Odisha Link
Bridging the Missing Links in Odisha
Browsing Tag

17 dead

ରାଜ୍ୟରେ ଆଉ ୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଳାଗିଛି। ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୫୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…