Odisha Link
Bridging the Missing Links in Odisha
Browsing Tag

ଲ୍ୟାଣ୍ଡଫଲ

ବାତ୍ୟା ୟାସର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା…

ଭୁବନେଶ୍ବର: ବାତ୍ୟା ୟାସର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ। ଦିନ ୧୦ଟା ୩୦ରୁ ୧୧ଟା ୩୦ ମଧ୍ୟରେ ଉପକୂଳ ଅତିକ୍ରମ କଲା ବାତ୍ୟା ୟାସ୍। ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଶେଷ ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଲେ। ବାତ୍ୟା ୟାସ ଉପକୂଳ ଅତିକ୍ରମ ବେଳେ ପବନର ବେଗ ୧୩୦ରୁ ୧୫୦କିମି ଥିଲା। ଆଗାମୀ ୩…

ବାତ୍ୟା ୟାସ୍‌ର ଲ୍ୟାଣ୍ଡଫଲ୍:…

ଭୁବନେଶ୍ବର: ବାତ୍ୟା ‘ୟାସ୍’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଏ ନେଇ ସ୍ବତନ୍ତ୍ର ରିଲିଫ୍ କମିଶନର ପ୍ରେସମିଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି। ସକାଳ ୯ଟାରୁ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଛି। ବାହାନଗା-ରେମୁଣା ମଧ୍ୟରେ ବରଜଧଉଳି ଗାଁ ନିକଟରେ ଲ୍ୟାଣ୍ଡଫଲ୍ କରିବ ‘ୟାସ୍’। ୩-୪ ଘଣ୍ଟା…

ବାତ୍ୟା ୟାସ୍‌ର ଲ୍ୟାଣ୍ଡଫଲ୍: ପବନର ବେଗ…

ବାଲେଶ୍ୱର: ବାତ୍ୟା ୟାସ୍‌ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ବାତ୍ୟା ୟାସ୍ ବାଲେଶ୍ୱର ଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରୁ ୫୦ କିଲୋମିଟର ଦୂରରେ ରହିଥିବା ବେଳେ ଏବେ ବାଲେଶ୍ୱରରେ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଏନେଇ ସୂଚନା ଦେଇଛନ୍ତି ଆଇଏମଡ଼ି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର।…

ମଧ୍ୟାହ୍ନ ସୁଦ୍ଧା ଲ୍ୟାଣ୍ଡଫଲ କରିବ…

ଭୁବନେଶ୍ୱର: ସ୍ଥଳଭାଗ ମୁହାଁ ହେଉଛି ବାତ୍ୟା ୟାସ୍। ଧାମରା ନିକଟ ବର୍ତ୍ତୀ ହେଲାଣି ବାତ୍ୟା। ବର୍ତ୍ତମାନ ବାତ୍ୟା ଧାମରାଠୁ ୪୦ କିଲୋମିଟର ଦୂରରେ ରହିଥିବା ନେଇ କହିଛନ୍ତି ଜାତୀୟ ପାଣିପାଗ ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର। ଏଥିସହ ବାତ୍ୟା ସ୍ଥଳ ଭାଗ ଛୁଇଁବା ସମୟରେ ଘଣ୍ଟାପ୍ରତି ୧୩୦ ରୁ ୧୪୦…

ବାତ୍ୟା ୟାସ୍‌: ଡେରିରେ ହେବ ଲ୍ୟାଣ୍ଡଫଲ

ଭୁବନେଶ୍ୱର: ଅତି ଭୀଷଣ ବାତ୍ୟାର ରୂପ ନେଇ ମାଡି ଆସୁଛି ବାତ୍ୟା ୟାସ୍। ଘଣ୍ଟା ପ୍ରତି ୧୧ କିମି ବେଗରେ ସ୍ଥଳଭାଗ ମୁହଁ ହେଉଛି ୟାସ୍। ସକାଳୁ ବାତ୍ୟା ଲ୍ୟାଣ୍ଡଫଲ କରିବା ନେଇ ପୂର୍ବାନୁମାନ କରାଯାଇଥିବା ବେଳେ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ସାମାନ୍ୟ ଡେରି ହେବ। ବିଳମ୍ବ ହେବ। ଏନେଇ ସୂଚନା ଦେଇଛନ୍ତି ଏସଆରସି…

ଆସନ୍ତାକାଲି ସକାଳେ ଲ୍ୟାଣ୍ଡଫଲ କରିବ…

ଭୁବନେଶ୍ବର: ଅତି ଭୀଷଣ ବାତ୍ୟାର ରୂପ ନେଲାଣି ସାମୁଦ୍ରିକ ବାତ୍ୟା ୟାସ୍। କାଲି ସକାଳୁ ସକାଳୁ ଲ୍ୟାଣ୍ଡଫଲ କରିବ ୟାସ୍। ଘଣ୍ଟାପ୍ରତି ୧୬ କିମି ବେଗରେ ଆଗକୁ ବଢ଼ୁଛି ବାତ୍ୟା ‘ୟାସ୍’। ବାତ୍ୟା ‘ୟାସ୍’ ଦକ୍ଷିଣ-ଦକ୍ଷିଣପୂର୍ବରେ ପାରାଦୀପ ଠାରୁ ୨୦୦ କିଲୋମିଟର ଦୂରରେ ଥିବା ବେଳେ ବାଲେଶ୍ୱର ଠାରୁ ୨୯୦ ଓ…