Odisha Link
Bridging the Missing Links in Odisha
Browsing Tag

ହୀରାକୁଦ

ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ଟି…

ଓଏଲ୍‌ ବ୍ୟୁରୋ: ଖୋଲିଲା ହୀରାକୁୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍। ପୂର୍ବରୁ ୧୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଥିବାବେଳେ ଆଜି ଆଉ ୪ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ମୋଟ୍‌ ୧୪ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ବର୍ତ୍ତମାନ ହୀରାକୁଦର ଜଳସ୍ତର ୬୧୫.୬୦ ଫୁଟ ରହିଛି। ୪ଲକ୍ଷ ୨୧ହଜାର ୫୮୯…

ଖୋଲିଲା ହୀରାକୁଦର ୨୮ଟି ଗେଟ୍

ସମ୍ବଲପୁର: ଉପରମୁଣ୍ଡରେ ଲଗାଣ ବର୍ଷା ଫଳରେ ହୀରାକୁଦରେ ଏବେ ଜଳସ୍ତର ବଢିବାର ଲାଗିଛି। ଏହାକୁ ଦୃଷ୍ଟିରେ ରଖି ହୀରାକୁଦ ଜଳଭଣ୍ଡାରର ୨୪ଟି ଗେଟ୍‌ ଜଳ ନିଷ୍କାସନ ହେଉଥିବା ବେଳେ ଏବେ ଆଉ ୪ଟି ଗେଟ୍‌ ଖୋଲାଯାଇଛି। ମୋଟ ୨୮ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍ପାସନ ହେଉଛି। ୨୮ଟି ଗେଟ୍ ଦେଇ ହୀରାକୁଦ…

ହୀରାକୁଦରେ ଖୋଲିଲା ୨୪ଟି ଗେଟ

ସମ୍ବଲପୁର: ଉପରେ ମୁଣ୍ଡରେ ବର୍ଷା କାରଣରୁ ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଆଜିକୁ ମୋଟ ୨୪ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ବାମପାର୍ଶ୍ୱର ୧୬ ଟି ଗେଟ ଖୋଲାଯାଇଥିବା ବେଳେ ଡାହାଣ ପାର୍ଶ୍ୱର ୮ଟି ଗେଟ ଖୋଲାଯାଇଛି ଜଳ ନିଷ୍କାସନ ହେଉଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୪ ଲକ୍ଷ ୩୫…

ହୀରାକୁଦର ୧୨ଟି ଗେଟ ଦେଇ ବନ୍ୟାଜଳ…

ହୀରାକୁଦ: ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରରେ ଜଳ ସ୍ତର ବଢୁଛି। ହୀରାକୁଦର ଜଳଭଣ୍ଡାର ସର୍ବୋଚ୍ଚ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ଏବେ ଜଳସ୍ତର ରହିଛି ୬୨୭ ଦଶମିକ ୮୩ ଫୁଟ। ଜଳ ଭଣ୍ଡାରରୁ ୬ଟି ଗେଟ ଦେଇ ୧ଲକ୍ଷ, ୨୭ ହଜାର, ୧୯୪ କ୍ୟୁସେକ ଜଳ ନିଷ୍କାସନ ହେଉଛି। ଜଳ ଭଣ୍ଡାରର ଜଳ…

ହୀରାକୁଦର ୬ଟି ଗେଟ ଖୋଲାଯିବ: ଏସଆରସି

ଭୁବନେଶ୍ୱର: ଲଘୁଚାପ କାରଣରୁ ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଛତିଶଗଡ଼ରେ ବର୍ଷା ହେଉଥିବାରୁ ହୀରାକୁଦ ଜଳଭଣ୍ଡାରକୁ ପାଣି ଆସୁଛି। ତେବେ ରୁଲ କର୍ଭ ଅନୁଯାୟୀ ଜଳସ୍ତର ଠିକ ଥିଲେ ମଧ୍ୟ ଆଜି ୬ଟି ଗେଟ ଖୋଲିବାକୁ ଯୋଜନା କରାଯାଉଛି। ଏନେଇ ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ କୁମାର ଜେନା।…