Odisha Link
Bridging the Missing Links in Odisha
Browsing Tag

ଶ୍ରୀଜିଉ

ରତ୍ନ ସିଂହାସନକୁ ବାହୁଡ଼ିବେ ଶ୍ରୀଜିଉ;…

ଓଏଲ୍‌ ବ୍ୟୁରୋ: ନବଦିନାତ୍ମକ ଯାତ୍ରା ସାରି ଫେରିବେ ଶ୍ରୀଜିଉ। ଆଜି ଏଥିପାଇଁ ମହାବାହୁଙ୍କ ବାହୁଡ଼ା ଯାତ। ଜନ୍ମବେଦୀରୁ ରତ୍ନ ସିଂହାସନକୁ ଯିବେ ତିନି ଭାଇ ଭଉଣୀ। ନାକଚଣା ଦ୍ୱାରରେ ଦଣ୍ଡାୟମାନ ତିନି ରଥ। ବଡଦାଣ୍ଡରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଛି। ଏପଟେ ପ୍ରଭୁ ସୁଦର୍ଶନ, ବଡ଼ ଠାକୁର…

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି। ଆଜି ଅପରାହ୍ନରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ। ଦତ୍ତମହାପାତ୍ର ସେବକମାନେ ଦାରୁଦିଅଁଙ୍କ ଏହି ସେବା କରିବେ।ବନକଲାଗି ନୀତି ପରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ଶୋଭା ବର୍ଦ୍ଧନ ହୋଇଥାଏ। ସୂଚନା…

ନୀଳାଦ୍ରି ବିଜେ: ଗୋଟି ପହଣ୍ଡିରେ…

ପୁରୀ: ଆଜି ମହାପ୍ରଭୁଙ୍କର ନୀଳାଦ୍ରି ବିଜେ। ଜନ୍ମବେଦୀରୁ ବାହୁଡ଼ିବା ପରେ ଆଜି ନୀଳକନ୍ଦରକୁ ବାହୁଡ଼ିବେ ମହାବାହୁ। ଏଥିପାଇଁ ଆରମ୍ଭ ହୋଇଛି ଶ୍ରୀଜିଉଙ୍କର ପହଣ୍ଡି। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତି ଗୋଟି ପହଣ୍ଡିରେ ରତ୍ନମଣ୍ଡପକୁ ବିଜେ କରୁଛନ୍ତି। ରାମକୃଷ୍ଣ ଓ ମଦନମୋହନ ଶ୍ରୀମନ୍ଦିରକୁ ବିଜେ…

ଆଜି ପବିତ୍ର ସୁନାବେଶ: ମହଣ ମହଣ ସୁନାରେ…

ପୁରୀ: ଆଜି ଶ୍ରୀଜିଉଙ୍କ ପବିତ୍ର ସୁନାବେଶ। ମହଣ ମହଣ ସୁନାରେ ସଜେଇ ହେବେ ଶ୍ରୀଜିଉ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତିକାନ୍ତି ଆରମ୍ଭ ହୋଇଯାଇଛି। ରଥ ଉପରେ ଆଜି ସକାଳ ୬ଟାରୁ ୬ଟା ୩୦ ମଧ୍ୟରେ ଆଳତି କରାଯାଇଛି। ୭ଟାରେ ମଇଲମ, ୮ଟାରେ ଅବକାଶ, ୯ଟାରେ ବେଶ ଶେଷ, ୧୦ଟାରୁ ୧୦ଟା ୩୦ ଗୋପାଳ…

ଆଡ଼ପ ମଣ୍ଡପରେ ଆଜି ଶ୍ରୀଜିଉଙ୍କ ବନକଲାଗି…

ପୁରୀ: ଆଡ଼ପ ମଣ୍ଡପରେ ଚାଲିଛି ଶ୍ରୀଜୀଉଙ୍କ ନୀତିକାନ୍ତି। ଆଜି ଗୁରୁବାର ଆଷାଢ ଶୁକ୍ଳ ପଞ୍ଚମୀ ମାସନ୍ତ ତିଥି ଥିବାରୁ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗ ନୀତି ସମ୍ପନ୍ନ ହେବା ପରେ ଶ୍ରୀଜୀଉଙ୍କ ବନକଲାଗି ନୀତି ବା ଶ୍ରୀମୁଖ ସିଂହାର ନୀତି…

ନବଯୌବନ ଦର୍ଶନ ଦେଲେ ଶ୍ରୀଜିଉ

ପୁରୀ: ନବଯୌବନ ଦର୍ଶନ ଦେଲେ ଶ୍ରୀଜିଉ । ୧୫ ଦିନ ପରେ ଦକ୍ଷିଣୀ ଘରକୁ ବିଜେ କରିଛନ୍ତି ଦଶାବତାର ପଟିଦିଅଁ। ଏହା ପରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ନବଯୌବନ ଦର୍ଶନ। କରୋନା କଟକଣା ମଧ୍ୟରେ ସମସ୍ତ ନୀତିକାନ୍ତି ଚାଲିଛିି। ବେଶ ଦର୍ଶନ ପାଇଁ ପ୍ରତିବର୍ଷ ସର୍ବସାଧାରଣ ଦର୍ଶନ ବ୍ୟବସ୍ଥା କରାଯାଇଥାଏ। କିନ୍ତୁ…

ଆଜି ଶ୍ରୀଜିଉଙ୍କ ଶ୍ରୀଅଙ୍ଗରେ ଓସ ଲାଗି

ପୁରୀ: ମହାସ୍ନାନ ପରେ ଅଣସର ପିଣ୍ଡିରେ ଶ୍ରୀଜିଉଙ୍କ ଜ୍ୱର ଭଲ କରିବା ପାଇଁ ସ୍ବତନ୍ତ୍ର ସେବା କରାଯାଉଛି। ଧିରେ ଧିରେ ସୁସ୍ଥ ହେଉଛନ୍ତି ମହାପ୍ରଭୁ। ମହାପ୍ରଭୁଙ୍କ ଜ୍ୱର ଭଲ କରିବା ପାଇଁ ପଞ୍ଚମୀ ତିଥିରୁ ଦଇତାପତି ସେବକମାନେ ଫୁଲୁରୀ ତେଲକୁ ମାଲିସ କରୁଛନ୍ତି। ଆଜି ଷଷ୍ଠୀରୁ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ…