Odisha Link
Bridging the Missing Links in Odisha
Browsing Tag

ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ପାର୍ବଣ ପାଇଁ ଆସିବ ନୂଆ ଗାଇଡଲାଇନ:…

ଭୁବନେଶ୍ବର: ପାର୍ବଣ ଋତୁ ପାଇଁ ଆସିବ ନୂଆ ଗାଇଡଲାଇନ। ରାଜ୍ୟରେ ବର୍ତ୍ତମାନା ଦୈନିକ ସଂକ୍ରମଣ ଏବେ ନିୟନ୍ତ୍ରଣରେ ଅଛି, ହେଲେ ଆଗକୁ ସ୍ଥିତି ବିଗିଡ଼ିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପାର୍ବଣ ଋତୁ ପାଇଁ ନୂଆ ଗାଇଡଲାଇନ ଆଣିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟସେବା…

ରାଜ୍ୟରେ କରୋନା ଥିକ ଟେଲ ସ୍ଥିତିରେ…

ଭୁବନେଶ୍ୱର: ରାଜ୍ୟରେ କମିବାରେ ଲାଗିଛି କରୋନା ସଂକ୍ରମଣ। ୭ଶହ ତଳେ ରହିଛି ନୂଆ ସଂକ୍ରମିତଙ୍କ ସଂଖ୍ୟା। ଏଭଳି ପରିସ୍ଥିତିରେ ଓଡ଼ିଶାରେ କୋରନାର ଥିକ ଟେଲ ସ୍ଥିତି ରହିଛି ବୋଲି କହିଛନ୍ତି ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ସେପ୍ଟେମ୍ବର ଓ ଅକ୍ଟୋବରରେ ତୃତୀୟ ଲହର ଆସିବାର ସମ୍ଭାବନା…

ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ:…

ଭୁବନେଶ୍ବର: କରୋନାର ତୃତୀୟ ଲହରକୁ ନେଇ ଚିନ୍ତା ବଢୁଥିବା ବେଳେ ଏହାର ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗ ଜୋରଦାର ପ୍ରସ୍ତୁତି କରିଛି। ଅନ୍ୟ ରାଜ୍ୟରେ ସଂକ୍ରମଣ ବଢ଼ିଲାଣି। ସବୁବେଳେ ଆମକୁ ସତର୍କ ରହିବାକୁ ପଡ଼ିବ। ସାବଧାନ ରହିବାକୁ ପଡ଼ିବ। ନିୟମ ମାନନ୍ତୁ ତାହେଲେ ଆମେ କରୋନାକୁ ନିୟନ୍ତ୍ରଣ…

ଆଗୁଆ ଆସିପାରେ କରୋନାର ତୃତୀୟ ଲହର:…

ଭୁବନେଶ୍ୱର: ଆଗୁଆ ଆସିପାରେ କରୋନାର ତୃତୀୟ ଲହର। ଅମାନିଆଙ୍କ କାରଣରୁ ତୃତୀୟ ପ୍ରବାହ ଆଗୁଆ ଆସିବାର ସମ୍ଭାବନା ରହିଛି। ଢ଼ିଲାପଣ ଯୋଗୁଁ ସଂକ୍ରମଣ ବଢ଼ୁଛି। ଆଜି ଦେଶରେ ମଧ୍ୟ ସଂକ୍ରମଣ ବଢ଼ିଛି ବୋଲି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ଏଭଳି ସ୍ଥିତିରେ ଲୋକମାନେ…

ରାଜ୍ୟରେ ଗ୍ରାଜୁଆଲ ଅନଲକ୍ ଆରମ୍ଭ ହେବା…

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସଂକ୍ରମଣ ହାର ହ୍ରାସ ପାଉଥିବା ବେଳେ ଅନଲକ୍ ନେଇ ଚର୍ଚ୍ଚା ଜୋର ଧରିଛି। ଏବେବି ବିପଦ ଟଳିନଥିବା ବେଳେ ଅନଲକ ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି ଯେ,…

ସେପ୍ଟେମ୍ବରରେ ଆସିପାରେ କରୋନାର ତୃତୀୟ…

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ କରୋନାର ଦ୍ୱିତୀୟ ଲହର ସାମାନ୍ୟ କମିଥିବା ଦେଖିବାକୁ ମିଳିଛି। କଟକଣା ଲାଗୁ ହେବା ପରେ ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ମଧ୍ୟ ଏହାକୁ ହାଲୁକା ଭାବେ ଗ୍ରହଣ କରିବା ଅନୁଚିତ। ସେପ୍ଟେମ୍ବର ଓ ଅକ୍ଟୋବର ମାସ ବେଳକୁ ତୃତୀୟ ଲହର ଆସିପାରେ। ତୃତୀୟ ଲହରରେ ଶିଶୁମାନେ ଅଧିକ…

ବାତ୍ୟା ପର ସ୍ଥିତିରେ ସୁଧାର ଆସିଲେ ଡୋର…

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଉପରେ ରହୁଥିବାବେଳେ ଦୀର୍ଘଦିନ ପରେ ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଆଶାତୀତ ଭାବେ ହ୍ରାସ ପାଇଛି। ହଠାତ୍‌ ପଜିଟିଭିଟି ହାର କମିବା ପରେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି, ରାଜ୍ୟରେ କରୋନା ପଜିଟିଭିଟି ହାର କମିଛି।…

ରାଜ୍ୟରେ କରୋନା ଦୈନିକ ସଂକ୍ରମଣ…

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢି ଚାଲିଛି। ତେବେ ଜାତୀୟ ହାର ଠାରୁ ଓଡ଼ିଶାର ସ୍ଥିତି ଭଲ ଅଛି। ସରକାରଙ୍କ ପଦକ୍ଷେପ  ସୁଫଳ ଦେଇଛି ବୋଲି ସ୍ୱାସ୍ଥ୍ୟ ନିଦେ୍ର୍ଧଶକ ନିରଞ୍ଜନ ମିଶ୍ର କହିଛନ୍ତି। ରାଜ୍ୟରେ କରୋନା ସ୍ଥିତି ସମ୍ପର୍କରେ ପ୍ରତିକ୍ରିୟା ରଖି ସେ କହିଛନ୍ତି ଯେ,…