Odisha Link
Bridging the Missing Links in Odisha
Browsing Tag

ଲଘୁଚାପ

ଆଉ ଏକ ଲଘୁଚାପ, ୫ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର: ବାତ୍ୟା ଗୁଲାବ ପରେ ଆଉ ଏକ ଲଘୁଚାପ। ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ଏହା ପଶ୍ଚିମବଙ୍ଗ ଉପକୂଳରେ ଘନୀଭୁତ ହେବା ପରେ ଉତ୍ତର ଦିଗକୁ ଗତି କରିବ ବୋଲି ପୂ୍ର୍ବାନୁମାନ କରିଛି ଆଞ୍ଚଳିକ…

୧୨ ଘଣ୍ଟା ଭିତରେ ଅବପାତର ରୂପ ନେବ…

ଭୁବନେଶ୍ବର: ୧୨ ଘଣ୍ଟା ଭିତରେ ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ। ୨୬ତାରିଖରେ ବାତ୍ୟା ସ୍ଥଳଭାଗ ଛୁଇଁବା ଆଶଙ୍କା ରହିଛି। ଲଘୁଚାପ ୱେଲମାର୍କରେ ପରିଣତ ହୋଇଥିବା ବେଳେ ବାତ୍ୟା ନେଇ ଆଶଙ୍କା କରାଯାଉଛି। ପୁରୀ ଓ ଗୋପାଳପୁର ମଧ୍ୟରେ ବାତ୍ୟା ଅତିକ୍ରମ କରିପାରେ। ଏହାର ପ୍ରଭାବରେ ଦକ୍ଷିଣ…

ଆଉ ଏକ ଲଘୁଚାପ, ୨୬ରୁ ବର୍ଷିବ

ଭୁବନେଶ୍ୱର: ଲଘୁଚାପଜନିତ ବର୍ଷା ପରେ ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି ଉପୁଜିଛି। ଏହାରି ମଧ୍ୟରେ ୨୪ରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଆଗକୁ ଆହୁରି ବର୍ଷା ହେବ। ମଙ୍ଗଳବାର ଓଡ଼ିଶା ପାଖରେ ଥିବା ଲଘୁଚାପ ଏବେ ଝାଡ଼ଖଣ୍ଡ ଉପରେ। ମାତ୍ର ମିଆଁମାର ଉପକୂଳରେ…

ଦାନା ବାନ୍ଧିଲାଣି ଆଉ ଏକ ଲଘୁଚାପ

ଭୁବନେଶ୍ବର: ବଙ୍ଗୋପସାଗରରେ ଦାନା ବାନ୍ଧିଲାଣି ଆଉ ଗୋଟିଏ ଲଘୁଚାପ । ୧୮ ତାରିଖ ବେଳକୁ ବଙ୍ଗୋପସାଗର ଉପରେ ଲଘୁଚାପ ବଳୟ ସୃଷ୍ଟି ହୋଇ ୧୯ ତାରିଖରେ ପଶ୍ଚିମବଙ୍ଗର ମେଦିନୀପୁର ଓ ସଂଲଗ୍ନ ବାଲେଶ୍ବର ନିକଟରେ ରହିବ। ଏହା ବର୍ତମାନର ଲଘୁଚାପ ବଳୟ ଓ ମୌସୁମୀ ଟ୍ରଫ୍‌ର ପୂର୍ବ ଭାଗରେ ମିଶିବା ପରେ…

୧୭ରୁ ଆଉ ଏକ ଲଘୁଚାପ

ଭୁବନେଶ୍ବର: ଆସନ୍ତା୧୭ ତାରିଖ ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ଡ.ମୃତ୍ୟୁଞ୍ଜୟ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ପଶ୍ଚିମ…

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଏହାରି ମଧ୍ୟରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୧୧ ତାରିଖ ସୁଦ୍ଧା ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ…

ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଉତ୍ତରପୂର୍ବ ଓ ତତସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହୋଇପାରେ। ସେହିଭଳି ଦକ୍ଷିଣ ଛତିଶଗଡ଼ ଏବଂ ଆନ୍ଧ୍ର ଉପକୂଳରେ ଆଉ…

ଦାନା ବାନ୍ଧୁଛି ଲଘୁଚାପ, ପ୍ରବଳ ବର୍ଷା…

ଭୁବନେଶ୍ୱର: ଦାନା ବାନ୍ଧୁଛି ଲଘୁଚାପ। ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ବର୍ତ୍ତମାନ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶାର ଉପକୂଳ ଅଞ୍ଚଳରେ ସକ୍ରିୟ ଥିବା କହିଛି ପାଣିପାଗ ବିଭାଗ। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲା…

ଫନୀର ବର୍ଷେ ପରେ ପୁଣି ଲଘୁଚାପ:…

ଭୁବନେଶ୍ବର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୨୯ ତାରିଖ ସୁଦ୍ଧା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ଘଣ୍ଟାରେ ଏହି ଅଧିକ ସକ୍ରିୟ ହେବ । ଓଡ଼ିଶା ଉପରେ ଏହାର ପ୍ରଭାବ ଏଯାଏଁ ଆକଳନ ହୋଇପାରି ନାହିଁ ବୋଲି ପାଣିପାଗ ବିଭାଗ କହିଥିବା ବେଳେ ଗତକାଲି ଠାରୁ ଏଥିଲାଗି ରାଜ୍ୟରେ…