Odisha Link
Bridging the Missing Links in Odisha
Browsing Tag

ଶ୍ରୀମନ୍ଦିର

ଆଜି ପବିତ୍ର ଧନୁ ସଂକ୍ରାନ୍ତି,…

ପୁରୀ: ଆଜି ହେଉଛି ପବିତ୍ର ଧନୁ ସଂକ୍ରାନ୍ତି। ଏଥିପାଇଁ ଶ୍ରୀମନ୍ଦିରଠୁ ଆରମ୍ଭ କରି ସମସ୍ତ ଦେବାଳୟରେ ଆରମ୍ଭ ହୋଇଛି ସ୍ବତନ୍ତ୍ର ନୀତିକାନ୍ତି। ବିଶେଷକରି ଆଜିଠୁ ପହିଲି ଭୋଗ ଆରମ୍ଭ ହୋଇଥାଏ। ପହିଲି ଭୋଗରେ ବିରି, ଗହମଚୂନା ଘୃତ ପାଗ ହୋଇଥିବା ପିଠା ଓ ଧନୁମୁଆଁ ଆଦି ଶ୍ରୀଜିଉଙ୍କ ନିକଟରେ ଲାଗି ହୋାଇଛି।…

ଆସିଲା ନୂଆ ଏସ୍ଓପି: ଏଣିକି ଶନିବାର ଖୋଲା…

ପୁରୀ: ଶ୍ରୀମନ୍ଦିର ଦର୍ଶନକୁ ନେଇ ଆସିଲା ନୂଆ ଏସ୍ଓପି। ବଢ଼ିଲା ଶ୍ରୀଜିଉଙ୍କ ଦର୍ଶନ ଅବଧି। କରୋନା ସଂକ୍ରମଣକୁ ଆଖି ଆଗରେ ରଖି ପୁରୀ ଶ୍ରୀମନ୍ଦିର ଦର୍ଶନ ଉପରେ ଲାଗିଥିବା କଟକଣାକୁ କୋହଳ କଲା ମନ୍ଦିର ପ୍ରଶାସନ। ପୂର୍ବରୁ ଭକ୍ତମାନେ ସକାଳ ୭ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରୁଥିବା…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ…

ପୁରୀ: ଆଜି ମହାପ୍ରଭୁ ବନଭୋଜି ବେଶ। ଶ୍ରୀମନ୍ଦିରରେ ଭାଦ୍ରବ କୃଷ୍ଣ ଦଶମୀ ତିଥିରେ ମହାପ୍ରଭୁଙ୍କର ବନଭୋଜି ବେଶ କରାଯାଏ। ଗୋପଲୀଳା ସମୟରେ କୃଷ୍ଣ ଓ ବଳରାମ ଗାଇ ବାଛୁରୀଙ୍କୁ ସାଙ୍ଗରେ ଧରି ବନଭୋଜି ପାଇଁ ଯାଇଥିବାର ପୁରାଣରେ ବର୍ଣ୍ଣିତ ରହିଛି। ଏହି ପରମ୍ପରାକୁ ସ୍ମରଣ କରି ଏହି ବେଶ ପାଳନ…

ଆଜି ଶ୍ରୀମନ୍ଦିରରେ ନନ୍ଦୋତ୍ସବ ନୀତି

ପୁରୀ: ଗତକାଲି ପ୍ରଭୁ ଶ୍ରୀକୃଷ୍ଣ ଧରାବତାରଣ କରିବା ପରେ ଆଜି ଶ୍ରୀମନ୍ଦିରରେ ନନ୍ଦୋତ୍ସବ ନୀତି ପାଳିତ ହେଉଛି। ମଙ୍ଗଳଆଳତୀ ସରିବା ପରେ ମହାଜନ ସେବାୟତ ରାମକୃଷ୍ଣଙ୍କୁ ଆଣି ଜଗମୋହନ ଦୋଳିରେ ଏବଂ ଦକ୍ଷିଣଘରୁ ମଦନମୋହନ ଆସି ମଧ୍ୟ ଦୋଳିରେ ବିଜେ ହେବେ। ମଇଲମ ଓ ଅନ୍ୟାନ୍ୟ ନୀତି ସରିବା ପରେ ପ୍ରଭୁ…

ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସାଧାରଣ…

ପୁରୀ: ଆଜି ପବିତ୍ର ଜନ୍ମାଷ୍ଟମୀ। ଜନ୍ମାଷ୍ଟମୀ ଉପଲକ୍ଷେ ଶ୍ରୀମନ୍ଦିରରେ ବନ୍ଦ ରହିବ ଭକ୍ତଙ୍କ ସାଧାରଣ ଦର୍ଶନ। ଅଧିକ ଗହଳି ଆଶଙ୍କାରେ ମନ୍ଦିର ରଖିବାକୁ ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ। ଜନ୍ମାଷ୍ଟମୀରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି ଅନୁଷ୍ଠିତ ହେବ। ପରମ୍ପରା ଅନୁସାରେ ଜନ୍ମାଷ୍ଟମୀ ନୀତି…

ଆଜି ଶ୍ରୀମନ୍ଦିରରେ ୪ଘଣ୍ଟା ସର୍ବସାଧାରଣ…

ପୁରୀ: ଆଜି ଶ୍ରୀମନ୍ଦିରରେ ୪ଘଣ୍ଟା ସାଧାରଣ ଦର୍ଶନ ବନ୍ଦ। ଗତ କାଲି କରୋନା କଟକଣା ପରେ ସର୍ବସାଧାରଣଙ୍କ ପାଇଁ ଶ୍ରୀମନ୍ଦିର ଖୋଲିଥିଲା। ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆଜି ୪ଘଣ୍ଟା ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ। ବନକଲାଗି ନୀତି ଦତ୍ତ ମହାପାତ୍ର…

ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିଲା…

ପୁରୀ : ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର । କୋଭିଡ୍ ଗାଇଡ୍ ଲାଇନ୍ ଅନୁଯାୟୀ ଭକ୍ତମାନେ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ। ସକାଳ ୭ଟାରୁ ସଂଧ୍ୟା ୭ ଯାଏଁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ। ପ୍ରତି ଶନିବାର ଓ ରବିବାର ମନ୍ଦିର ବନ୍ଦ ରହିବ। ଏହି ଦୁଇ ଦିନ ମନ୍ଦିର ସାନିଟାଇଜ୍ କରାଯିବ।…

ଆସନ୍ତାକାଲି ପବିତ୍ର ରାକ୍ଷୀ…

ପୁରୀ: ଆସନ୍ତାକାଲି ପବିତ୍ର ରାକ୍ଷୀ ପୂର୍ଣ୍ଣିମା। ରାକ୍ଷୀ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତି। ଶ୍ରୀମନ୍ଦିରରେ ପ୍ରଭୁ ଶ୍ରୀ ଜଗନ୍ନାଥ ଓ ବଳଭଦ୍ରଙ୍କୁ ରାକ୍ଷୀ ପିନ୍ଧାଇଥାଆନ୍ତି ଭଉଣୀ ସୁଭଦ୍ରା। ଏଥିପାଇଁ ପାଟରା ବିଶୋଇ ସେବାୟତଙ୍କ ଦ୍ୱାରା ଚାଲିଛି ପ୍ରଭୁଙ୍କ ପାଇଁ…

ଖୋଲିଲା ଶ୍ରୀମନ୍ଦିର: ଜଗା ଦର୍ଶନ…

ପୁରୀ: ଆଜିଠୁ ଖୋଲିଲା ଶ୍ରୀମନ୍ଦିର। ସକାଳୁ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ଆଜି ଏବଂ ଆସନ୍ତାକାଲି ଦୁଇ ଦିନ ଧରି ସେବକ ପରିବାରକୁ ଦର୍ଶନ କରିବାକୁ ଅନୁମତି ଦିଆଯାଇଛି। ମହାପ୍ରଭୁଙ୍କ ମଙ୍ଗଳ ଆଳତୀ ଠାରୁ ରାତ୍ର ପହୁଡ ପର୍ଯ୍ୟନ୍ତ ଦର୍ଶନ କରିବେ। ଏଥିପାଇଁ ନିଜର ଭୋଟର କାର୍ଡ, ଆଧାର କାର୍ଡ…

ଶ୍ରୀମନ୍ଦିର ଖୋଲିବା ନେଇ ଆଜି ବସିବ…

ପୁରୀ: ଅଗଷ୍ଟ ଅନଲକ୍ରେ ରାଜ୍ୟରେ ମନ୍ଦିର ଖୋଲିବା ଲାଗି ଅନୁମତି ମିଳିଛି। ତେବେ ଏହି ନିଷ୍ପତ୍ତି ଜିଲ୍ଲା ପ୍ରଶାସନ ହାତରେ ରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ମନ୍ଦିର ଖୋଲୁଥିବା ବେଳେ ଶ୍ରୀମନ୍ଦିର ଖୋଲିବା ନେଇ ଆଜି ଆଜି ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଆଯିବ। କେବେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର…