ଘୋଷଣା ହେଲା ରାଜ୍ୟସଭା ଉପନିର୍ବାଚନ…
ନୂଆଦିଲ୍ଲୀ: ଘୋଷଣା ହେଲା ରାଜ୍ୟସଭା ଉପନିର୍ବାଚନ ତାରିଖ। ରାଜ୍ୟସଭାର ଖାଲି ପଡ଼ିଥିବା ୬ ଆସନ ପାଇଁ ଉପନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ଅକ୍ଟୋବର ୪ ତାରିଖରେ ରାଜ୍ୟସଭା ଉପନିର୍ବାଚନ କରାଇବାକୁ ନିର୍ବାଚନ କମିଶନ ଘୋଷଣା କରିଛନ୍ତି।
ରାଜ୍ୟସଭାର ଯେଉଁ ୬ଟି ଆସନ ପାଇଁ ଉପନିର୍ବାଚନ ହେବ,…