ଆଖି ବୁଜିଲେ ଆଉ ୧୭ କରୋନା ଆକ୍ରାନ୍ତ
ଭୁବନେଶ୍ବର: ରାଜ୍ୟରେ ୩ ଲକ୍ଷ ପାର୍ ହେଲା କରୋନା ସଂକ୍ରମିତଙ୍କ ସଂଖ୍ୟା। ଆଜି ଆଉ ୧୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।
https://twitter.com/HFWOdisha/status/1324949406307684353