସ୍ଥା ନେଇ ଡିଜିଙ୍କ…

ପୁରୀ: ରଥଯାତ୍ରା ନେଇ ପୋଲିସ ଡିଜିଙ୍କ ସୁରକ୍ଷା ସମୀକ୍ଷା। ପୁରୀ ଗସ୍ତରେ ଯାଇ ରଥଯାତ୍ରା ନେଇ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ ଡିଜି ଅଭୟ। ରଥଯାତ୍ରା ବେଳେ କରୋନା ନିୟମ ମାନିବାକୁ ଆହ୍ୱାନ କଲେ ଡିଜିପି। ଘରେ ରହି ଟିଭିରେ ରଥଯାତ୍ରା ଦେଖିବାକୁ ପରାମର୍ଶ ଦେଇଛନ୍ତି। ଗତବର୍ଷ…

ପୁରୀ ବ୍ୟତୀତ ଅନ୍ୟ କୌଣସି ସ୍ଥାନରେ…

କଟକ: ପୁରୀ ଛଡ଼ା ଅନ୍ୟା ଜାଗାରେ ରଥଯାତ୍ରା ପାଇଁ ଆବେଦନ ପ୍ରସଙ୍ଗରେ ହସ୍ତକ୍ଷେପ କରିବାକୁ ମନା କଲେ ହାଇକୋର୍ଟ। କେନ୍ଦ୍ରାପଡ଼ା ଓ ଭଟଲୀରେ ରଥଯାତ୍ରା ପାଇଁ ୫ଟି ମାମଲା ହୋଇଥିଲା। କେନ୍ଦ୍ରାପଡ଼ା ପାଇଁ ୪ଟି ଓ ଭଟଲୀ ପାଇଁ ଗୋଟିଏ ମାମଲା ହୋଇଥିଲା। ହସ୍ତକ୍ଷେପ ପାଇଁ ମନା ସହ ୫ ମାମଲାର ଅନ୍ତ କରିଛନ୍ତି…

ରଥଯାତ୍ରା ପାଇଁ ୪ଥର ହେବ କରୋନା ଟେଷ୍ଟ

ପୁରୀ: ରଥଯାତ୍ରା ପାଇଁ ୪ଥର ହେବ କରୋନା ଟେଷ୍ଟ। ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ କୋଭିଡ ପରିଚାଳନା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବୈଠକ ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଆଜି ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି। ରଥ ସହ ସମ୍ପୃକ୍ତ ସେବାୟତଙ୍କ ୪ ଥର…

ଚଳିତ ବର୍ଷ ମଧ୍ୟ ଭକ୍ତ ଶୂନ୍ୟ ହେବ…

ଭୁବନେଶ୍ୱର: ପୁରୀ ରଥଯାତ୍ରା ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ପୂର୍ବ ବର୍ଷ ଭଳି ଏଥର ମଧ୍ୟ ପୁରୀରେ ହେବ ଭକ୍ତ ଶୁନ୍ୟ ରଥଯାତ୍ରା। ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ପ୍ରେସ୍‌ମିଟ୍‌ ଜରିଆରେ ସୂଚନା ଦେଇଛନ୍ତି। ଏସ୍ଆର୍‌ସିଙ୍କ ସୂଚନା ମୁତାବକ, ପୁରୀ ଛଡ଼ା ଓଡିଶା ଅନ୍ୟ…

ୟୁ-ଟ୍ୟୁବରେ ହେବ ରଥଯାତ୍ରାର…

ଭୁବନେଶ୍ୱର: ପାଖେଇ ଆସୁଛି ମହାପ୍ରଭୁଙ୍କର ପବିତ୍ର ରଥଯାତ୍ରା। ମାତ୍ର ରାଜ୍ୟରେ କରୋନା ମହାମାରୀ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ଚଳିତବର୍ଷ ୟୁ-ଟ୍ୟୁବ ଜରିଆରେ ପୁରୀ ରଥଯାତ୍ରାର ସିଧାପ୍ରସାରଣ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।…

ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ରଥ…

ପୁରୀ: ପାଖେଇ ଆସୁଛି ଶ୍ରୀଜିଉଙ୍କ ରଥଯାତ୍ରା। ଏଥିପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଏଥିପାଇଁ ପୁରୀ ଖଳାରେ ପହଞ୍ଚିଛି ରଥ ଦଉଡ଼ି। ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ମିଳିଛି ୨୦ଟି ଦଉଡି। ପୁରୀରେ ୧୪ଟି ରଥ ଦଉଡି ଓ ୬ଟି କର୍ଡନ ଦଉଡି ପହଞ୍ଚିଥିବା ଜଣାପଡିଛି। ରାଜ୍ୟ କତା ନିଗମ ପକ୍ଷରୁ ଏହି ରଥ ଦଉଡି…

ରଥଯାତ୍ରା ପାଇଁ ଅନୁମତି ଦେଲେ ଜଗନ୍ନାଥ…

ନୂଆଦିଲ୍ଲୀ: 'ଆମେ ଯଦି ପୁରୀରେ ରଥଯାତ୍ରା କରିବାକୁ ଅନୁମତି ଦେଉ, ପ୍ରଭୁ ଜଗନ୍ନାଥ ଆମକୁ କ୍ଷମା କରିବେନାହିଁ।' ରଥଯାତ୍ରା ପ୍ରସଙ୍ଗରେ ଶୁଣାଣି ବେଳେ ଏ କଥା କହିଛନ୍ତି ସୁପ୍ରିମ୍‌ କୋର୍ଟର ମୁଖ୍ୟ ବିଚାରପତି ଶରଦ ଅରବିନ୍ଦ ବୋବ୍‌ଡ଼େ। ବିଚାରପତି ବୋବ୍‌ଡେଙ୍କ ନେତୃତ୍ବରେ ଏକ ତିନିଜଣିଆ ଖଣ୍ଡପୀଠ ଆଜି…

ଏଥର ହେବନାହିଁ ରଥଯାତ୍ରା: ସୁପ୍ରିମ୍‌…

ନୂଆଦିଲ୍ଲୀ: ରଥଯାତ୍ରା ପାଇଁ ରଥନିର୍ମାଣ ଓ ଅନ୍ୟାନ୍ୟ ପ୍ରସ୍ତୁତି ଆଗେଇ ଚାଲିଥିବା ବେଳେ ଆଜି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ସୁପ୍ରିମ୍‌ କୋର୍ଟ। ରଥଯାତ୍ରାର ସମସ୍ତ ପାରମ୍ପରିକ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ମାତ୍ର ୫ ଦିନ ଆଗରୁ ଏ ଯାତ୍ରା ବନ୍ଦ ପାଇଁ ନିର୍ଦ୍ଦେଶ…