Odisha Link
Bridging the Missing Links in Odisha
Browsing Tag

ସୁପ୍ରିମକୋର୍ଟ

ଶପଥ ନେଲେ ୯ ସୁପ୍ରିମକୋର୍ଟ ବିଚାରପତି

ନୂଆଦିଲ୍ଲୀ: ଦେଶର ଇତିହାସରେ ଯୋଡି ହେଲା ଆଉ ଅଧ୍ୟାୟ। ଏକାସାଙ୍ଗେ ଶପଥ ନେଇଛନ୍ତି ୯ ବିଚାରପତି। ଭାରତର ସିଜେଇ ଏନ. ଭି ରମଣଙ୍କ ସେମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ସର୍ବୋଚ ନ୍ୟାୟାଳୟର ଅତିରିକ୍ତ ଭବନର ସଭାଗାରରେ ଏହି ଶପଥ ଗ୍ରହଣ ସମାରୋହ ହୋଇଛି। ତେବେ ୯ ଜଣ ବିଚାରପତିଙ୍କ ମଧ୍ୟରୁ…

ସେପ୍ଟେମ୍ବର ୧ରୁ ସୁପ୍ରିମକୋର୍ଟରେ…

ନୂଆଦିଲ୍ଲୀ: ଆସନ୍ତା ସେପ୍ଟେମ୍ବର ୧ରୁ ସୁପ୍ରିମକୋର୍ଟରେ ହେବ ଅଫ୍‌ଲାଇନ ଶୁଣାଣି। କୋଭିଡ ସ୍ଥିତି ଯୋଗୁ ଦୀର୍ଘ ଦିନ ଧରି ସର୍ବୋଚ୍ଚ ଅଦାଲତରେ ଭିଡିଓ କନଫରେନ୍ସିଂ ଜରିଆରେ ଶୁଣାଣି ହୋଇ ଆସୁଥିଲା। ସେପ୍ଟେମ୍ବର ୧ରୁ ସୁପ୍ରିମକୋର୍ଟରେ ସ୍ବାଭାବିକ ଶୁଣାଣି ହେବ। ଭର୍ଚୁଆଲ ଶୁଣାଣି ନେଇ ଓକିଲ ମାନଙ୍କୁ…

ପରୀ ହତ୍ୟା ମାମଲା: ହାଇକୋର୍ଟ ଯିବାକୁ…

ଭୁବନେଶ୍ୱର: ନୟାଗଡ଼ ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ନିର୍ଦ୍ଦେଶ। ମାମଲାର ଅନ୍ତ ଘଟାଇ ହାଇକୋର୍ଟ ଯିବାକୁ କହିଛନ୍ତି ସୁପ୍ରିମକୋର୍ଟ। ହାଇକୋର୍ଟରେ ଆବେଦନ କରିବାକୁ ପରୀ’ର ମାଆଙ୍କୁ କହିଛନ୍ତି ସୁପ୍ରିମକୋର୍ଟ। ମାମଲାର ସିବିଆଇ ତଦନ୍ତ ଦାବିରେ ପରୀ’ ମା ସୁପ୍ରିମକୋର୍ଟ…

ଲୋକାୟୁକ୍ତଙ୍କ ବିରୋଧରେ ସୁପ୍ରିମକୋର୍ଟ…

କଟକ: ଲୋକାୟୁକ୍ତଙ୍କ ବିରୋଧରେ ସୁପ୍ରିମକୋର୍ଟ ଯାଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଲୋକାୟୁକ୍ତଙ୍କ ବିରୋଧରେ ଫୌଜଦାରୀ ମାମଲା ରୁଜୁ କରିବାକୁ ସେ ସର୍ବୋଚ୍ଚ କୋର୍ଟରେ ଆବେଦନ କରିଛନ୍ତି। ସୁପ୍ରିମକୋର୍ଟରେ ଲୋକାୟୁକ୍ତ ଜାଲ୍ ଡକ୍ୟୁମେଣ୍ଟ ଦେଇଥିବା ସେ ଅଭିଯୋଗ କରିଛନ୍ତି। ପ୍ରଦୀପ…

ଏନଡିଏ ପ୍ରବେଶିକା ପରୀକ୍ଷା ଦେଇପାରିବେ…

ନୂଆଦିଲ୍ଲୀ: ନ୍ୟାସନାଲ ଡିଫେନ୍ସ ଏକାଡେମୀ(ଏନଡିଏ) ପ୍ରବେଶିକା ପରୀକ୍ଷାକୁ ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି। ଏଣିକି ଏନଡିଏ ପ୍ରବେଶିକା ପରୀକ୍ଷା ଦେଇପାରିବେ ମହିଳା। ମହିଳାମାନଙ୍କୁ ଏନଡିଏ ପରୀକ୍ଷାରେ ଭାଗ ନେବାକୁ ଦେଇ ନ ଥିବାରୁ ସୁପ୍ରିମକୋର୍ଟ ଭାରତୀୟ ସେନାକୁ ନିନ୍ଦା…

ପ୍ରାର୍ଥୀ ଚୟନର ୪୮ଘଣ୍ଟା ଭିତରେ ଦେବାକୁ…

ନୂଆଦିଲ୍ଲୀ: ରାଜନୀତିକୁ ଅପରାଧମୁକ୍ତ କରିବା ନିମନ୍ତେ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ପ୍ରାର୍ଥୀ ଘୋଷଣା ହେବାର ୪୮ ଘଣ୍ଟା ମଧ୍ୟରେ ସମସ୍ତ ରାଜନୈତିକ ଦଳ ପ୍ରାର୍ଥୀଙ୍କ ସମ୍ପର୍କିତ ସମସ୍ତ ତଥ୍ୟ ଜଣାଇବାକୁ ପଡ଼ିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ସୁପ୍ରିମକୋର୍ଟଙ୍କ ଆଦେଶ…

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶନାମା:…

ନୂଆଦିଲ୍ଲୀ: ଏଣିକି ଜାତୀୟ ଓ ରାଜ୍ୟ ରାଜପଥ କଡ଼ରୁ ଉଠିବ ସବୁ ମଦ ଦୋକାନ। ରାଜପଥର ୫୦୦ ମିଟର ଦୂରରେ ମଧ୍ୟରେ କୌଣସି ମଦ ଦୋକାନ ରହିବ ନାହିଁ। ଏନେଇ ସୁପ୍ରିମକୋର୍ଟ ନିର୍ଦ୍ଦେଶ ନେଇଛନ୍ତି। ଏହି ସାନି ନିର୍ଦ୍ଦେଶନାମା ପରେ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ…

ବୋଲବମ୍‌ ଯାତ୍ରାକୁ ଅନୁମତି ନେଇ କଡ଼ା…

ନୂଆଦିଲ୍ଲୀ: ମହାମାରୀ କରୋନା ସଂକ୍ରମଣ ବ୍ୟାପୁଥିବାର ବେଳେ ଉତ୍ତର ପ୍ରଦେଶ ସରକାର କାଉଡ଼ି ଯାତ୍ରାକୁ ଅନୁମତି ଦେଇଛନ୍ତି। ଏହାର ଶୁଣାଣି କରି ସୁପ୍ରିମକୋର୍ଟ ଆଜି କଡ଼ା ଟିପ୍ପଣୀ ଦେଇଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି, ସ୍ୱାସ୍ଥ୍ୟ ଓ ଜୀବନ ଧାରଣର ଅଧିକାର ସର୍ବୋପରି। ଉତ୍ତର ପ୍ରଦେଶ ସରକାରଙ୍କୁ ସୋମବାର…

ହ୍ୱାଟ୍ସଆପ୍‌ ମେସେଜ ପ୍ରମାଣ ଭାବେ…

ନୂଆଦିଲ୍ଲୀ: ଲୋକପ୍ରିୟ ସୋସିଆଲ ମିଡିଆ ମେସେଜିଂ ଆପ୍ ହ୍ୱାଟ୍ସଆପ୍‌ ଭରସାଯୋଗ୍ୟ ନୁହେଁ। ହ୍ୱାଟ୍ସଆପ୍‌ ମେସେଜକୁ ପ୍ରମାଣ ହିସାବରେ ନେଇ ହେବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏଥିସହ କୌଣସି ବ୍ୟକ୍ତିଙ୍କୁ ହ୍ୱାଟ୍ସଆପ୍ ମେସେଜ ଆଧାରରେ ଦଣ୍ଡିତ କରାଯାଇପାରିବ ନାହିଁ। ହ୍ୱାଟସଆପ୍ ମେସେଜର…

କୋଭିଡ୍ ମୃତକଙ୍କ ପରିବାରକୁ ଅନୁକମ୍ପା…

ନୂଆଦିଲ୍ଲୀ: ମହାମାରୀ କରୋନାରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଦେବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଜଷ୍ଟିସ୍ ଅଶୋକ ଭୂଷଣଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ କହିଛନ୍ତି, କୋର୍ଟ ଅନୁକମ୍ପା ରାଶି ନିର୍ଦ୍ଧାରଣ କରିବେ ନାହିଁ। ସରକାର ଆଇନ୍ ଅନୁଯାୟୀ…